ଦରମା ମିଳୁନି, କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ
ଅନୁଗୋଳ ଅଫିସ୍, ୮।୭ ଦୀର୍ଘ ୧୮ ମାସ ହେଲା ଦରମା ପାଇ ନ ଥିବା ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ର କର୍ମଚାରୀ ଦିଗାମ୍ବର ନାଏକ ମଙ୍ଗଳବାର ଅଫିସ ପରିସରରେ ଆତ୍ମହତ୍ୟା ଉଦ୍ୟମ କରିବା ଚର୍ଚ୍ଚାର ବିଷୟ ହୋଇଛି। ଅତିରିକ୍ତ ଆର୍ଟିଓ…
ନିୟମ ଉଲ୍ଲଂଘନ, ୫ ଦୋକାନ ସିଲ୍
ଅନୁଗୋଳ ଅଫିସ୍, ୮।୭ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ବିଶେଷକରି ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଅନୁଗୋଳ…
୧୨ ସାପ୍ତାହିକ ହାଟ ବନ୍ଦ କଲା ଆର୍ଏମ୍ସି
ଅନୁଗୋଳ ଅଫିସ, ୮।୭ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅନୁଗୋଳ ଜିଲାରେ ଥିବା ଅନୁଗୋଳ, ତାଳଚେର, ଆଠମଲ୍ଲିକ ଓ ପାଲଲହଡ଼ା ଆଞ୍ଚଳିକ ବଜାର ନିୟନ୍ତ୍ରିତ କମିଟି(ଆର୍ଏମ୍ସି) ଅଧୀନ ମୋଟ୍ ୧୨ଟି ସାପ୍ତାହିକ ହାଟକୁ ଜୁଲାଇ ଶେଷଯାଏ ବନ୍ଦ ରଖାଯାଇଛି। ଚାଷୀ ଓ…
କାରଖାନା ପରିସରରେ ମହିଳା ଶ୍ରମିକଙ୍କୁ ହତ୍ୟା
ଓଡାପଡା,୬ା୭(ଡି.ଏନ.ଏ)- ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ଟାଟାଷ୍ଟିଲ ବିଏସ୍ଏଲ୍ କାରଖାନା ପରିସରରେ ମହିଳା ଠିକା ଶ୍ରମିକ ଜଲି ସାହୁ(୩୦)ଙ୍କୁ ସୋମବାର ହତ୍ୟା କରାଯାଇଛି। ଜଲିଙ୍କ ସହ ସମ୍ପର୍କ ରଖିଥିବା କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଅଚ୍ୟୁତାନନ୍ଦ ଦାସ ଏହି ହତ୍ୟାକାଣ୍ଡ ଘଟାଇଥିବା…
ନିର୍ଦ୍ଦେଶାବଳୀ ପାଳନ କରୁଛି ଜେଏସ୍ପିଏଲ୍
ଅନୁଗୋଳ ଅଫିସ୍, ୬ା୭: କୋଭିଡ-୧୯ର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଅନୁଗୋଳ ଜିଲା ପ୍ରଶାସନ ଜାରି କରିଥିବା ନିର୍ଦ୍ଦେଶାବଳୀ କଡ଼ାକଡ଼ି ଭାବେ ପାଳନ କରାଯାଉଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ୍ (ଜେଏସ୍ପିଏଲ୍) ପକ୍ଷରୁ କୁହାଯାଇଛି। ସିଏସ୍ଆର୍ କାର୍ଯ୍ୟକ୍ରମରେ ଜେଏସ୍ପିଏଲ୍ ଫାଉଣ୍ଡେଶନ…
ସଂକ୍ରମିତଙ୍କ ତାଲିକା ଭାଇରାଲ
ଅନୁଗୋଳ ଅଫିସ୍, ୬ା୭: ଅନୁଗୋଳ ଜିଲାରେ ପୁଣି ଭାଇରାଲ ହୋଇଛି କରୋନା ସଂକ୍ରମିତଙ୍କ ତାଲିକା। ଗତ ୩ ତାରିଖରେ ପଜିଟିଭ୍ ବାହାରିଥିବା ୨୪ ଜଣଙ୍କ ମଧ୍ୟରୁ ୧୫ଜଣଙ୍କ ନାମ ଥିବା ଏକ ତାଲିକା ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। କିନ୍ତୁ ଅନୁଗୋଳ…
