ଅନୁଗୋଳ

ସରକାର ଦେଉଛନ୍ତି, ପ୍ରଶାସନ ଦେଉନି

ଅନୁଗୋଳ ଅଫିସ, ୨୨।୫ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବହୁ ପୂର୍ବରୁ ପ୍ରସ୍ତୁତି କରାଯାଇଥିଲା। ଘନ ଘନ ବୈଠକ ସହ କି କି ପଦକ୍ଷେପ ନିଆଯିବ ସେ ନେଇ ଯୋଜନା ପରେ ଯୋଜନା ହୋଇଥିଲା। ତାଳଚେରଠାରେ କୋଭିଡ୍‌-୧୯…

ଅନୁଗୋଳରେ ଅଟକିଲେ ୩୨ ଶ୍ରମିକ

ଅନୁଗୋଳ ଅଫିସ, ୨୨।୫ ବାହାର ରାଜ୍ୟରୁ ଓଡ଼ିଶା ଫେରୁଥିବା ୩୨ ଶ୍ରମିକ ଗୁରୁବାର ଅନୁଗୋଳ ଜିଲାରେ ଅଟକି ଯାଇଛନ୍ତି। ବରଗଡ଼ରୁ ଏକ ଟ୍ରକ୍‌ରେ ଅନୁଗୋଳ ଆସିବା ପରେ ସେମାନଙ୍କୁ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କ ଘର…

ସାବିତ୍ରୀ ବ୍ରତ ପାଇଁ ମାନିଲେନି କଟକଣା: ଜିନିଷ କିଣିବାକୁ ଠେଲାପେଲା

ଅନୁଗୋଳ ଅଫିସ, ୨୧।୫- ରାତି ପାହିଲେ ସାବିତ୍ରୀ ବ୍ରତ ଥିବାରୁ ଗୁରୁବାର ଲୋକମୟ ହୋଇଉଠିଥିଲା ଅନୁଗୋଳ ବଜାର। କରୋନା ପାଇଁ ଜାରି ସବୁ କଟକଣାକୁ ଭୁଲି ଲୋକେ ବଜାରରେ ପ୍ରବଳ ଭିଡ଼ ଜମାଇଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ଦୋକାନରେ ଲୋକେ ଜିନିଷ…

ଅନୁଗୋଳରେ ଆଉ ୨ କରୋନା ପଜିଟିଭ

ଅନୁଗୋଳ ଅଫିସ, ୨୧।୫- ଅନୁଗୋଳରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ଅନୁଗୋଳରେ କରୋନା ପଜିଟିଭ ସଂଖ୍ୟା ୧୯ରେ ପହଞ୍ଚତ୍ଛି। ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ୧୯ ବର୍ଷୀୟ ଯୁବକ ଆନ୍ଧ୍ରପ୍ରଦେଶରୁ ଏବଂ…

୫୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଶୋରନଗର ବ୍ଲକ ନୁନୁକାପଶି ରାମଦେଓ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଗୁରୁବାର ୨୫ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ସ୍ବାବ ସଂଗ୍ରହ କରାଯାଇଛି। ସେହିପରି ଗାଁ ବଇଣ୍ଡା ସଙ୍ଗରୋଧ କେନ୍ଦ୍ରରୁ ୧୭,…

ସାମାଜିକ ଦୂରତାକୁ ବେଖାତିର: ୪ ଦୋକାନ ବନ୍ଦ କଲା ପୋଲିସ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ସାମାଜିକ ଦୂରତା ରକ୍ଷା ନ କରି ଜିନିଷ ବିକୁଥିବା ବେଳେ କିଶୋରନଗର ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ଦୋକାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି। ମଙ୍ଗଳବାର ବଇଣ୍ଡା ହାଇସ୍କୁଲ ରୋଡରେ ଥିବା…

