ଅନୁଗୋଳ

‘ଅନୁଗୋଳ ବନସାଥୀ’ ଆପ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୮ା୬: ଚଲାପଥ ଛାଡ଼ି ହାତୀ ଜନବସତି ଆଡ଼େ ଯାଉଥିଲେ ଏବେ ଆଗୁଆ ସତର୍କ କରିହେବ ଲୋକଙ୍କୁ। ଏହାଦ୍ୱାରା ହାତୀ ସହ ମଣିଷର ମୁହାଁ ମୁହିଁ କୁ ଏଡ଼ାଇ ଦିଆଯିବା ସହ ହାତୀକୁ ଜଙ୍ଗଲ ମଧ୍ୟକୁ ତୁରନ୍ତ ଘଉଡ଼ାଇ ଦିଆଯାଇପାରିବ।…

ରଦ୍ଦ ହେଲା ବିକ୍ରମ ସାହୁଙ୍କ ମଦ ଲାଇସେନ୍ସ

ଅନୁଗୋଳ ଅଫିସ, ୨୭।୬ – ଲକ୍‌ଡାଉନ ବେଳେ ସିଲ୍‌ ହୋଇଥିବା ଅନୁଗୋଳ କରଡାଗାଡିଆସ୍ଥିତ ମଦ ଭାଟିରେ ଚୋରା କାରବାର ଅଭିଯୋଗରେ ଗତ ଏପ୍ରିଲ୍‌ ୨୩ ବିଳମ୍ବିତ ରାତିରେ ଗିରଫ ହୋଇଥିବା ସହରର ଜଣାଶୁଣା ମଦ ବ୍ୟବସାୟୀ ବିକ୍ରମ କେଶରୀ ସାହୁଙ୍କ ଲାଇସେନ୍ସ…

ଠିକା କିରାଣିଙ୍କ ବହିଷ୍କାର ଦାବିକଲା ଭାଜପା

ଅନୁଗୋଳ ଅଫିସ, ୨୭।୬: ଜିଲା ପ୍ରଶାସନ ଦେଇଥିବା ନିର୍ଦ୍ଦେଶକୁ ଠିକ୍‌ ଭାବେ ପାଳନ କରା ନ ଯିବା ଓ ଜେନେରାଲ ଇଲେକ୍ଟ୍ରିକ ଡିଭିଜନ୍‌ (ଜିଇଡି)ଠାରୁ ସ୍ଥିରୀକୃତ କରା ନ ଯାଇ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ଟି ଏସି ଲଗାଯାଇଥିଲେ ମଧ୍ୟ…

କଲମ ହାତରେ କୋଡ଼ି କୋଦାଳ

ଖମାର,୨୭ା୬ – କୋଡି କୋଦାଳ ଧରି ମାଟି ହାଣିବା ପରି ଶରୀର ହୋଇନି। ମୂଲ ଖଟିବାର ବୟସ ଆସିନାହିଁ। ପରିବାର ବୋଝ ଉଠାଇବାର ସମୟ ମଧ୍ୟ ନୁହେଁ। ହେଲେ ସେକଥା ଭାବିବାକୁ ବେଳ ନାହିଁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର…

ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନ

ଅନୁଗୋଳ ଅଫିସ, ୨୬।୬ ରୋଗୀଙ୍କୁ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ ଶୀତତାପ ନିୟନ୍ତ୍ରକ (ଏସି) ଲଗାଯାଇଥିଲା। ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରୁ ଏଥିପାଇଁ ଅର୍ଥ ନିଆଯାଇଥିବା ବେଳେ ପ୍ରଶାସନର ନିର୍ଦ୍ଦେଶ ଠିକ୍‌ ଭାବେ ପାଳନ କରାଯାଇ ନ…

ଝଞ୍ଜିରିବାହାଳରେ ଅଗ୍ନିକାଣ୍ଡ: ୧୩ ବଖରା ଭସ୍ମ, ୪ ପରିବାର ସର୍ବସ୍ବାନ୍ତ

ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ରାତିରେ ସାହିବାସୀ କେଉଁଆଡେ ଯାଇଥିବାବେଳେ ଅଗ୍ନିକାଣ୍ଡ ଘଟିଥିବା…

