ଅନୁଗୋଳ

ଭଉଣୀ ଘରକୁ ଭାର ଆଣିଥିବା ଭାଇଙ୍କୁ କରୋନା

କଣିହାଁ,୧୫ା୬(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂରୁ ସେ ଅନୁଗୋଳ ଜିଲା କଣିହାଁ ବ୍ଲକ ଏନ୍‌ଟିପିସି ବଜାର ଅଞ୍ଚଳର ଭଉଣୀ ଘରକୁ ଗତ ୧୧ ତାରିଖରେ ରଜଭାର ନେଇ ଆସିଥିବା ଜଣାପଡ଼ିଛି। ଏହି ଖବର ମିଳିବା ପରେ…

କ୍ୱାରାଣ୍ଟାଇନ କେନ୍ଦ୍ରରେ ରଜ ପାଳିଲେ ୪୮ ପ୍ରବାସୀ

ବଅଁରପାଳ,୧୪।୬(ଡି.ଏନ.ଏ.)-ବଅଁରପାଳସ୍ଥିତ ପିବିକେ ହାଇସ୍କୁଲରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ରବିବାର ୪୮ ଜଣ ପ୍ରବାସୀ ରଜ ଉତ୍ସବ ପାଳନ କରିଛନ୍ତି। ମୁଖ୍ୟଅତିଥି ଭାବେ ବଅଁରପାଳ ବିଡିଓ ଏଲିଜା ମିଶ୍ର, ସମ୍ମାନିତ ଅତିଥି ଭାବେ ସରପଞ୍ଚ ଫକୀର ନାୟକ ଯୋଗ ଦେଇଥିଲେ। କ୍ୱାରାଣ୍ଟାଇନ କେନ୍ଦ୍ରରେ…

ସକାଳୁ ଗଲେ ସଞ୍ଜରେ ଆସୁଛି

ଅନୁଗୋଳ ଅଫିସ, ୧୩।୬ – ବାହାରେ ତାତି, ଘର ଭିତରେ ଗୁଳଗୁଳିରେ ଲୋକେ ହନ୍ତସନ୍ତ ହେଉଥିବାବେଳେ ସମସ୍ୟା ବଢାଉଛି ଘନଘନ ଅଘୋଷିତ ବିଦ୍ୟୁତ୍‌ କାଟ୍‌। ଅନେକ ସମୟରେ ସକାଳେ ଲାଇନ୍‌ ଗଲେ ସନ୍ଧ୍ୟାବେଳକୁ ଆସୁଛି। କିଛି ଗଁ। ରେ ତ ଦିନ…

ସ୍ବତନ୍ତ୍ର ନିୟମାବଳୀ ଉପରେ ନିର୍ଭର

ଅନୁଗୋଳ ଅଫିସ, ୧୩।୬ – ଚଳିତ ବର୍ଷ ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ରଥଯାତ୍ରା କିପରି ହେବ ତାହା ନିର୍ଭର କରୁଛି ସରକାରଙ୍କ ସ୍ବତନ୍ତ୍ର ନିୟମାବଳୀ ଉପରେ। ଏହା ଜିଲା ପ୍ରଶାସନର ହସ୍ତଗତ ହେବା ପରେ ଏ ନେଇ ଯାହାକିଛି ନିଷ୍ପତ୍ତି ନିଆଯିବ। ତେବେ…

କୋଇଲା ଡିପୋକୁ ବିରୋଧ, ରାସ୍ତା ଅବରୋଧ

ବଇଣ୍ଡା,୧୩ା୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପଞ୍ଚାୟତ ଗୁଣ୍ଡୁରୀମୁଣ୍ଡା ନିକଟରେ ନିର୍ମାଣ ହୋଇଥିବା କୋଇଲା ଡିପୋକୁ ଗୁଣ୍ଡୁରୀମୁଣ୍ଡା ସମେତ ୫ଟି ଗ୍ରାମବାସୀ ବିରୋଧ କରିଛନ୍ତି। ଶୁକ୍ରବାର ଉକ୍ତ ଡିପୋରେ କୋଇଲା ଅନ୍‌ଲୋଡ୍‌ ବେଳେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ରାସ୍ତା ଅବରୋଧ…

