୪ ନାଲ୍କୋ କର୍ମଚାରୀଙ୍କୁ କରୋନା
ବଅଁରପାଳ,୨୩ା୭(ଡି.ଏନ୍.ଏ.): ନାଲ୍କୋ କଲୋନୀ ଅଞ୍ଚଳରେ ପୂର୍ବରୁ କରୋନାରୁ ଜଣେ ଡିଜିଏମଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହ ମିଳାମିଶା କରିଥିବା ୨୪୧ ଜଣଙ୍କର ସ୍ବାବ୍ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ପଜିଟିଭ୍ ବାହାରିଥିଲା। ପୁନଶ୍ଚ ଗତ ୧୯…
ସ୍ବଚ୍ଛ ହୋଇପାରିନି କିଶୋରନଗର ବ୍ଲକ
ବଇଣ୍ଡା, ୨୩ା୭(ଡି.ଏନ.ଏ.) କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ଯୋଜନାରେ ଏଯାଏ ସ୍ବଚ୍ଛ ହୋଇପାରିନି ଅନୁଗୋଳ ଜିଲାର କିଶୋରନଗର ବ୍ଲକ। ମୋଟ୍ ୨୩ ପଞ୍ଚାୟତ ମଧ୍ୟରୁ କେତୋଟିରେ ପାଇଖାନା ନିର୍ମାଣ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଫଳରେ ସେଠାକାର ଲୋକେ ଏବେ ବି…
୫ ବର୍ଷରେ ଲାଗିଛି ୫୦ ହଜାର ଚାରା
ବଅଁରପାଳ,୨୨ା୭(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ସେଥିମଧ୍ୟରୁ ପାରିପାର୍ଶ୍ୱିକ ଅଞ୍ଚଳରେ ଚାରା ରୋପଣ ପରିବେଶ ସୁରକ୍ଷା ଦିଗରେ ଏକ ବଡ଼ ପଦକ୍ଷେପ। ନାଲ୍କୋ…
ନବଜାତ ଶିଶୁ ସହ ୪ ଦିନ ହାଟ ପିଣ୍ଡିରେ ଦମ୍ପତି
ଅନୁଗୋଳ ଅଫିସ, ୨୨ା୭ ମେଡିକାଲରୁ ନବଜାତ ଶିଶୁକୁ ଧରି ଭଡ଼ା ଘରକୁ ଫେରିଥିବା ଏକ ଦମ୍ପତିଙ୍କୁ ଘର ମାଲିକ ଘରେ ପୂରାଇ ନ ଦେବା ଓ ଗଁାରେ ପ୍ରବେଶ ପାଇଁ ଅନୁମତି ନ ମିଳିବାରୁ ଦୁହେଁ ହାଟ ପିଣ୍ଡିରେ ୪ ଦିନ…
୨ ବର୍ଷର କାର୍ଯ୍ୟ ୭ ବର୍ଷରେ ସରିଲାନି
ଅନୁଗୋଳ ଅଫିସ, ୨୨ା୭ ଶିଳାନ୍ୟାସର ୭ ବର୍ଷ ପରେ ବି ଶେଷ ହୋଇପାରୁନି ଅନୁଗୋଳର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍ ଟର୍ମିନାଲ କାର୍ଯ୍ୟ। ଏହାର ନିର୍ମାଣ ପାଇଁ ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) ସହ ଚୁକ୍ତି କରିଥିବା ଠିକାସଂସ୍ଥା ଅନୁଗୋଳ ବସ୍…
ହାତ ବାନ୍ଧିଛି ନିଅଣ୍ଟିଆ ବର୍ଷା
ବଇଣ୍ଡା, ୨୧ା୭(ଡି.ଏନ.ଏ.) – ଚଳିତବର୍ଷ ଭଲ ବର୍ଷାର ପୂର୍ବାନୁମାନ ନେଇ ଚାଷୀକୁଳ ଉତ୍ସାହିତ ଥିଲେ। ବିଲରେ ହଳ ବୁଲାଇବା ସହ ତଳି ମଧ୍ୟ ପକାଇଥିଲେ। ହେଲେ ହାତ ବାନ୍ଧିଦେଇଛି ନିଅଣ୍ଟିଆ ବର୍ଷା। କେଉଁଠି ପାଣି ଅଭାବରୁ ତଳି ବଢ଼ିପାରୁନି ତ ଆଉକେଉଁଠି…
