ଅନୁଗୋଳ

୬୬୦ ହେକ୍ଟରକୁ ମାଡୁନି ପାଣି

ବଅଁରପାଳ,୩୦ା୭(ଡି.ଏନ.ଏ.) ପ୍ରବାସୀ ଶ୍ରମିକମାନଙ୍କ ଘର ବାହୁଡ଼ାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଚାଷ ଉପରେ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଆବଶ୍ୟକ ପରିମାଣର ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ…

ବିଜୟ କୁମାର ନାଲ୍‌କୋ ପ୍ରଡକ୍ସନ ନିର୍ଦ୍ଦେଶକ

ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍‌କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍‌କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି। ଏବେ ପ୍ରଡକ୍ସନ ନିର୍ଦ୍ଦେଶକ ରହିଥିବା ଭି. ବାଲ୍‌ ସୁବ୍ରମଣ୍ୟମଙ୍କ କାର୍ଯ୍ୟକାଳ ଆସନ୍ତା ଡିସେମ୍ବରରେ…

ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ

ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ ବୃନ୍ଦାବନ ସେଠି ଓ ବାବୁ ମହାନ୍ତି। ଉଭୟେ ଗାଧୋଇବା ପାଇଁ କେନାଲକୁ ଯାଇଥିବାବେଳେ…

ଅନୁଗୋଳ ଜିଲାରେ ପ୍ରଥମ ହେବାକୁ ନ ଥିଲା ଆଶା: ଟପ୍ପର କହିଲେ କିଛି ଏମିତି କଥା

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାର ଛାତ୍ର ସୌମ୍ୟରଞ୍ଜନ ସାମନ୍ତ ଚଳିତ ବର୍ଷ ସର୍ବାଧିକ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ସେ ମୋଟ ୫୭୫(୯୫.୮୩%)…

ଅନୁଗୋଳ ପାଇଁ ଗୌରବ ଆଣିଲେ ସୋମ୍ୟରଞ୍ଜନ: ହେଲେ ଜିଲା ଟପ୍ପର

ଅନୁଗୋଳ ଅଫିସ,୨୯।୭: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ଛାତ୍ର ସୌମ୍ୟରଂଜନ ସାମନ୍ତ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ମୋଟ ୫୭୫(୯୫.୮୩ ପ୍ରତିଶତ ) ନମ୍ବର…

ମାଟ୍ରିକ୍‌ ପରୀକ୍ଷା ଫଳ: ଜାଣନ୍ତୁ ଅନୁଗୋଳରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ତେବେ ଅନୁଗୋଳ ଜିଲାରେ ମୋଟ ୭୫.୨୩% ଛାତ୍ରୀଛାତ୍ର ପାସ୍‌ କରିଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ଜିଲାରେ…

ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍‌ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ ଏହା ଏକ ଉପଯୁକ୍ତ କ୍ଷେତ୍ର ବୋଲି କୁହାଯାଉଥିଲା। ମାତ୍ର ଆବଶ୍ୟକ ସୁରକ୍ଷା ଓ ପରିଚାଳନାଗତ…

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍‌ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି, ସାଧାରଣ…

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା ପାଇପାରି…

ଦୋକାନରେ ତାଲା, ଘରେ ବେପାର

ଅନୁଗୋଳ ଅଫିସ୍‌, ୨୮।୭ ଅନୁଗୋଳରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ପ୍ରହସନ ପାଲଟିଛି ଲକ୍‌ଡାଉନ୍‌ କଟକଣା। ସକାଳୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ଥିଲେ ହେଁ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। କେତେଜଣ…

ଦୁର୍ଦ୍ଦିନରେ ୨ ହଜାର ବାଦ୍ୟକାର

ବଅଁରପାଳ, ୨୮ା୭(ଡି.ଏନ.ଏ.) କରୋନା ବ୍ୟାପିବା ପୂର୍ବରୁ ବର୍ଷ ତମାମ ହାତକୁ କାମ ଆସୁଥିଲା। ରୋଜଗାରରେ କୌଣସି ଅସୁବିଧା ହେଉ ନ ଥିଲା। ବାଦ୍ୟ, ସଙ୍ଗୀତ ପରିବେଷଣ ପାଇଁ ନୂଆ ନୂଆ ସରଞ୍ଜାମ କିଣାଯିବାଠାରୁ କର୍ମଚାରୀଙ୍କୁ ଦରମା ଦେବାଯାଏ ସବୁକିଛି ଠିକ୍‌ଠାକ୍‌ ଚାଲିଥିଲା।…

ହାତୀ ଫେରିଲେ ପଶୁଛି ଛନକା

ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଗତ ୭ ବର୍ଷ ମଧ୍ୟରେ ୧୦୧୭ ଏକର ଜମିରେ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?