ଅନୁଗୋଳ

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ

ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବଇଜା ଗ୍ରାମର ଆର୍ତତ୍ରାଣ ମିର୍ଦ୍ଧା ଏବଂ ବାମୁର ଗ୍ରାମରର ରୀନା…

ଅଧିଆ ପଡ଼ିଥିବା ନାବାଳିକାଙ୍କୁ ବଳାତ୍କାର କଲେ ମନ୍ଦିର ପୂଜକ: ଥାନାରେ ଅଭିଯୋଗ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତିଳେଶ୍ୱର ଆଖଣ୍ଡଳମଣି ମନ୍ଦିରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମନ୍ଦିର ପୂଜକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, ଆଖଣ୍ଡଳମଣି ମନ୍ଦିରରେ ଜଣେ ନାବାଳିକା…

ଶୌଚ କରିବାକୁ ଯାଇଥିବାବେଳେ ଆକ୍ରମଣ କଲା ଗୟଳ: ଆଉ ତା’ପରେ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ନୁଆସାହି ମୌଜା ଟିକରପଡା ଗ୍ରାମର କୈଳାସ କହଁର ( ୪୫) ବୁଧବାର ସକାଳେ ଶୌଚ କରିବାକୁ ଯାଇଥିବାବେଳେ ଏକ ଗୟଳ ତାଙ୍କୁ ଆକ୍ରମଣ କରିଥିଲା। ଆକ୍ରମଣରେ କୈଳାସର ବାମ…

ସକାଳୁ ସକାଳୁ ଅନୁଗୋଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଅନୁଗୋଳ,୨୫।୮ (ମାନସ ବିଶ୍ୱାଳ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨୬ ତାରିଖରେ ଅନୁଗୋଳ ଜିଲା ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। କେନ୍ଦ୍ରମନ୍ତ୍ରୀ ୨୫ ତାରିଖ ରବିବାର ରାତିରେ ତାଳଚେର ଦିନଦୟାଲ ନଗରରେ ପହଞ୍ଚିବେ। ପରଦିନ ଅର୍ଥାତ୍‌ ୨୬ ତାରିଖ ସୋମବାର…

ଜଳିଗଲା ମଦ ବୋଝେଇ ଟ୍ରକ

ଅନୁଗୋଳ,୧୮।୮: ଅନୁଗୋଳ ଜରପଡ଼ାସ୍ଥିତ ବିଦେଶୀ ମଦ ଗୋଦାମ ପାଖରେ ରବିବାର ଦୁଇଟି ବିଦେଶୀ ମଦ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଗୋଦାମରେ ଖାଲି କରିବା ପାଇଁ ଟ୍ରକ ଦୁଇଟି ଠିଆ ହୋଇଥିଲା। ସେତିକିବେଳେ କୌଣସି କାରଣରୁ ଦୁଇଟି ଟ୍ରକରେ ନିଆଁ…

ବାର୍‌ହା ଭାବି ସମ୍ପର୍କୀୟ ଶ୍ୱଶୁରଙ୍କୁ ଗୁଳି

ବଇଣ୍ଡା,୫ା୮(ପରିକ୍ଷିତ ସାହୁ):ଜଙ୍ଗଲକୁ ଶିକାର ପାଇଁ ଯାଇଥିବା ବେଳେ ଘଟିଛି ଅଘଟଣ। ଛତୁ ତୋଳିସାରି ବୁଦା ଭିତରୁ ବାହାରି ଆସୁଥିବା ସମ୍ପର୍କୀୟ ଶ୍ୱଶୁରଙ୍କୁ ବାର୍‌ହା ଭାବି ଗୁଳି ଚଳାଇଛନ୍ତି ଜ୍ୱାଇଁ। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତଲେଇପଥର ଜଙ୍ଗଲରେ ରବିବାର…

ମେଗା ଜଳ ପ୍ରକଳ୍ପ ସହ ବିସ୍ଥାପନ ପ୍ରସଙ୍ଗ ଉଠାଇଲେ ବିଧାୟକ

ବଇଣ୍ଡା,୩୦ା୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଚଳିତ ବିଧାନସଭା ଅଧିବେଶନରେ ଆଠମଲ୍ଲିକ ବିଧାୟକ ନଳିନୀକାନ୍ତ ପ୍ରଧାନ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଧାୟକ ପ୍ରଧାନ ପ୍ରଥମେ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ…

ମହାନଦୀରେ କୂଳ ଛୁଇଁଲା ବନ୍ୟା ପାଣି

ଆଠମଲ୍ଲିକ,୩୦ା୭ (ଉଦୀପ୍ତ ପୁରୋହିତ): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଯୋଗୁ ମହାନଦୀରେ ପାଣି ବଢ଼ିବାରେ ଲାଗିଛି। ଅନୁଗୋଳ ଜିଲାର ଆଠମଲ୍ଲିକଠାରେ ହୀରାକୁଦର ପାଣି ପହଞ୍ଚିବା ପରେ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି।…

ଶ୍ରେଣୀଗୃହରେ ଛତା ଧରି ବସିଲେ ଛାତ୍ରୀଛାତ୍ର

ଖମାର,୨୪।୭ (ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଶଙ୍ଖମୁରସ୍ଥିତ ଲକ୍ଷ୍ମୀ ନାରାୟଣ ସରକାରୀ ବିଦ୍ୟାଳୟ ଶ୍ରେଣୀଗୃହରେ ମଙ୍ଗଳବାର ଛତା ଧରି ବସିଛନ୍ତି ଛାତ୍ରୀଛାତ୍ର। ଗତବର୍ଷ ୫-ଟି ଅଧୀନରେ ଏହି ବିଦ୍ୟାଳୟର ଉନ୍ନତୀକରଣ ହୋଇଥିବା ବେଳେ କିଛି ମାସ ନ ଯାଉଣୁ…

ଶ୍ରମିକଙ୍କ ପେଟରେ ପଶିଗଲା ବାଉଁଶ: ଲଢ଼ୁଛନ୍ତି ଜୀବନ ମରଣସହ

କଣିହାଁ,୨୩ା୭(ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଇଏସ୍‌ପି ସାଇଟରେ କାର୍ଯ୍ୟ କରୁଥିବା ଠିକା ଶ୍ରମିକ ସାନତ୍ରୀବିଡା ଗ୍ରାମର ଲିପୁନ ଭୂତିଆ (୨୬)ଙ୍କ ପେଟରେ ବାଉଁଶ ପଶିଯିବାରୁ ଗୁରୁତର ହୋଇଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ଏହି…

ବଳାତ୍କାର କରି ଭିଡିଓ ଭାଇରାଲ କରିଦେଲେ, ପରେ…

ଛେଣ୍ଡିପଦା,୨୪।୭ (ଅଜିତ ଧଳ): ଅନୁଗୋଳ ଜିଲା ବାଗଡ଼ିଆ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ସହ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଗମ୍ଭାରୀପାଳ ଗ୍ରାମର ରମାକାନ୍ତ ବେହେରା (୩୮)ଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?