ପୌରପାଳିକା ମୁଣ୍ଡରେ ଅଳିଆ ବୋଝ
ଅନୁଗୋଳ ଅଫିସ୍, ୨୧ା୭ ଅନୁଗୋଳ ପୌରପାଳିକା ମୁଣ୍ଡରୁ ହଟୁନି ସହରର ଅଳିଆ ଚିନ୍ତା। କେତେବେଳେ ଆବର୍ଜନା ପକାଇବାକୁ ନେଇ କେଉଁଠୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି ତାହାର କିଛି ଠିକ୍ଠିକଣା ରହୁନି। ଦୀର୍ଘ ବର୍ଷ ହେଲା ଏପରି ସମସ୍ୟାର ସମାଧାନ ହେଉ…
ଭାନୁ, ଧ୍ରୁବଙ୍କୁ ମିଳିବ ଘର
ବଇଣ୍ଡା, ୧୯ା୭(ଡି.ଏନ.ଏ) ଘର ଖଣ୍ଡିଏ ନ ଥିବାରୁ ଦୁର୍ବିଷହ ଜୀବନ କାଟୁଥିବା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ବିଲେଇନାଳୀ ଗ୍ରାମର ଭାନୁ ଦେହୁରୀ ଓ ନୁନୁକାପଶି ପଞ୍ଚାୟତ ବୈଷ୍ଣବସାହିର ଧ୍ରୁବଚରଣ ପ୍ରଧାନଙ୍କୁ ଚିହ୍ନଟ କରିଛି ପ୍ରଶାସନ। ପଞ୍ଚାୟତ ନିର୍ବାହୀ ଅଧିକାରୀ ସେମାନଙ୍କୁ…
ବିପଦ ବଢ଼ାଉଛି ଚୋରା କାରବାର
ବଇଣ୍ଡା, ୧୯ା୭(ଡି.ଏନ.ଏ.): ପେଟ୍ରୋଲ, ଡିଜେଲ ଭଳି ଦହନଶୀଳ ସାମଗ୍ରୀ ବହୁଳ ପରିମାଣରେ ଗଚ୍ଛିତ ବିପଦପୂର୍ଣ୍ଣ ହୋଇଥିଲେ ହେଁ ଏହାକୁ ଖାତିର କରୁନାହାନ୍ତି ଚୋରା ବ୍ୟବସାୟୀ। ବ୍ୟାରେଲ ବ୍ୟାରେଲ ତେଲକୁ ଅନେକେ ଘରେ ରଖି ବେପାର ଚଳାଇ ଏହାର ସମ୍ଭାବ୍ୟ ଭୟଙ୍କର ପରିଣତି…
ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ
ଅନୁଗୋଳ ଅଫିସ୍, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରି ସେମାନେ ମାଲାମାଲ ହେଉଛନ୍ତି। କରୋନା ପାଇଁ ଲକ୍ଡାଉନ କଟକଣା…
ଲୁଟୁ ରଞ୍ଜନ ଥାପ୍ପା ଜିଲା ଯୁବ କଂଗ୍ରେସ ସଭାପତି
ଅନୁଗୋଳ ଅଫିସ୍, ୧୯ା୭: ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୧୦ଟି ସାଙ୍ଗଠନିକ ଜିଲାର ନୂତନ ଜିଲା ସଭାପତିଙ୍କ ନାମ ଘୋଷଣା କରାଯାଇଛି। ଅନୁଗୋଳ ଜିଲା ସଭାପତି ଭାବେ ବରିଷ୍ଠ ଯୁବ କଂଗ୍ରେସ ନେତା ଲୁଟୁ ରଞ୍ଜନ ଥାପ୍ପାଙ୍କ ନାମକୁ ରାଜ୍ୟ…
ଚରିତ୍ର ସନ୍ଦେହରୁ ଯାଇଥିଲା ସୁନନ୍ଦଙ୍କ ଜୀବନ
ପବିତ୍ରନଗର, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଳକ ସମଲ ଥାନା ଶିଲିଂ ଗ୍ରାମରେ ପାରିବାରିକ କଳହ କାରଣରୁ ସୁନନ୍ଦ ପ୍ରଧାନଙ୍କୁ ପିଟି ମାରିବା ଘଟଣାରେ ପୋଲିସ ଶୁକ୍ରବାର ୮ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ସ୍ତ୍ରୀ ଭାରତୀ ପ୍ରଧାନ,…

