ଅନୁଗୋଳ

ରଙ୍କାସିଂହା ଗ୍ରାମରେ ଅଗ୍ନିକାଣ୍ଡ: ୧୦ ପରିବାର ସର୍ବସ୍ବାନ୍ତ

ବଅଁରପାଳ,୮।୬(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଫୁଲୁପଡ଼ା ପଞ୍ଚାୟତ ରଙ୍କାସିଂହା ଗ୍ରାମରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଶଶିକାନ୍ତ ବେହେରା, କାର୍ତ୍ତିକ ବେହେରା, ସୁବ୍ରତ ବେହେରା, କୁମୁଦ ବେହେରା, କ୍ଷୀରୋଦ ବେହେରା, ସୁବାସ ବେହେରା, ଶଲୀଳ ବେହେରା, ସୁରେଶ ବେହେରା,…

ଅଧାପନ୍ତରିଆ ଆଶ୍ରୟସ୍ଥଳ

ଅନୁଗୋଳ ଅଫିସ୍‌, ୮ା୬: କେହି ରହିବେନି ଖୋଲା ଆକାଶ ତଳେ। ବର୍ଷା, ଶୀତ କାକର ଭିଜା ରାତିରୁ ବାସହରାଙ୍କୁ ତ୍ରାହି ମିଳିବ। ଏପରି ମହତ୍‌ ଉଦ୍ଦେଶ୍ୟ ନେଇ ସରକାର ଆରମ୍ଭ କରିଥିଲେ ସେଲ୍ଟର ଫର ଅର୍ବାନ ହୋମଲେସ୍‌ (ଏସ୍‌ୟୁଏଚ୍‌) ଯୋଜନା। ଏଥିପାଇଁ…

ଗଡୁନି ଗାଡ଼ି, ଚିନ୍ତାରେ ଚାଳକ

ବଇଣ୍ଡା, ୮ା୬(ଡି.ଏନ.ଏ.) ବଞ୍ଚିବା ପାଇଁ ବାଛିଥିବା ବାଟରୁ ରୋଜଗାର ମିଳୁନି। କରୋନା କଟକଣା ଯୋଗୁ ବୃତ୍ତିରେ ତାଲା ପଡିଛି। ଏବେ ସଂକ୍ରମଣ ଭୟଠାରୁ ବଳିଯାଇଛି ପେଟପାଟଣା ଚିନ୍ତା। ଅନ୍ୟ ପନ୍ଥାରେ ଜୀବିକା ନିର୍ବାହ ପାଇଁ ରାସ୍ତା ଦେଖାଯାଉ ନ ଥିବାରୁ ଦୁର୍ଦ୍ଦଶାରେ…

ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାରୁ ଜଣାପଡ଼ିଛି, ପାରାଦୀପରୁ ସମ୍ବଲପୁର ଅଭିମୁଖେ…

ଚକ୍‌ମା ଦେଇ ଚମ୍ପଟ ମାରୁଛନ୍ତି ଅଭିଯୁକ୍ତ

ଅନୁଗୋଳ ଅଫିସ, ୭।୬ – ଅନୁଗୋଳ ଜିଲା ପୋଲିସ ହେପାଜତରୁ ବାରମ୍ବାର ଚମ୍ପଟ ମାରୁଛନ୍ତି ଅଭିଯୁକ୍ତ। ଗତ ଶୁକ୍ରବାର ଖସିଯାଇଥିବା ଜଣେ ଅଭିଯୁକ୍ତଙ୍କୁ ମିଶାଇ ୨ ବର୍ଷ ମଧ୍ୟରେ ଏପରି ୪ ଘଟଣା ଘଟିବା ପୋଲିସର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ…

ଆଷାଢ଼େ ଖୋଲିବ ଜଳଛତ୍ର

ଅନୁଗୋଳ ଅଫିସ୍‌, ୬।୬ – ବୈଶାଖ ଯାଇ ଜ୍ୟେଷ୍ଠ ସରିବାକୁ ବସିଲାଣି। ଆଉ କିଛି ଦିନ ପରେ ଆଷାଢ଼ ପଶିବ। କିନ୍ତୁ ଏଯାଏ ଅନୁଗୋଳରେ ଜଳଛତ୍ର ଖୋଲିଲା ନାହିଁ। ଚଳିତବର୍ଷ ତାପମାତ୍ରାରେ ଅନୁଗୋଳ ଜିଲା ରେକର୍ଡ କରିଥିଲେ ବି ଜଳଛତ୍ର କଥା…

ବୈଷୟିକ ପରିଚାଳନା, ସଚେତନତାକୁ ଗୁରୁତ୍ୱ  

ଅନୁଗୋଳ ଅଫିସ, ୫ା୬- ରାଜ୍ୟ ସରକାରଙ୍କ ଦ୍ୱାରା ଅନୁଗୋଳ ଜିଲା ପାଇଁ କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି କରୋନା ସ୍ଥିତି…

କୋଭିଡ୍‌ ମେଡିକାଲ ଡାକ୍ତରଙ୍କ ନମୁନା ପଜିଟିଭ

ଅନୁଗୋଳ ଅଫିସ, ୫।୬- ଅନୁଗୋଳ ଜିଲା ତାଳଚେର କୋଭିଡ୍‌ ମେଡିକାଲରେ କାର୍ଯ୍ୟରତ ଜଣେ ୩୫ ବର୍ଷୀୟ ଡାକ୍ତରଙ୍କ ନମୁନା କରୋନା ପଜିଟିଭ ବାହାରିଛି। ତାଙ୍କୁ ଭୁବନେଶ୍ୱର ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନ୍ତାନ୍ତର କରାଯାଇଛି। ତେବେ ପ୍ରଥମ ଥର ପାଇଁ ଜିଲାରେ କୋଭିଡ…

ମୌସୁମୀ ପୂର୍ବରୁ ଜଳବନ୍ଦୀ

ଅନୁଗୋଳ ଅଫିସ,୫ା୬ – ମୌସୁମୀ ଆସିବା ପୂର୍ବରୁ ଅନୁଗୋଳ ପୌରପରିଷଦର ୯ନଂ. ଓ୍ବାର୍ଡ ବଣିଆବାହଳ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ବୁଧବାର କାଳବୈଶାଖୀ ବର୍ଷା ପରେ ଏପରି ଅବସ୍ଥା ସୃଷ୍ଟି ହୋଇଥିବାରୁ ଆଗାମୀ ଦିନରେ ମୌସୁମୀ ବର୍ଷା ହେଲେ ପରିସ୍ଥିତି କିପରି ହେବ…

ଅନୁଗୋଳରେ ପୁଣି କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି

ଅନୁଗୋଳ ଅଫିସ, ୪।୬: ଅନୁଗୋଳ ଜିଲାରୁ ଗୁରୁବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ସହରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଅନୁଗୋଳ ଅଫିସ,୪ା୬ – ଅନୁଗୋଳ ପୋଲିସ ପକ୍ଷରୁ ବୁଧବାର ସହରରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଏହି ସମୟରେ ଅନ୍‌ଲକ୍‌-୧ ନିୟମ ଅବମାନନା କରିଥିବା କେତେଜଣ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। କିନ୍ତୁ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରେ ପାତରଅନ୍ତର କରିଥିବା କେତେଜଣ ଛୋଟ…

ଜବରଦଖଲମୁକ୍ତ ହେଲା ସରକାରୀ ପୋଖରୀ: ଦଖଲକାରୀ ପରିବାର ଦେବେ ୨୬ ଲକ୍ଷ ୧ ହଜାର ୫୫୫ ଟଙ୍କା

ଅନୁଗୋଳ ଅଫିସ,୪ା୬ – ଦୀର୍ଘବର୍ଷ ଧରି ଜବରଦଖଲରେ ଥିବା ମତ୍ସ୍ୟ ବିଭାଗର କେତେକ ପୋଖରୀ ମଙ୍ଗଳବାର ଦଖଲମୁକ୍ତ ହୋଇଛି। ଏହାପରେ ବୁଧବାର ଅନୁଗୋଳ ମତ୍ସ୍ୟ ବିଭାଗ ଉକ୍ତ ପୋଖରୀରୁ ମାଛ ମାରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ଅନୁଗୋଳ ସହର ମଦନମୋହନପଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?