କ୍ୱାରାଣ୍ଟାଇନ କେନ୍ଦ୍ରରେ କଳାର ସ୍ପର୍ଶ

ବଅଁରପାଳ,୧୩ା୬(ଡି.ଏନ.ଏ.) – ସ୍କୁଲରେ ପଢ଼ିଲା ବେଳେ ଭଲ ଚିତ୍ର ଆଙ୍କୁଥିଲେ। ଏହା ସେତେବେଳେ ତାଙ୍କ ପରିଚୟ ପାଲଟିଥିଲା। ହେଲେ ସେହି ପ୍ରତିଭାର ବିକାଶ ପୂର୍ବରୁ ପରିବାରର ବୋଝ ତାଙ୍କୁ କେରଳରେ ଶ୍ରମିକ କରିଦେଲା। ସେବେଠାରୁ ଆଉ ତୂଳୀ ଧରି ନ ଥିବା…

କ୍ୱାରାଣ୍ଟାଇନ କେନ୍ଦ୍ରରେ କଳାର ସ୍ପର୍ଶ ପ୍ରତିଭା ଦେଖାଇଲେ ପ୍ରବାସୀ

ବଅଁରପାଳ,୧୨ା୬(ଡି.ଏନ.ଏ.)- ସ୍କୁଲରେ ପଢ଼ିଲା ବେଳେ ଭଲ ଚିତ୍ର ଆଙ୍କୁଥିଲେ। ଏହା ସେତେବେଳେ ତାଙ୍କ ପରିଚୟ ପାଲଟିଥିଲା। ହେଲେ ସେହି ପ୍ରତିଭାର ବିକାଶ ପୂର୍ବରୁ ପରିବାରର ବୋଝ ତାଙ୍କୁ କେରଳରେ ଶ୍ରମିକ କରିଦେଲା। ସେବେଠାରୁ ଆଉ ତୂଳୀ ଧରି ନ ଥିବା ଅନୁଗୋଳ…

ସିପିପି ନିଷିଦ୍ଧାଞ୍ଚଳରେ ଟିକ୍‌ଟକ୍‌: ଶ୍ରମିକଙ୍କ ଗେଟ୍‌ପାସ୍‌ ଜବତ

ବଅଁରପାଳ, ୧୨ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳସ୍ଥିତ ନାଲ୍‌କୋ ସିପିପି ପ୍ଲାଣ୍ଟର ନିଷିଦ୍ଧାଞ୍ଚଳରେ ଜଣେ ଠିକା ଶ୍ରମିକ ଟିକ୍‌ଟକ୍‌ ଭିଡିଓ ଶୁଟିଂ କରିବା ମହଙ୍ଗା ପଡିଛି। ସୋସିଆଲ ମିଡିଆରେ ଉକ୍ତ ଭିଡିଓ ଭାଇରାଲ ହେବା ପରେ ସମ୍ପୃକ୍ତ ଶ୍ରମିକଙ୍କଠାରୁ ଗେଟ୍‌ପାସ ଜବତ କରାଯାଇଥିବା…

ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ ନେଇ…

୪୦ ଜଣଙ୍କ ନାମରେ ମାମଲା, ୪ ଅଟକ

ବଇଣ୍ଡା, ୧୨ା୬(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳରେ ଗତ ରବିବାର ରାତିରେ ପରକୀୟା ପ୍ରୀତି ବୋଲି କହି ଜଣେ ମହିଳାଙ୍କୁ ହଣ୍ଡପା ଥାନା ଅଞ୍ଚଳର ଯୁବକଙ୍କ ସହ ବିବାହ କରାଇଦେବା ଘଟଣା ଏବେ ଥାନାରେ ପହଞ୍ଚିଛି।…

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ ଆଶଙ୍କା ରହିଛି କି ନାହିଁ, ଏହା ଏବେ ସିଧାସଳଖ ଜାଣିପାରିବେ ବନ ବିଭାଗ ଅଧିକାରୀ…

ବେଡ୍‌ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍‌ ବେଡ୍‌ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ତାଙ୍କୁ କାବୁ କରିବା ପରେ କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?