ଶଟ୍ଡାଉନ୍ ନ ମାନି ଗହଳି
ଅନୁଗୋଳ ଅଫିସ୍, ୬ା୭: କରୋନା ସଂକ୍ରମଣ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଚଳିତମାସରୁ ପ୍ରତି ଶନିବାର ଓ ରବିବାରକୁ ଶଟ୍ଡାଉନ ଘୋଷଣା କରାଯାଇଛି। କଟକଣା ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। ହେଲେ ରବିବାର ଅନୁଗୋଳ…
ଅନୁଗୋଳ ଜିଲାରେ ବଢ଼ୁଛି ସଂକ୍ରମଣ: ୯ ଶିଳ୍ପ ସଂସ୍ଥାକୁ ଚିଠି ଲେଖିଲେ ଜିଲାପାଳ
ଅନୁଗୋଳ ଅଫିସ/ ବଅଁରପାଳ, ୫ା୭- ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥାରୁ ଏବେ ନୂଆ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଦିନକୁ ଦିନ ସଂଖ୍ୟା ବଢ଼ି ଚାଲିଥିବାରୁ ଏହାକୁ ରୋକିବା ଉପରେ ଜିଲା ପ୍ରଶାସନ ଜୋର ଦେଇଛି। ପ୍ରଶାସନ ପକ୍ଷରୁ…
ବିନା ଅନୁମତିରେ ୩୮ ଏସି ଲାଗିବା ଘଟଣା: ଏଡିଏମ୍ଙ୍କ ନେତୃତ୍ୱରେ ତଦନ୍ତ
ଅନୁଗୋଳ ଅଫିସ୍, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେନେରାଲ ଇଲେକ୍ଟ୍ରିକାଲ ଡିଭିଜନ (ଜିଇଡି)ର ବିନା ଅନୁମତିରେ ୩୮ଟି ଏସି ଲଗାଯାଇଥିବା ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ ୩ ଜଣିଆ…
ସରୁନି ଭାନୁଙ୍କ ସଂଘର୍ଷ
ବଇଣ୍ଡା, ୫।୭(ପରିକ୍ଷିତ ସାହୁ) : ୧୦ ବର୍ଷ ତଳେ ସ୍ବାମୀଙ୍କ ମୃତ୍ୟୁ ପରେ ବଞ୍ଚିବା ଦୁର୍ବିଷହ ହୋଇପଡିଛି। ୨ ସନ୍ତାନଙ୍କ ଦାୟିତ୍ୱ ତୁଲାଇବାକୁ ଚେଷ୍ଟା କରି ଯେନତେନ ପେଟ ପାଇଁ ଦାନା ଗଣ୍ଡେ ଯୋଗାଡ ହେଉଛି। କିନ୍ତୁ ମୁଣ୍ଡ ଗୁଞ୍ଜିବାକୁ ଘର…
ଜିଲା ଚିକିତ୍ସାଳୟରେ ପଶିଲା କରୋନା
ଅନୁଗୋଳ ଅଫିସ୍, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦୁର୍ଘଟଣାଗ୍ରସ୍ତ ହୋଇ ଆସିଥିବା ଜଣେ ଯୁବକଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ପଜିଟିଭ ବାହାରିଛି। ଯୁବକ ଜଣକ ଢେଙ୍କାନାଳ ଜିଲା ନିମବାହାଳି ଅଞ୍ଚଳର ବୋଲି ଜଣାପଡିଛି। ଏହି ଖବର ଜଣାପଡିବା ପରେ…
୧୦ ପଜିଟିଭ୍ ଭିତରୁ ନାଲ୍କୋରୁ ୬
ଅନୁଗୋଳ ଅଫିସ୍/ବଅଁରପାଳ, ୫।୭: ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍ ସେଣ୍ଟରରୁ ହୋଇଥିବାବେଳେ ଅବଶିଷ୍ଟ ୮ ଜଣ ସ୍ଥାନୀୟ ମାମଲା ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା…
Archives


