ଅନୁଗୋଳ

କ୍ୱାରାଣ୍ଟାଇନ କେନ୍ଦ୍ରରେ କଳାର ସ୍ପର୍ଶ ପ୍ରତିଭା ଦେଖାଇଲେ ପ୍ରବାସୀ

ବଅଁରପାଳ,୧୨ା୬(ଡି.ଏନ.ଏ.)- ସ୍କୁଲରେ ପଢ଼ିଲା ବେଳେ ଭଲ ଚିତ୍ର ଆଙ୍କୁଥିଲେ। ଏହା ସେତେବେଳେ ତାଙ୍କ ପରିଚୟ ପାଲଟିଥିଲା। ହେଲେ ସେହି ପ୍ରତିଭାର ବିକାଶ ପୂର୍ବରୁ ପରିବାରର ବୋଝ ତାଙ୍କୁ କେରଳରେ ଶ୍ରମିକ କରିଦେଲା। ସେବେଠାରୁ ଆଉ ତୂଳୀ ଧରି ନ ଥିବା ଅନୁଗୋଳ…

ସିପିପି ନିଷିଦ୍ଧାଞ୍ଚଳରେ ଟିକ୍‌ଟକ୍‌: ଶ୍ରମିକଙ୍କ ଗେଟ୍‌ପାସ୍‌ ଜବତ

ବଅଁରପାଳ, ୧୨ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳସ୍ଥିତ ନାଲ୍‌କୋ ସିପିପି ପ୍ଲାଣ୍ଟର ନିଷିଦ୍ଧାଞ୍ଚଳରେ ଜଣେ ଠିକା ଶ୍ରମିକ ଟିକ୍‌ଟକ୍‌ ଭିଡିଓ ଶୁଟିଂ କରିବା ମହଙ୍ଗା ପଡିଛି। ସୋସିଆଲ ମିଡିଆରେ ଉକ୍ତ ଭିଡିଓ ଭାଇରାଲ ହେବା ପରେ ସମ୍ପୃକ୍ତ ଶ୍ରମିକଙ୍କଠାରୁ ଗେଟ୍‌ପାସ ଜବତ କରାଯାଇଥିବା…

ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ ନେଇ…

୪୦ ଜଣଙ୍କ ନାମରେ ମାମଲା, ୪ ଅଟକ

ବଇଣ୍ଡା, ୧୨ା୬(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳରେ ଗତ ରବିବାର ରାତିରେ ପରକୀୟା ପ୍ରୀତି ବୋଲି କହି ଜଣେ ମହିଳାଙ୍କୁ ହଣ୍ଡପା ଥାନା ଅଞ୍ଚଳର ଯୁବକଙ୍କ ସହ ବିବାହ କରାଇଦେବା ଘଟଣା ଏବେ ଥାନାରେ ପହଞ୍ଚିଛି।…

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ ଆଶଙ୍କା ରହିଛି କି ନାହିଁ, ଏହା ଏବେ ସିଧାସଳଖ ଜାଣିପାରିବେ ବନ ବିଭାଗ ଅଧିକାରୀ…

ବେଡ୍‌ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍‌ ବେଡ୍‌ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ତାଙ୍କୁ କାବୁ କରିବା ପରେ କର୍ତ୍ତୃପକ୍ଷ…

ସୁରକ୍ଷାକର୍ମୀ ନିୟୋଜିତ କରୁନି ଠିକାସଂସ୍ଥା  

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନିୟୋଜିତ କରିବାକୁ ଏକ ଠିକାସଂସ୍ଥା ଦୁଇବର୍ଷ ତଳୁ ଟେଣ୍ଡର ନେଇଥିଲେ ବି ଏଯାଏ ଜଣକୁ ହେଲେ ନିଯୁକ୍ତି ଦେଇନାହିଁ। ଫଳରେ ନିଜ ତରଫରୁ ସୁରକ୍ଷା କର୍ମୀ ମୁତୟନ ସହ…

ଅନୁଗୋଳରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ମେଡିକାଲ ସେଣ୍ଟରରୁ ଗୁରୁବାର ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ତାମିଲନାଡ଼ୁ ଫେରନ୍ତା ହୋଇଥିବାବେଳେ ବୟସ ୨୦ ରୁ ୪୪ ବର୍ଷ ମଧ୍ୟରେ ବୋଲି…

ବ୍ରିଜ୍‌ ଉପରୁ ଖସିପଡ଼ିଲା ଟ୍ରାକ୍ଟର

ବଅଁରପାଳ,୧୧।୬: ବଅଁରପାଳ ନାଲାଜ ଥାନା କନ୍ୟାବେଡ଼ ଗାଁ ନିକଟରେ ଥିବା ରେଲଓ୍ବେ ବ୍ରିଜ୍‌ ଉପରୁ ଗୁରୁବାର ଏକ ଟ୍ରାକ୍ଟର ତଳକୁ ଖସିପଡ଼ିଛି। ଫଳରେ ଟ୍ରାକ୍ଟରରେ ଥିବା ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ଏଯାଏଁ ପରିଚୟ ମିଳିପାରିନାହିଁ। ସୂଚନାଯୋଗ୍ୟ,…

ଆସୁଛି ମୌସୁମୀ, ଆସିନି ବିହନ  

ବଅଁରପାଳ,୧୦ା୬(ଡି.ଏନ.ଏ.)- ମୌସୁମୀ ଆସୁଥିବା ବେଳେ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଗଲାଣି। ଏହାକୁ ଲକ୍ଷ୍ୟ କରି ଖରିଫ ଚାଷ ପାଇଁ ଚାଷୀମାନେ ପ୍ରସ୍ତୁତ ହେଲେଣି। ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀମାନେ ଅକ୍ଷୟ ତୃତୀୟା ଠାରୁ ଧାନ ବୁଣାବୁଣି…

ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ

ବଅଁରପାଳ,୧୦।୬(ଡି.ଏନ୍‌.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ ପକ୍ଷରୁ ବୁଧବାର ବିକ୍ଷୋଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଅନୁଗୋଳ ଜିଲା ନାଲ୍‌କୋ ଆଲୁମିନିୟମ ମଜଦୁର…

ନାମ ଲେଖା ନେଇ ବଢ଼ୁଛି ଚିନ୍ତା

ଅନୁଗୋଳ ଅଫିସ, ୧୦।୬ – ଜୁନ୍‌ ୮ରୁ ଜୁଲାଇ ୧୫ ମଧ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ନାମ ଲେଖାଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ପରେ ଏବେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନୁଗୋଳ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?