ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍ଡାଉନ୍
ଅନୁଗୋଳ ଅଫିସ୍, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍ଡାଉନ୍ ରଖାଯିବ। ୩୧ ତାରିଖ…
ସହରବାସୀଙ୍କୁ ଆପ୍ରେ ମିଳିବ ସୂଚନା
ଅନୁଗୋଳ ଅଫିସ୍, ୩।୭ ରାଜ୍ୟ ଗ୍ରାମୀଣ ବିକାଶ ଅନୁଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ପୂର୍ବାହ୍ନରେ ଭିଡିଓ କନଫରେନ୍ସ ଜରିଆରେ କରୋନା ମୁକାବିଲା ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୱାସୱାନ ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର…
ମିଳୁନି ସ୍ବାସ୍ଥ୍ୟ ଯୋଜନାର ଲାଭ
ବଅଁରପାଳ,୨ା୭(ଡି.ଏନ.ଏ.) ଗରିବ ତଥା ବିପିଏଲ ହିତାଧିକାରୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଭିନ୍ନ ଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା କାର୍ଡ ପ୍ରଦାନ କରାଯାଇଥିବା ବେଳେ ରାଜ୍ୟ ସରକାର…
ତାଳଚେରକୁ ଲାଭ ମିଳିଛି: କେନ୍ଦ୍ରମନ୍ତ୍ରୀ
ଅନୁଗୋଳ ଅଫିସ୍, ୨।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଖଣି ଖାଦାନ ଅଞ୍ଚଳ ଅନୁଗୋଳ ଓ ତାଳଚେରକୁ ଲାଭ ମିଳୁଛି। କୋଇଲା କ୍ଷେତ୍ରରେ ସଂସ୍କାର ଅଣାଯାଇଛି। ସ୍ଥାନୀୟ ଅଞ୍ଚଳ ଓ ଅର୍ଥନୀତିର ବିକାଶ ପାଇଁ ମୋଦି ସରକାର ଜିଲା…
ଅନୁଗୋଳ ବଜାରକୁ ଆସିଲା ନୂଆ ପଲସର ସ୍ପ୍ଲିଟ୍ ସିଟ୍
ଅନୁଗୋଳ ଅଫିସ, ୨ା୭- ନୂଆ କରି ଆସିଥିବା ବଜାଜ୍ ପଲସର ସ୍ପ୍ଲିଟ ସିଟ୍-୧୨୫ ସିସି (ବିଏସ୍-୬) ଅନୁଗୋଳ ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ଯମୁନା ବଜାଜ୍ରେ ବିଭିନ୍ନ ଷ୍ଟାଇଲ୍ରେ ଏହି ଗାଡ଼ି ଉପଲବ୍ଧ ଥିବା ଯମୁନା ବଜାଜ୍ର ପାର୍ଟନର ଗିରିଜା ଶଙ୍କର…
ଅନୁଗୋଳ ଜିଲାରେ ପ୍ରଥମ ମୁଣ୍ଡ ନେଲା କରୋନା: ନାଲକୋ ଡିଜିଏମ୍ଙ୍କ ମୃତ୍ୟୁ
ଅନୁଗୋଳ ଅଫିସ,୩୦।୬: ଅନୁଗୋଳ ଜିଲା ନାଲ୍କୋ ଡିଜିଏମ୍ଙ୍କର କାରାନାରେ ମୃତ୍ୟୁ ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ସେ କରୋନା ସଙ୍କ୍ରମିତ ହୋଇ ତାଳଚେର କୋଭିଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କଣସି ସୂତ୍ରରୁ ସୂଚନା ମିଳିଛି।…
ସହରାଞ୍ଚଳକୁ ୨.୨୪ କୋଟି
ଅନୁଗୋଳ ଅଫିସ, ୩୦।୬ କରୋନା ସମୟରେ ବେରୋଜଗାର ଓ ଶ୍ରମିକମାନଙ୍କୁ ରୋଜଗାର ଦେବାକୁ ସରକାର ବିଭିନ୍ନ ଯୋଜନା ଜରିଆରେ ଟଙ୍କା ବିନିଯୋଗ କରୁଥିବାବେଳେ ସହରାଞ୍ଚଳକୁ ଗୁରୁତ୍ୱ ଦେଇଛନ୍ତି। କାମ ହରାଇଥିବା ଶ୍ରମିକ ଓ ବେରୋଜଗାରଙ୍କ ପାଇଁ ସରକାର ଅର୍ବାନ ୱେଜ୍ ଏମ୍ପ୍ଲୟମେଣ୍ଟ…
ଦୁଇଶିଶୁଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ: ଜଣଙ୍କ ଜୀବନ ଗଲା
ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି। ଏହା ସହ ଗାଡ଼ିର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି । ମିଳିଥିବା ସୂଚନା…
‘ଅନୁଗୋଳ ବନସାଥୀ’ ଆପ୍ ଉଦ୍ଘାଟିତ
ଅନୁଗୋଳ ଅଫିସ, ୨୮ା୬: ଚଲାପଥ ଛାଡ଼ି ହାତୀ ଜନବସତି ଆଡ଼େ ଯାଉଥିଲେ ଏବେ ଆଗୁଆ ସତର୍କ କରିହେବ ଲୋକଙ୍କୁ। ଏହାଦ୍ୱାରା ହାତୀ ସହ ମଣିଷର ମୁହାଁ ମୁହିଁ କୁ ଏଡ଼ାଇ ଦିଆଯିବା ସହ ହାତୀକୁ ଜଙ୍ଗଲ ମଧ୍ୟକୁ ତୁରନ୍ତ ଘଉଡ଼ାଇ ଦିଆଯାଇପାରିବ। ତେବେ…
ରଦ୍ଦ ହେଲା ବିକ୍ରମ ସାହୁଙ୍କ ମଦ ଲାଇସେନ୍ସ
ଅନୁଗୋଳ ଅଫିସ, ୨୭।୬ – ଲକ୍ଡାଉନ ବେଳେ ସିଲ୍ ହୋଇଥିବା ଅନୁଗୋଳ କରଡାଗାଡିଆସ୍ଥିତ ମଦ ଭାଟିରେ ଚୋରା କାରବାର ଅଭିଯୋଗରେ ଗତ ଏପ୍ରିଲ୍ ୨୩ ବିଳମ୍ବିତ ରାତିରେ ଗିରଫ ହୋଇଥିବା ସହରର ଜଣାଶୁଣା ମଦ ବ୍ୟବସାୟୀ ବିକ୍ରମ କେଶରୀ ସାହୁଙ୍କ ଲାଇସେନ୍ସ…
ଠିକା କିରାଣିଙ୍କ ବହିଷ୍କାର ଦାବିକଲା ଭାଜପା
ଅନୁଗୋଳ ଅଫିସ, ୨୭।୬: ଜିଲା ପ୍ରଶାସନ ଦେଇଥିବା ନିର୍ଦ୍ଦେଶକୁ ଠିକ୍ ଭାବେ ପାଳନ କରା ନ ଯିବା ଓ ଜେନେରାଲ ଇଲେକ୍ଟ୍ରିକ ଡିଭିଜନ୍ (ଜିଇଡି)ଠାରୁ ସ୍ଥିରୀକୃତ କରା ନ ଯାଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ଟି ଏସି ଲଗାଯାଇଥିଲେ ମଧ୍ୟ…
କଲମ ହାତରେ କୋଡ଼ି କୋଦାଳ
ଖମାର,୨୭ା୬ – କୋଡି କୋଦାଳ ଧରି ମାଟି ହାଣିବା ପରି ଶରୀର ହୋଇନି। ମୂଲ ଖଟିବାର ବୟସ ଆସିନାହିଁ। ପରିବାର ବୋଝ ଉଠାଇବାର ସମୟ ମଧ୍ୟ ନୁହେଁ। ହେଲେ ସେକଥା ଭାବିବାକୁ ବେଳ ନାହିଁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର…
Archives


