ଅନୁଗୋଳ

ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ

ଅନୁଗୋଳ,୩୧ା୧୦(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ। ଉପସ୍ଥିତ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନିଜର ଯୋଗଦାନ ନିମନ୍ତେ ଶପଥ ନେଇଥିଲେ।…

ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ

ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା ଲାଞ୍ଚ। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଅନୁଗୋଳ ଜିଲାରେ। ଯେଉଁଥିପାଇଁ ପିଲାଜନ୍ମ ହେବାର…

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ

ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା…

ଧାନବିଲରେ ପଡ଼ିଛି ହାତୀର ମୃତଦେହ

ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର କିଭଳି…

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି। ସ୍ଥାନୀୟ…

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯: ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି କୋର୍ଟ ୨ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟ ଅଭିଯୁକ୍ତ ହେଲେ ନନ୍ଦ କିଶୋର…

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଣିହାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର…

କାର୍‌ ସହ କେନାଲରେ ବୁଡ଼ିଗଲେ ଯୁବକ

ଫୁଲନଖରା,୨୫।୯(ସତ୍ୟରଞ୍ଜନ ଦାସମହାପାତ୍ର):କଟକ ଜିଲା ସଦର ଥାନା ଅନ୍ତର୍ଗତ ନୂଆ କାଚରାମାଳଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍‌ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡ଼ିଥିଲା। ଏଥିରେ ଚାଳକ ସ୍ଥାନୀୟ ବମ୍ଫକୁଦ ଗ୍ରାମର ଅନିମେଶ ଜେନାଙ୍କ ମୃତ୍ୟୁ ଘଟିଛି। କଟକ ସଦର ପୋଲିସ…

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ ସ୍କ୍ରାପ୍‌ ବ୍ୟବସାୟକୁ ନେଇ ବୁବୁଙ୍କୁ ହତ୍ୟା କରାଯାଇଥିବା ପୋଲିସ କହିଛି। ଏହି ଘଟଣାରେ…

ମାଡ଼ ଖାଇ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ବନ କର୍ମଚାରୀ

ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି। ଗୁରୁତର ବନ କର୍ମଚାରୀ ସୁକାନ୍ତ ସାହୁଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ,…

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ…

ଅଘଟଣ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୋଳ,୧୩।୯: ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ୨ ମୃତ ଶ୍ରମିକଙ୍କ ଘର ମୟୂରଭଞ୍ଜ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?