ଅଭିଯୁକ୍ତଙ୍କୁ ଗିରଫ ବେଳେ ଉତ୍ତେଜନା: ପୋଲିସ-ଗ୍ରାମବାସୀ ଧସ୍ତାଧସ୍ତି

ଅନୁଗୋଳ ଅଫିସ/ ବନ୍ତଳା, ୨୫।୬- ଏକ ଓଭରହେଡ୍‌ ପାଣି ଟାଙ୍କି ନିର୍ମାଣ ପାଇଁ ଜଣଙ୍କ ଘର ଭାଙ୍ଗିଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଗୁରୁବାର ଅନୁଗୋଳ ବ୍ଲକ ଶରଧାପୁର ଗ୍ରାମକୁ ଯାଇଥିବା ପୁରୁଣାକୋଟ ପୋଲିସ ସହ ଗ୍ରାମବାସୀଙ୍କ ଧସ୍ତାଧସ୍ତି ହୋଇଛି। ଏହାକୁ ନେଇ…

ଚାଷକୁ ନିଅଣ୍ଟ ଆଉଁଳୀ ପାଣି

ଛେଣ୍ଡିପଦା,୨୫।୬(ସ୍ବ.ପ୍ର.) ବର୍ଷ ବର୍ଷ ଧରି ଯେଉଁ ଆଉଁଳୀ ପ୍ରକଳ୍ପ ପାଣିରେ ହଜାର ହଜାର ହେକ୍ଟର ଜମିରେ ଫସଲ ହେଉଥିଲା ତାହା ଉପରୁ ଚାଷୀ ଏବେ ଭରସା ତୁଟାଇବାକୁ ବସିଲେଣି। କାରଣ ଉକ୍ତ ପ୍ରକଳ୍ପରୁ ବାହାରିଥିବା କେନାଲର ବିଭିନ୍ନ ଶାଖା କେନାଲ ପୋତି…

ଝରକା ତାଡ଼ି ଲକ୍ଷାଧିକ ଟଙ୍କା, ସୁନାଗହଣା ଚୋରି

ଅନୁଗୋଳ ଅଫିସ,୨୪।୬: ଅନୁଗୋଳ ଜିଲା ଶିମିଳିପଡ଼ା ଗ୍ରାମର ୨ଟି ଘରୁ ମଙ୍ଗଗଳବାର ବିଳମ୍ବତ ରାତିରେ ଚୋରି ହୋଇଥିଲା। ଏ ନେଇ ବୁଧବାର ସକାଳେ ୨ଘର ମାଲିକ ଅଜିତ ପ୍ରଧାନ ଓ ରବିନ୍‌ ପ୍ରତାପ ଦାସ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି। ବିଳମ୍ବିତ…

୮୯୫ ହେକ୍ଟରରେ ହେବ ବନୀକରଣ

ଅନୁଗୋଳ ଅଫିସ, ୨୪।୬ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଅନୁଗୋଳ ବନଖଣ୍ଡରେ ଚାରା ରୋପଣ ପାଇଁ ପ୍ରସ୍ତୁତି ଚାଲିଛି। ଚଳିତବର୍ଷ ବନଖଣ୍ଡ ପକ୍ଷରୁ ଏଥିପାଇଁ ପାଖାପାଖି ସାଢ଼େ ୧୮ ଲକ୍ଷ ଚାରା ପ୍ରସ୍ତୁତ କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୧୪ ହଜାର ଚାରା…

ସ୍ବଚ୍ଛ ହୋଇପାରିନି ଗୋଛାୟତସାହି

ବଅଁରପାଳ,୨୩ା୬(ଡି.ଏନ.ଏ.) ସ୍ବଚ୍ଛ ଭାରତ ଅଭିଯାନରେ ଅନୁଗୋଳ ଜିଲାର ଅନେକ ଗଁ। ବାହ୍ୟ ମଳମୁକ୍ତ ହୋଇପାରିଛି। ହେଲେ ବଅଁରପାଳ ବ୍ଲକ ବଳରାମପ୍ରସାଦ ପଞ୍ଚାୟତର ୧୫ ନମ୍ବର ୱାର୍ଡ ଗୋଛାୟତସାହି ଏଯାଏ ସ୍ବଚ୍ଛ ହୋଇପାରି ନ ଥିବା ସାହିବାସୀ ଅଭିଯୋଗ କରିଛନ୍ତି। କେବଳ ପାଇଖାନା…

ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ: ଲୋକଙ୍କ ପାଖରେ ପହଞ୍ଚାଅ କେନ୍ଦ୍ର ଯୋଜନା

ଅନୁଗୋଳ ଅଫିସ, ୨୩।୬- ମୋଦି ସରକାର ଅନୁଗୋଳ ଜିଲାକୁ ପ୍ରାଥମିକତା ଦେଇ ଆସୁଛନ୍ତି। କମର୍ସିଆଲ କୋଲ୍‌ ମାଇନିଂ ନିୟମରେ ପରିବର୍ତ୍ତନ ଅନୁଗୋଳ ଭଳି ଖଣି ସମୃଦ୍ଧ ଜିଲାକୁ ଲାଭ ଦେବ। ତେଣୁ ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?