ମିନିଟ୍ରକ ସହ ୪ ଟନ୍‌ କୋଇଲା ଜବତ: ଡ୍ରାଇଭର ଫେରାର

ବଅଁରପାଳ,୨୧ା୫,(ଡି.ଏନ.ଏ.)-ବଅଁରପାଳ ଥାନା ମହିଧରପୁର ନିକଟରେ ପୋଲିସ ଚଢାଉ କରି ଏକ ମିନିଟ୍ରକରୁ ପ୍ରାୟ ୪ ଟନ୍‌ର ଚୋରା କୋଇଲା ଜବତ କରିଛି। ବୁଧବାର ରାତିରେ ଏହି ମିନିଟ୍ରକଟି ଚୋରା କୋଇଲା ବୋଝେଇ କରି ଅନୁଗୋଳରୁ ହିନ୍ଦୋଳ ଅଭିମୁଖେ ଆସୁଥିବାବେଳେ ପୋଲିସ ହାତରେ…

ଶ୍ରମିକମାନଙ୍କୁ କରୋନା ସଚେତନତା

ବଅଁରପାଳ,୨୧।୫(ଡି.ଏନ୍‌.ଏ): ହିନ୍ଦ୍‌ ମଜଦୁରୁ ସଭା ସହ ଜଡ଼ିତ ନାଲକୋ ନନ୍‌ ଏକ୍ସ୍ୟୁଟିଭ୍‌(ଏନ୍‌ଏନ୍‌ଇୟୁ) ପକ୍ଷରୁ ଗୁରୁବାର ସକାଳେ ନାଲକୋ ସିପିପି ଫାଟକ ସମ୍ମୁଖରେ ଶ୍ରମିକମାନଙ୍କୁ କରୋନା ସଚେତନତା କରାଯାଇଛି। ୟୁନିୟନର ସଭାପତି ରଜନୀ କାନ୍ତ ସିଂଙ୍କର ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଜୁନ୍‌ ୧ରୁ କାର୍ଯ୍ୟକ୍ଷମ ହେବ ଏମ୍‌ସିସି

ଅନୁଗୋଳ ଅଫିସ, ୨୦।୫: ବହୁ ବିରୋଧ ପରେ ଅନୁଗୋଳ ସହରରେ ମାଇକ୍ରୋ କମ୍ପୋଷ୍ଟିଂ ସିଷ୍ଟମ(ଏମ୍‌ସିସି) ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସହରର ଗୋଟିଏ ସ୍ଥାନରେ ଏମ୍‌ସିସି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ଅନ୍ୟ ଦୁଇଟି ସ୍ଥାନରେ କାର୍ଯ୍ୟ ୮୦ ପ୍ରତିଶତ ଶେଷ…

୯ ଦିନ ପରେ ୨ ପଜିଟିଭ୍‌ ଚିହ୍ନଟ

ଅନୁଗୋଳ ଅଫିସ, ୨୦।୫ – ଅନୁଗୋଳ ଜିଲାରେ ୯ଦିନ ପରେ ପୁଣି ୨ଜଣ କରୋନା ପଜିଟିଭ୍‌ ବାହାରିଛନ୍ତି। ଏହି ଦୁଇଜଣଙ୍କୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭ରେ ପହଞ୍ଚିଛି । କରୋନା ସଂକ୍ରମିତ ସୁରଟ ଫେରନ୍ତା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ…

ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଅନୁଗୋଳ ଅଫିସ, ୧୯।୫- ଅନୁଗୋଳ ସେସୁ ଅଧୀନ ଠିକା ସଂସ୍ଥା ଏନ୍‌ଜେନ୍‌ ଜରିଆରେ କାମ କରୁଥିବା କର୍ମଚାରୀଙ୍କୁ ଛଟେଇ, ନୂତନ କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଯିବା ପ୍ରତିବାଦରେ ବାବା ଚମ୍ପେଶ୍ୱର ବିଦ୍ୟୁତ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ସେସୁ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ…

ମା’ଙ୍କୁ ପିଟି ହତ୍ୟା: ପୁଅ ଗିରଫ

ବଇଣ୍ଡା, ୧୯ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ସାହାଜବାହାଳୀ ଗ୍ରାମରେ ସୋମବାର ଅପୂର୍ଣ୍ଣା ବେହେରା(୬୦)ଙ୍କୁ ତାଙ୍କ ପୁଅ ଆର୍ତ୍ତତ୍ରାଣ ବେହେରା ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବଡ଼ ପୁଅ ଅନ୍ତର୍ଯ୍ୟାମୀ ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ୭୪/୨୦ରେ ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri