ଅନୁଗୋଳ

କାଲି ଅନୁଗୋଳରେ ପହଞ୍ଚତ୍ବ ଶ୍ରମିକ ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ, ୨୪।୫- ଗୁଜରାଟରୁ ୧୬୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ୨୩ ତାରିଖରେ ବାହାରିଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ ସୋମବାର ଭୋର୍‌ ୫ଟାରେ ଅନୁଗୋଳ ଷ୍ଟେଶନରେ ପହଞ୍ଚତ୍ବ। ଏଥିରେ ୨୪ଟି ଜିଲାର ୧୬୫୦ ଜଣ ପ୍ରବାସୀ ଓଡ଼ିଆ ଆସୁଛନ୍ତି। ସେମାନଙ୍କ…

ଜଳସଙ୍କଟରେ ଗୋଚ୍ଛାୟତସାହିବାସୀ

ବଅଁରପାଳ, ୨୪ା୫(ଡି.ଏନ.ଏ.)- ବଅଁରପାଳ ବ୍ଲକ ଗିରାଙ୍ଗ ଗୋଚ୍ଛାୟତ ସାହିରେ ଲାଗି ରହିଛି ପାନୀୟ ଜଳ ସଙ୍କଟ। ସାହିବାସୀ ପାଣି ମୁନ୍ଦେ ପାଇଁ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସାହିରେ ପାନୀୟ ଜଳର କୌଣସି ବ୍ୟବସ୍ଥା ନ ଥିବାବେଳେ ଏକମାତ୍ର ଖୋଲା…

ପଜିଟିଭ୍‌ ସଂଖ୍ୟା ୨୫ ଛୁଇଁଲା  

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ଜିଲାରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍‌ ସଂଖ୍ୟା ୨୫ରେ ପହଞ୍ଚିଛି। ଇତିମଧ୍ୟରେ ୧୫ଜଣ ସୁସ୍ଥ ହୋଇସାରିଥିବାରୁ ଏବେ ବାକି ୧୦ ଜଣଙ୍କୁ ଚିକିତ୍ସା…

ବିବାଦୀୟ ଲେଖକଙ୍କ କୁଶ ପୁତ୍ତଳିକା ଦାହ

ବଅଁରପାଳ,୨୪ା୫(ଡି.ଏନ.ଏ.)- ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ପୁସ୍ତକକୁ ନେଇ ବଅଁରପାଳ ବ୍ଲକ କୁଲାଡ଼ ମହାନିତ୍ୟ ମହିମା ସମାଜ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। କୁଲାଡ଼ ମହିମା ଟୁଙ୍ଗୀଠାରେ ସମ୍ପୃକ୍ତ ବିବାଦୀୟ ଲେଖକଙ୍କୁ ନିନ୍ଦା କରାଯିବା ସହ ତାଙ୍କ…

ଅନୁଗୋଳରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ: ୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୨୪ା୫: ଅନୁଗୋଳ ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୫ଜଣଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ରାଜ୍ୟରେ ରବିବାର ୬୭…

ନିୟମ ମାନୁନାହାନ୍ତି ବହିରାଗତ

ଅନୁଗୋଳ ଅଫିସ, ୨୩।୫- ମହାମାରୀ କରୋନା ରୋକିବାକୁ ଅନୁଗୋଳ ଜିଲା ପ୍ରଶାସନ ଉଦ୍ୟମ ଜାରି ରଖିଥିବା ବେଳେ ଅନେକ ବହିରାଗତ ନିୟମ ପାଳନ କରୁ ନ ଥିବା ଚିନ୍ତାର ବିଷୟ ହୋଇଛି। ବାହାରୁ ଆସୁଥିବା ଲୋକଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହୋଇଥିଲେ…

ପ୍ରବାସୀଙ୍କ ପାଇଁ ପଞ୍ଚାୟତ ଶଟଡାଉନ୍‌

କଣିହଁା,୨୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହଁା ବ୍ଲକ ବଜ୍ରକୋଟ ପଞ୍ଚାୟତକୁ ଶନିବାର ୫୩ ପ୍ରବାସୀ ଫେରିଛନ୍ତି। ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ନେବା ଓ ସେଠାରେ ଉପଯୁକ୍ତ ଭାବେ ଥଇଥାନ କରିବା ଲାଗି ସରପଞ୍ଚ ରୋଜାଲିନ ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ପଞ୍ଚାୟତକୁ…

ଦଣ୍ଡକୁ ଝୁରୁଛି ଗଁ। ଦାଣ୍ଡ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୩ା୫ – ଲୋକକଳା ଦଣ୍ଡନୃତ୍ୟ ଓଡ଼ିଶାର ଘରେ ଘରେ ପରିଚିତ। ବିଶେଷକରି ଚୈତ୍ର ମାସରେ ଦଣ୍ଡୁଆମାନେ ଶିବ ଉପାସନା ପୂର୍ବକ ଦଣ୍ଡନୃତ୍ୟ କରିଥାନ୍ତି। ହେଲେ ଢେଙ୍କାନାଳ ଓ ଅନୁଗୋଳ ଜିଲାର ଜନଜୀବନରେ ଏହାର ଉପସ୍ଥିତି ଅତି ସ୍ବତନ୍ତ୍ର। କେବଳ…

ସୁସ୍ଥ ହେଲେ ଅନୁଗୋଳର ୧୫ ଆକ୍ରାନ୍ତ

ଅନୁଗୋଳ ଅଫିସ, ୨୩।୫ – ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବାବେଳେ ଅନୁଗୋଳ ଜିଲାରେ ଚିକିତ୍ସିତ ହେଉଥିବା ମୋଟ୍‌ ୧୯ ପଜିଟିଭ୍‌ଙ୍କ ମଧ୍ୟରୁ ଶୁକ୍ରବାର ୧୫ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ଗତ ୧୦ ତାରିଖରେ ୧୩ ଜଣ…

ଘରକୁ ଯାଇ ନ ପାରି ଓପାସରେ ୧୭ ଶ୍ରମିକ

ବଇଣ୍ଡା, ୨୨ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତ ମନ୍ଦରବାହାଳ ଗ୍ରାମରେ ଚେକଡ୍ୟାମ କେନାଲ ନିର୍ମାଣରେ ନିୟୋଜିତ ୧୭ ଜଣ ଶ୍ରମିକ ଘରକୁ ଯାଇ ନ ପାରି ସେଠାରେ ଅଟକି ରହିଛନ୍ତି। ଏଥିସହ ୨ ଦିନ ହେଲା ସେମାନେ ଓପାସରେ…

ଅନୁଗୋଳରେ ସୁସ୍ଥ ହେଲେ ୧୫ କରୋନା ଆକ୍ରାନ୍ତ

ଅନୁଗୋଳ ଅଫିସ,୨୨।୫-ଅନୁଗୋଳ ଜିଲାରେ ଗତକାଲି ସୁଦ୍ଧା ୧୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଶୁକ୍ରବାର ୧୫ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା…

ଶ୍ରମ ଆଇନ ବିରୋଧରେ ନାଲ୍‌କୋରେ ବିକ୍ଷୋଭ

ବଅଁରପାଳ,୨୨ା୫(ଡି.ଏନ୍‌.ଏ.): ଶ୍ରମ ଆଇନ୍‌ ବିରୋଧରେ ଶୁକ୍ରବାର ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟ ସମ୍ମୁଖରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକମାନଙ୍କ ଜୀବନ ଜୀବିକା ପ୍ରତି ଘୃଣ୍ୟ ଆକ୍ରମଣ ବନ୍ଦ, କେନ୍ଦ୍ର ଓ ରାଜ୍ୟ ସରକାର ଶ୍ରମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri