ଅନୁଗୋଳ

ବ୍ୟାଙ୍କସମୂହର ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ୨୬୦୬.୯୬ କୋଟି ଋଣ ଯୋଗାଣ ଲକ୍ଷ୍ୟ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ଜିଲାର ବ୍ୟାଙ୍କଗୁଡ଼ିକର ଏକ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବର୍ଗର…

ବସ୍‌କୁ ଯାତ୍ରୀ ହେଉନାହାନ୍ତି, କ୍ଷତି ଆଶଙ୍କା

ଅନୁଗୋଳ ଅଫିସ, ୩୧।୫- ରାଜ୍ୟରେ ବସ୍‌ ଚଳାଚଳକୁ ସରକାର ଅନୁମତି ଦେଇଥିଲେ ହେଁ ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେଉ ନ ଥିବାରୁ ଦ୍ୱନ୍ଦ୍ୱରେ ପଡିଛନ୍ତି ଗାଡ଼ି ମାଲିକ। ଗତ ଗୁରୁବାର ଅନୁଗୋଳରୁ ଆଠମଲ୍ଲିକକୁ ଏକ ବସ୍‌ରେ ମାତ୍ର ୫ ଜଣ ଯାତ୍ରୀ…

କୋଇଲା ବୋଝେଇ ଟ୍ରେନ୍‌ରୁ ବାହାରିଲା ଅଜଣା ମୃତଦେହ: ପୋଲିସର ତଦନ୍ତ ଜାରି

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ଶନିବାର ସକାଳେ ଅନୁଗୋଳ ଜିଲା ତାଳଚେର କୋଇଲା ଖଣିରୁ ନାଲ୍‌କୋ ସିପିପି ପ୍ଲାଣ୍ଟକୁ ଆସିଥିବା କୋଇଲା ବୋଝେଇ ଟ୍ରେନରେ ଏକ ଅଜଣା ମୃତହେହ ଦେଖିବାକୁ ମିଳିଛି। କୋଇଲା ଭିତରେ ମୃତଦେହଟି ପୋତି ହୋଇ ଯାଇଥିବା ବେଳେ କେବଳ ମୃତକଙ୍କ ଗୋଡ଼…

ଅହମ୍ମଦାବାଦରୁ ଫେରି ନାମ ପଞ୍ଜୀକରଣ ନ କରି ଲୁଚିଥିଲେ ଡିପିଏସ୍‌ ଅଧ୍ୟକ୍ଷଙ୍କ ପୁଅ: ଥାନାରେ ଅଭିଯୋଗ ପରେ ହସ୍ପିଟାଲରେ କଲେ ସ୍ବାସ୍ଥ୍ୟ ପରୀକ୍ଷା

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ନାଲ୍‌କୋ ଡିପିଏସ୍‌ ଅଧ୍ୟକ୍ଷ ଓ ତାଙ୍କ ପୁଅ କୋଭିଡ୍‌-୧୯ ପାଇଁ ଜାରି ନିୟମକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ବିକେ ମିଶ୍ରଙ୍କ ପୁଅ ଗତ ୨୫ ତାରିଖରୁ ଅହମ୍ମଦାବାଦରୁ ଅନୁଗୋଳ ଆସି ନାମ ପଞ୍ଜୀକରଣ କରି ନ ଥିବା…

କ୍ୱାରାଣ୍ଟାଇନ୍‌ରେ ସରିଯାଉଛି କର୍ତ୍ତବ୍ୟ

ଛେଣ୍ଡିପଦା,୩୦।୫(ସ୍ବ.ପ୍ର.) ମଜୁରି ନ ଦେଇ ଖାଲି ହାତରେ ମାଲିକ ବିଦା କରିଦେବା ପରେ ଓଡ଼ିଶା ସରକାରଙ୍କ ଭରସାରେ ସେମାନେ ତେଲଙ୍ଗାନାରୁ ଚାଲିବା ଆରମ୍ଭ କରିଥିଲେ। ବହୁ କଷ୍ଟରେ ଶହ ଶହ କିଲୋମିଟର ଅତିକ୍ରମ କରି ବୌଦ୍ଧ ଓ ଆଠମଲ୍ଲିକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

ଖାଦ୍ୟାଭାବରୁ ଯାଯାବର ବୃଦ୍ଧ ମୃତ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଷ୍ଟାଡିୟମ ପରିସରରେ ରହୁଥିବା ଜଣେ ଯାଯାବର ବୃଦ୍ଧ କାର୍ତ୍ତିକା ସେକରା(୭୫)ଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଖାଦ୍ୟାଭାବ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସ୍ତ୍ରୀ ରାନୀ ସେକରା ଅଭିଯୋଗ କରିଛନ୍ତି। କିନ୍ତୁ ଅନୁଗୋଳ ପୋଲିସ ପକ୍ଷରୁ ଏହା…

ପାଉଁଶ ଉଡ଼ିବାକୁ ନେଇ ଉତ୍ତେଜନା: ନାଲ୍‌କୋ ଅଧିକାରୀଙ୍କୁ ମାଡ଼ ଅଭିଯୋଗ

ବଅଁରପାଳ, ୨୯ା୫(ଡି.ଏନ.ଏ.)- ନାଲ୍‌କୋ ଆଶପଣ୍ଡରୁ ଗୁରୁବାର ପାଉଁଶଗୁଣ୍ଡ ଉଡିବାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ଦେଇଦେଇଛି। ପ୍ରତିବାଦରେ କୁକୁଡାଙ୍ଗ ଓ କୁରୁଡୁଲ ଗ୍ରାମବାସୀ ଆଶପଣ୍ଡ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଏହି ସମୟରେ ଆନ୍ଦୋଳନକାରୀ…

ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ରୁହ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମୌସୁମୀ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଠିକ୍‌ ମୁକାବିଲା ପାଇଁ ବିଭିନ୍ନ ବିଭାଗ…

ବନ୍ଦେ ଉତ୍କଳ ଜନନୀ ଗାଇବାକୁ ଜିଲାପାଳଙ୍କ ଅନୁରୋଧ  

ଅନୁଗୋଳ ଅଫିସ, ୨୯।୫- କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ୩୦ ତାରିଖ ଅପରାହ୍ନରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ଏହାକୁ ଅନୁଗୋଳ ଜିଲାବାସୀ ପାଳନ କରିବାକୁ ଜିଲାପାଳ ମନୋଜ କୁମାର ମହାନ୍ତି ଶୁକ୍ରବାର…

ନୋ ପାର୍କିଂକୁ ନେଇ ଅଡ଼ୁଆ

ଅନୁଗୋଳ ଅଫିସ, ୨୯ା୫ – ଅନୁଗୋଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗୁରୁବାର ନୋ ପାର୍କିଂ ବୋର୍ଡ ଲଗାଯାଇଛି। ଫଳରେ ଏଠାରେ ଗାଡ଼ି ପାର୍କିଂ କରୁଥିବା ସରକାରୀ ଅଧିକାରୀ, କର୍ମଚାରୀ ଓ ଜନସାଧାରଣ ଅଡ଼ୁଆରେ ପଡ଼ିଛନ୍ତି।…

ପରିବାରର ୫ ଜଣଙ୍କୁ ଆକ୍ରମଣ, ୫ ଗିରଫ

ବଇଣ୍ଡା, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା କୋରାବ ଗ୍ରାମର ଏକ ପରିବାରର ୫ ଜଣ ସଦସ୍ୟଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଭୁଜାଲିରେ ଆକ୍ରମଣ କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୭୧/୨୦ରେ ଏକ ମାମଲା ରୁଜୁ…

୩ ଘଣ୍ଟା ଉଡିଲା ପାଉଁଶ

କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍‌ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ ରାସ୍ତାରେ ଯାଉଥିବା ଲୋକେ ଅସୁବିଧା ଭୋଗିବା ସହ ମଶୁଣିହତା, ବଡହୀରା, ଡେରେଙ୍ଗ, ଭୂଇଁପୁର, କଣିହାଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?