ଅନୁଗୋଳ

ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌ ସହ ଗ୍ୟାସ ଟ୍ୟାଙ୍କର ଧକ୍କା: ଜଣେ ମୃତ, ୧୦ ଆହତ

ବଇଣ୍ଡା,୧୯।୫(ଡି.ଏନ୍‌.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ହଣ୍ଡପା ଥାନା ଲୁହାମୁଣ୍ଡା ହାଇସ୍କୁଲ ନିକଟରେ ମଙ୍ଗଳବାର ସକାଳେ ପ୍ରବାସୀଙ୍କୁ ନେଇ କୋଲକତା ଯାଉଥିବା ଏକ ବସ୍‌ ସହ ଗ୍ୟାସ ବୋଝେଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଟ୍ୟାଙ୍କର ଚାଳକ ଝାରଖଣ୍ଡ ଅଞ୍ଚଳର ଯୋଗେଶ…

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ତେବ ଜିଲା ପ୍ରଶାସନ…

ଗାଡ଼ିରେ ଛାଡ଼ିଦେଲେ, ଆଣିଲେନି

ଅନୁଗୋଳ ଅଫିସ, ୧୯।୫ ମହାମାରୀ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲାରେ ୧୮୬ ପାରା ମେଡିକାଲ ଷ୍ଟାଫ୍‌ଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ୪୦ ଜଣ ଷ୍ଟାଫ୍‌ନର୍ସ ଅଛନ୍ତି। ଗତ ମାର୍ଚ୍ଚ ୩୧ରେ ସେମାନେ କାର୍ଯ୍ୟରେ ଯୋଗ ଦେଇଥିଲେ ବି…

ନୂଆଙ୍କୁ ନେଇ ଚିନ୍ତାରେ ପୁରୁଣା

ଅନୁଗୋଳ ଅଫିସ, ୧୯।୫ ସ୍ବାବ୍‌ ସଂଗ୍ରହରେ ବିଳମ୍ବକୁ ନେଇ ଅନୁଗୋଳ ଜିଲାର କେତେକ ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ ଦେଖାଦେଇଛି। ବିଶେଷକରି ଉକ୍ତ କେନ୍ଦ୍ରଗୁଡ଼ିକରେ ଥିବା କେତେଜଣ ପ୍ରବାସୀଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଆସୁଥିବା ବେଳେ ଏଯାଏ ସେମାନଙ୍କଠାରୁ ସ୍ବାବ୍‌ କି ରକ୍ତ ନମୁନା…

ଏନ୍‌ଜେନ କର୍ମଚାରୀଙ୍କ ଆନ୍ଦୋଳନ

ବଇଣ୍ଡା, ୧୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ସମସ୍ତ ଏନ୍‌ଜେନ କର୍ମଚାରୀ ସୋମବାର କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଏନ୍‌ଜେନ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ। ଏଥିସହ ବଇଣ୍ଡା (ସବ୍‌ଡିଭିଜନ) ଏନ୍‌ଜେନ ଏସ୍‌ଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଉକ୍ତ ଦାବିପତ୍ରରେ ବାବା ଚମ୍ପେଶ୍ୱର…

ଜିଲା ବାହାର ବ୍ୟକ୍ତିଙ୍କୁ ବିରୋଧ

ଛେଣ୍ଡିପଦା,୧୮।୫(ସ୍ବ.ପ୍ର.)- ଖୋର୍ଦ୍ଧା ଜିଲାର ଜଣେ ବ୍ୟକ୍ତି ସୋମବାର ଛେଣ୍ଡିପଦା ବ୍ଲକ କୁକୁରପେଟା ପଞ୍ଚାୟତ କୁବିହାରିପୁର ଗଁାକୁ ଯାଇଥିବା ବେଳେ ଗ୍ରାମବାସୀ ଜୋରଦାର ବିରୋଧ କରିଥିଲେ। ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖିବାକୁ ସେମାନେ ପଞ୍ଚାୟତ ପ୍ରତିନିଧିଙ୍କୁ ଜଣାଇଥିଲେ। କିନ୍ତୁ ପଞ୍ଚାୟତ ପକ୍ଷରୁ…

ସମ୍ପର୍କ ବାନ୍ଧିଛି ଶିକୁଳି

ଆଠମଲ୍ଲିକ,୧୮ା୫ (ଜୟଗୋପାଳ ଷଡ଼ଙ୍ଗୀ):  ବେରୋଜଗାର ସ୍ବାମୀ ରୋଗଗ୍ରସ୍ତ ହେବା ପରେ ଦୋହଲିଯାଇଥିଲା ନୀଳିମାଙ୍କ ମାନସିକ ସ୍ଥିତି। ସେବେଠୁ ବାହାରେ ବୁଲାବୁଲି କରୁଥିବା ନୀଳିମା ଶେଷରେ ପହଞ୍ଚି ଯାଇଥିଲେ ବଡ଼ ଭଉଣୀଙ୍କ ଘର ଅନୁଗୋଳ ଜିଲା ଆଠମଲ୍ଲିକ ଅଞ୍ଚଳରେ। ଦୁଃଖ ସହି ନ ପାରି…

ଅନ୍‌ଲାଇନ୍‌ ପାଠପଢ଼ାକୁ ନେଟ୍‌ଓ୍ବର୍କ ଅଫ୍‌ଲାଇନ

ଅନୁଗୋଳ ଅଫିସ, ୧୮।୫:  ସ୍ମାର୍ଟଫୋନ ଥିଲେ ବି ଆସୁନି ନେଟଓ୍ବର୍କ। ଗାଁ ଡେଇଁ ପାଞ୍ଚ କୋଶ ଗଲେ ହୋଇପାରୁଛି ଯୋଗାଯୋଗ। ଦୈନିକ ଏପରି ଅସୁବିଧା ଭିତରେ କିପରି ସରକାରଙ୍କ ଶିକ୍ଷା ସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ଅନ୍‌ଲାଇନରେ ପଢ଼ିପାରିବେ ପିଲା। ପଛେଇଥିବା ସିଲାବସ୍‌ ସରିବ…

ସଙ୍ଗରୋଧ କେନ୍ଦ୍ରରୁ ସ୍ବଚ୍ଛତାର ବାର୍ତ୍ତା: ଝାଡ଼ୁ ମାରିଲେ, ଗଛରେ ପାଣି ଦେଲେ

ଅନୁଗୋଳ ଅଫିସ, ୧୭।୫- ଅନୁଗୋଳ ପୌର ପ୍ରଶାସନ ପକ୍ଷରୁ କରାଯାଇଥିବା ଦୁଇଟି କ୍ବାରାଣ୍ଟାଇନ୍‌ ସେଣ୍ଟରରେ କିଛି ଦିନ ହେଲା ଅଶାନ୍ତିକର ବାତାବରଣ ସୃଷ୍ଟି ହୋଇଥିଲା। ଅନୁଗୋଳ ଟାଉନ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଥିବା ପ୍ରବାସୀ ଶ୍ରମିକମାନେ ଗତ ୧୪ ତାରିଖରେ…

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌)। କମ୍ପାନୀର ସାମାଜିକ ଦାୟିତ୍ୱବୋଧ ବିଭାଗ ଭାବେ କାର୍ଯ୍ୟ କରୁଥିବା ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ…

ରାଶନ ସାମଗ୍ରୀ ହଡ଼ପ ଅଭିଯୋଗ: ମୃତକଙ୍କ ନାମରେ ଉଠୁଛି ଚାଉଳ

ବଇଣ୍ଡା, ୧୭ା୫(ଡି.ଏନ.ଏ.)- ଗରିବ ଲୋକଙ୍କୁ ସରକାର ରାଶନ କାର୍ଡ ମାଧ୍ୟମରେ ଚାଉଳ, ଗହମ ଆଦି ଯୋଗାଇ ଦେଉଥିବାବେଳେ ଅନେକ ସମୟରେ ଏଥିରେ ଅନିୟମିତତା ହେଉଥିବା ଖବର ସାମନାକୁ ଆସୁଛି। ଏପରିକି ରାଶନ କାର୍ଡଧାରୀଙ୍କ ମୃତ୍ୟୁ ପରେ ମଧ୍ୟ ସେମାନଙ୍କ ନାମରେ ଚାଉଳ…

କିଶୋରନଗର ବ୍ଲକ: କ୍ୱାରାଣ୍ଟାଇନରେ ରହିଲେ ୨୬

ବଇଣ୍ଡା,୧୭।୫(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ବଇଣ୍ଡା ରାମଦେଓ ହାଇସ୍କୁଲଠାରେ ହୋଇଥିବା କ୍ୱାରାଣ୍ଟାଇନ ଗୃହରେ ଶନିବାର ବିଭିନ୍ନ ଜିଲାରୁ ୨୬ ଜଣଙ୍କୁ ରଖାଯାଇଛି। ସେମାନଙ୍କ ମଧ୍ୟରେ ୨୪ ଜଣ ପୁରୁଷ ଓ ୨ଜଣ ମହିଳା ରହିଛନ୍ତି। ସେମାନଙ୍କୁ ସରକାରଙ୍କ ନିୟମ ଅନୁଯାୟୀ ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri