ଅନୁଗୋଳ

କଟକଣା ମାନୁନାହାନ୍ତି ବାବୁ: ପ୍ରଶାସନ ନିର୍ଦ୍ଦେଶନାମା ଉଲ୍ଲଂଘନ ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୩ା୭: କୌଣସି ହଟ୍‌ସ୍ପଟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ଲୋକମାନେ ବାଧ୍ୟତାମୂଳକ ଭାବେ ୧୪ ଦିନିଆ ସରକାରୀ କ୍ବାରାଣ୍ଟାଇନ୍‌ରେ ରହିବେ ବୋଲି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଶନିବାର ନିର୍ଦ୍ଦେଶନାମା (ନଂ ୩୪୧/ଆବାସିକ/୧୧ା୭ା୨୦୨୦) ଜାରି କରାଯାଇଛି। ଏହାପୂର୍ବରୁ ଶୁକ୍ରବାର…

ପୂର୍ତ୍ତ ରାସ୍ତାରେ ପଥଚାରୀ ହୀନସ୍ତା: ଶୁଖିଲାରେ ଧୂଳି, ବର୍ଷାରେ କାଦୁଅ

କଣିହାଁ, ୧୩ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ମହକୁମା ହାଟ ପଡିଆଠାରୁ ପାଉଁଶ ପୋଖରୀ କଡ ଦେଇ ଯାଇଥିବା ପୂର୍ତ୍ତ ରାସ୍ତାରେ ହୀନସ୍ତା ହେଉଛନ୍ତି ପଥଚାରୀ। ତାଳଚେର ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ରାସ୍ତା ଡେରେଙ୍ଗ, କାକୁଡିଆ, ବଡଗୁଣ୍ଡୁରୀ ପଞ୍ଚାୟତ ଦେଇ…

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା ପାଳନ କରାଯାଉ ନ ଥିବା ଦେଖାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲା ପ୍ରଶାସନକୁ…

ଗୁଣ୍ଡୁରି କରିଛି ଆତ୍ମନିର୍ଭରଶୀଳ

କଣିହାଁ,୧୨ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଶିକ୍ଷିତ ହୋଇଥିବାରୁ ଚାକିରି କରିବାକୁ ଚାହିଁଥିଲେ। କିନ୍ତୁ ସେଥିରେ ମନ ମାନି ନ ଥିଲା। ତେଣୁ ଚାକିରି ଛାଡ଼ି ଆତ୍ମନିର୍ଭରଶୀଳ ହେବାକୁ ନିଷ୍ପତ୍ତି ନେବା ସହ ଆରମ୍ଭ କରିଥିଲେ ଗୁଣ୍ଡୁରି ପକ୍ଷୀ (କୋଏଲ) ଓ କୁକୁଡ଼ା ପାଳନ।…

ବିନା ରସିଦ୍‌ରେ ଜରିମାନା

ଅନୁଗୋଳ ଅଫିସ୍‌, ୧୨ା୭: ଅନୁଗୋଳ ତହସିଲ ଅଧୀନ ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଏଥିରେ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ଜୋର ଧରିଛି। ଏପରିକି ମାଫିଆଙ୍କ ଗାଡି ଯାଞ୍ଚ ବେଳେ ଜରିମାନା ଆଦାୟ…

ଖୁଣ୍ଟରେ ଝୁଲୁଛି ‘ସୌଭାଗ୍ୟ’

ବଇଣ୍ଡା, ୧୨ା୭(ଡି.ଏନ.ଏ.) ସୌଭାଗ୍ୟ ଯୋଜନାରେ ସାମିଲ ହୋଇ ମଧ୍ୟ ବିଜୁଳି ଆଲୁଅରୁ ବଞ୍ଚିତ ୩୦ ପରିବାର। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି। ହେଲେ ଖୁଣ୍ଟରେ ହିଁ ଝୁଲି ରହିଛି ଯୋଜନା ସହ ହିତାଧିକାରୀଙ୍କ ଭାଗ୍ୟ। ଫଳରେ ୩…

ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ

ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ ପଦକ୍ଷେପ…

ମାଓବାଦୀ ମୁକ୍ତ ସତ୍ତ୍ୱେ ସତର୍କ ରହିବା: ଏସ୍‌ପି

ଅନୁଗୋଳ ଅଫିସ୍‌, ୧୧ା୭ – ଅନୁଗୋଳ ଜିଲାରେ ଏବେ ମାଓବାଦୀଙ୍କ ଚଳପ୍ରଚଳ ନାହିଁ। ଗତ ଦୁଇ ବର୍ଷ ମଧ୍ୟରେ ମାଓବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ତେଣୁ ମାଓପ୍ରବଣ ଜିଲା ତାଲିକାରୁ ଅନୁଗୋଳକୁ ସରକାର ମୁକ୍ତ କରିଛନ୍ତି। ଓଡ଼ିଶା ପୋଲିସ ଓ…

ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏ ନେଇ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମଳନୀରେ ଅନୁଗୋଳ ଏସ୍‌ପି ଜଗମୋହନ…

ବ୍ୟବସାୟକୁ ଜୀବନ ଦେଇଛି କାଗଜଫୁଲ

ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍‌ଡାଉନ୍‌ ଯୋଗୁ ବନ୍ଦ ପଡ଼ିଥିବା ଫୁଲ ବ୍ୟବସାୟକୁ ଜୀବନ ଦେଇଛି ହାତ ତିଆରି କାଗଜଫୁଲ। ଏବେ…

ଅଧାରେ ଅଟକିଛି ପ୍ରକଳ୍ପ ପୁନରୁଦ୍ଧାର

କଣିହାଁ, ୯ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କୁଳୁମା ପଞ୍ଚାୟତର କୁଳୁମା ଗ୍ରାମରେ ଥିବା ଦୁଇଟି କ୍ଷୁଦ୍ର ଜଳସଚନ ପ୍ରକଳ୍ପର ପୁନରୁଦ୍ଧାର ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ୨୦୦୪ରୁ ଏହାର ମୂଳଦୁଆ ପଡିଥିବା ବେଳେ ପୁନରୁଦ୍ଧାର ପାଇଁ ରାଜ୍ୟ ସରକାର ୭୦ ଲକ୍ଷରୁ…

ଉଦ୍‌ଘାଟିତ ସବ୍‌ଷ୍ଟେଶନରେ ତାଲା, ୨ ବର୍ଷ ହେବ କାର୍ଯ୍ୟକ୍ଷମ ହେଉନି

ବଇଣ୍ଡା,୯ା୭(ଡି.ଏନ.ଏ.)  ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ଛେଳିଆଢିପଠାରେ ଥିବା ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟନର ୨ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଦୀର୍ଘଦିନ ହେଲା ତାଲା ଝୁଲାଇ ଦିଆଯାଇଥିବାରୁ ଏହାକୁ ନେଇ ସ୍ଥାନୀୟ ବିଦ୍ୟୁତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri