ସ୍ବତନ୍ତ୍ର ନିୟମାବଳୀ ଉପରେ ନିର୍ଭର
ଅନୁଗୋଳ ଅଫିସ, ୧୩।୬ – ଚଳିତ ବର୍ଷ ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ରଥଯାତ୍ରା କିପରି ହେବ ତାହା ନିର୍ଭର କରୁଛି ସରକାରଙ୍କ ସ୍ବତନ୍ତ୍ର ନିୟମାବଳୀ ଉପରେ। ଏହା ଜିଲା ପ୍ରଶାସନର ହସ୍ତଗତ ହେବା ପରେ ଏ ନେଇ ଯାହାକିଛି ନିଷ୍ପତ୍ତି ନିଆଯିବ।...
କୋଇଲା ଡିପୋକୁ ବିରୋଧ, ରାସ୍ତା ଅବରୋଧ
ବଇଣ୍ଡା,୧୩ା୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପଞ୍ଚାୟତ ଗୁଣ୍ଡୁରୀମୁଣ୍ଡା ନିକଟରେ ନିର୍ମାଣ ହୋଇଥିବା କୋଇଲା ଡିପୋକୁ ଗୁଣ୍ଡୁରୀମୁଣ୍ଡା ସମେତ ୫ଟି ଗ୍ରାମବାସୀ ବିରୋଧ କରିଛନ୍ତି। ଶୁକ୍ରବାର ଉକ୍ତ ଡିପୋରେ କୋଇଲା ଅନ୍ଲୋଡ୍ ବେଳେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ରାସ୍ତା...
କ୍ୱାରାଣ୍ଟାଇନ କେନ୍ଦ୍ରରେ କଳାର ସ୍ପର୍ଶ
ବଅଁରପାଳ,୧୩ା୬(ଡି.ଏନ.ଏ.) – ସ୍କୁଲରେ ପଢ଼ିଲା ବେଳେ ଭଲ ଚିତ୍ର ଆଙ୍କୁଥିଲେ। ଏହା ସେତେବେଳେ ତାଙ୍କ ପରିଚୟ ପାଲଟିଥିଲା। ହେଲେ ସେହି ପ୍ରତିଭାର ବିକାଶ ପୂର୍ବରୁ ପରିବାରର ବୋଝ ତାଙ୍କୁ କେରଳରେ ଶ୍ରମିକ କରିଦେଲା। ସେବେଠାରୁ ଆଉ ତୂଳୀ ଧରି ନ...
କ୍ୱାରାଣ୍ଟାଇନ କେନ୍ଦ୍ରରେ କଳାର ସ୍ପର୍ଶ ପ୍ରତିଭା ଦେଖାଇଲେ ପ୍ରବାସୀ
ବଅଁରପାଳ,୧୨ା୬(ଡି.ଏନ.ଏ.)- ସ୍କୁଲରେ ପଢ଼ିଲା ବେଳେ ଭଲ ଚିତ୍ର ଆଙ୍କୁଥିଲେ। ଏହା ସେତେବେଳେ ତାଙ୍କ ପରିଚୟ ପାଲଟିଥିଲା। ହେଲେ ସେହି ପ୍ରତିଭାର ବିକାଶ ପୂର୍ବରୁ ପରିବାରର ବୋଝ ତାଙ୍କୁ କେରଳରେ ଶ୍ରମିକ କରିଦେଲା। ସେବେଠାରୁ ଆଉ ତୂଳୀ ଧରି ନ ଥିବା...
ସିପିପି ନିଷିଦ୍ଧାଞ୍ଚଳରେ ଟିକ୍ଟକ୍: ଶ୍ରମିକଙ୍କ ଗେଟ୍ପାସ୍ ଜବତ
ବଅଁରପାଳ, ୧୨ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳସ୍ଥିତ ନାଲ୍କୋ ସିପିପି ପ୍ଲାଣ୍ଟର ନିଷିଦ୍ଧାଞ୍ଚଳରେ ଜଣେ ଠିକା ଶ୍ରମିକ ଟିକ୍ଟକ୍ ଭିଡିଓ ଶୁଟିଂ କରିବା ମହଙ୍ଗା ପଡିଛି। ସୋସିଆଲ ମିଡିଆରେ ଉକ୍ତ ଭିଡିଓ ଭାଇରାଲ ହେବା ପରେ ସମ୍ପୃକ୍ତ ଶ୍ରମିକଙ୍କଠାରୁ ଗେଟ୍ପାସ ଜବତ...
ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ
ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ...
୪୦ ଜଣଙ୍କ ନାମରେ ମାମଲା, ୪ ଅଟକ
ବଇଣ୍ଡା, ୧୨ା୬(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳରେ ଗତ ରବିବାର ରାତିରେ ପରକୀୟା ପ୍ରୀତି ବୋଲି କହି ଜଣେ ମହିଳାଙ୍କୁ ହଣ୍ଡପା ଥାନା ଅଞ୍ଚଳର ଯୁବକଙ୍କ ସହ ବିବାହ କରାଇଦେବା ଘଟଣା ଏବେ ଥାନାରେ...
ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍
ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ ଆଶଙ୍କା ରହିଛି କି ନାହିଁ, ଏହା ଏବେ ସିଧାସଳଖ ଜାଣିପାରିବେ ବନ ବିଭାଗ...
ବେଡ୍ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ
ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍ ବେଡ୍ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ତାଙ୍କୁ କାବୁ କରିବା ପରେ...
ସୁରକ୍ଷାକର୍ମୀ ନିୟୋଜିତ କରୁନି ଠିକାସଂସ୍ଥା
ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନିୟୋଜିତ କରିବାକୁ ଏକ ଠିକାସଂସ୍ଥା ଦୁଇବର୍ଷ ତଳୁ ଟେଣ୍ଡର ନେଇଥିଲେ ବି ଏଯାଏ ଜଣକୁ ହେଲେ ନିଯୁକ୍ତି ଦେଇନାହିଁ। ଫଳରେ ନିଜ ତରଫରୁ ସୁରକ୍ଷା କର୍ମୀ ମୁତୟନ...
ଅନୁଗୋଳରେ ୬ କରୋନା ପଜିଟିଭ୍ ଚିହ୍ନଟ
ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ମେଡିକାଲ ସେଣ୍ଟରରୁ ଗୁରୁବାର ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ତାମିଲନାଡ଼ୁ ଫେରନ୍ତା ହୋଇଥିବାବେଳେ ବୟସ ୨୦ ରୁ ୪୪ ବର୍ଷ ମଧ୍ୟରେ...
ବ୍ରିଜ୍ ଉପରୁ ଖସିପଡ଼ିଲା ଟ୍ରାକ୍ଟର
ବଅଁରପାଳ,୧୧।୬: ବଅଁରପାଳ ନାଲାଜ ଥାନା କନ୍ୟାବେଡ଼ ଗାଁ ନିକଟରେ ଥିବା ରେଲଓ୍ବେ ବ୍ରିଜ୍ ଉପରୁ ଗୁରୁବାର ଏକ ଟ୍ରାକ୍ଟର ତଳକୁ ଖସିପଡ଼ିଛି। ଫଳରେ ଟ୍ରାକ୍ଟରରେ ଥିବା ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ଏଯାଏଁ ପରିଚୟ ମିଳିପାରିନାହିଁ।...
Archives


