ଅନୁଗୋଳ

ରାସ୍ତାକଡ଼ରେ ଛିଡା ହୋଇଥିବା ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତି…

ଷ୍ଟେଶନ୍‌ ପରିସରରେ ପଡ଼ିଛି ପିପିଇ

ଅନୁଗୋଳ ଅଫିସ, ୨୮।୫ – ଅନୁଗୋଳ ରେଳ ଷ୍ଟେଶନ ପରିସରରେ ଏଣେତେଣେ ପଡ଼ିଛି କେତେକ ବ୍ୟବହୃତ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁମେଣ୍ଟ ବା ପିପିଇ। ଏହାକୁ ନେଇ ରେଳ କର୍ମଚାରୀ ଓ କଲୋନୀବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଗତ ସୋମବାର ଗୁଜରାଟରୁ…

ତାତିରେ କଲବଲ ହେଲେ ଲୋକେ

ଅନୁଗୋଳ ଅଫିସ, ୨୭।୫- ତତଲା କଡ଼େଇ ପାଲଟିଛି ଅନୁଗୋଳ। ବୁଧବାର ୪୩.୭ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ଉତ୍ତପ୍ତ ସହର ତାଲିକାରେ ଅନୁଗୋଳ ସର୍ବାଗ୍ରେ ଥିବାରୁ ଦିନ ତମାମ କଲବଲ ହୋଇଥିଲେ ଲୋକେ। ସକାଳ ୮ଟାରୁ ତାପମାତ୍ରା ବଢ଼ିବା ସହ ମଧ୍ୟାହ୍ନରେ…

ରିଆଡ୍‌ମିଶନ ଫି’ କୋହଳ ପାଇଁ ଦାବି

ଅନୁଗୋଳ ଅଫିସ, ୨୭।୫- ଯୁକ୍ତ ୨, ଯୁକ୍ତ ୩ ମହାବିଦ୍ୟାଳୟ, ବେସରକାରୀ ଡିପ୍ଲୋମା ଓ ଡିଗ୍ରୀ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ରିଆଡମିଶନ ଫି’କୁ ତିନି ମାସ କୋହଳ କରିବା ପାଇଁ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ବୁଧବାର ଜିଲାପାଳଙ୍କୁ ଦାବିପତ୍ର…

ଅନୁଗୋଳ ପୋଲିସ ସ୍ତରରେ ଅଦଳବଦଳ

ଅନୁଗୋଳ ଅଫିସ, ୨୭।୫- ଅନୁଗୋଳ ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ୧୪ ଜଣ ସବ୍‌ଇନ୍ସପେକ୍ଟର ଓ ଜଣେ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ଅଦଳବଦଳ କରାଯାଇଛି। ଅନୁଗୋଳ ହେଡ୍‌ କ୍ବାର୍ଟରରେ ଥିବା ଏସ୍‌ଆଇ ଅରୁଣ କୁମାର ପଣ୍ଡାଙ୍କୁ ବଇଣ୍ଡା ବିଟ୍‌ ହାଉସ୍‌ ଇନ୍‌ଚାର୍ଜ ଭାବେ…

ଅନୁଗୋଳରେ ଖୋଲିଲା ୧୯ ମଦ ଦୋକାନ

ଅନୁଗୋଳ ଅଫିସ, ୨୭।୫- ରାଜ୍ୟ ସରକାର ଅନ୍‌ଲାଇନ୍‌ରେ ବିକ୍ରି ପାଇଁ ଅନୁମତି ଦେବା ପରେ ଗତ ୩ ଦିନ ମଧ୍ୟରେ ଅନୁଗୋଳରେ ୧୯ଟି ମଦ ଦୋକାନ ଖୋଲିଛି। କିନ୍ତୁ ଅନ୍‌ଲାଇନ୍‌ ବଦଳରେ ଖୋଲାଖୋଲି ଗ୍ରାହକମାନେ ଦୋକାନରୁ ମଦ କିଣୁଥିବା ଦେଖାଯାଉଛି। ବୁଧବାର…

ଚେନ୍‌ ପୁଲିଂ କରି ଓହ୍ଲାଇଲେ ୧୮ ପ୍ରବାସୀ

ବଇଣ୍ଡା,୨୭ା୫(ଡି.ଏନ.ଏ.) – ଗୁଜରାଟରୁ ପ୍ରବାସୀଙ୍କୁ ନେଇ କଟକ ଆସୁଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ର ଚେନ୍‌ ପୁଲିଂ କରି ମଙ୍ଗଳବାର ସନ୍ଧ୍ୟାରେ ୧୮ଜଣ ଶ୍ରମିକ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମ୍ବୁନାଳୀଠାରେ ଓହ୍ଲାଇ ପଡ଼ିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ହଣ୍ଡପା,…

ବାପିଙ୍କ ସହ ବନ୍ଧୁକ ବେପାରୀ ଗିରଫ

ଅନୁଗୋଳ ଅଫିସ, ୨୭।୫ – ବେଆଇନ ଭାବେ ୩ ବନ୍ଧୁକ ଓ ୯ ରାଉଣ୍ଡ ଗୁଳି ରଖିବା ଅଭିଯୋଗରେ ଲିଙ୍ଗିରାଯୋଡ଼ି ଅଞ୍ଚଳର ବାପି ଓରଫ ସତ୍ୟଜିତ ପ୍ରଧାନ ଏବଂ ତାଙ୍କୁ ବନ୍ଧୁକ ବିକିଥିବା ସମ୍ବଲପୁରର ମହେଶ ମହାପାତ୍ରଙ୍କୁ ଅନୁଗୋଳ ପୋଲିସ ଗିରଫ…

ବେପାର ବୁଡ଼ାଇଲା ବେମାର

ବଅଁରପାଳ,୨୭ା୫(ଡି.ଏନ.ଏ.) – ଲକ୍‌ଡାଉନ କୋହଳ ହେଲାଣି। ଘରୁ ବାହାରି ଲୋକେ ବଜାର ଧରିଲେଣି। ହେଲେ ମୁହଁରୁ ଖସୁନି ମାସ୍କ କି ସାଥିରୁ ହଟୁନି ସାନିଟାଇଜର। ପୁଣି ସନ୍ଧ୍ୟାରୁ ସକାଳ ଯାଏ ଲାଗିଛି କର୍ଫ୍ୟୁ। କଟକଣା ନ ମାନିଲେ ଦେବାକୁ ପଡ଼ୁଛି ଜରିମାନା।…

ଅନୁଗୋଳରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଲା

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଦୋକାନ ସମ୍ମୁଖରେ ମଦ କଳାବଜାର

ଅନୁଗୋଳ ଅଫିସ, ୨୬।୫ ଅନ୍‌ଲାଇନ୍‌ରେ ମଦ ବିକ୍ରି ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ ହେଁ ଅନୁଗୋଳରେ ତାହାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ସହରର ଜଣେ ମଦ ବ୍ୟବସାୟୀ ଅନ୍‌ଲାଇନ୍‌ରେ ମଦ ବିକିବା ପରିବର୍ତ୍ତେ ସିଧାସଳଖ ଟୋକନ କାଟି ଦୋକାନରୁ…

ମହିଳାଙ୍କୁ ହତ୍ୟା ପରେ ଆତ୍ମହତ୍ୟା ଉଦ୍ୟମ

କଣିହଁ।,୨୬ା୫(ଡି.ଏନ.ଏ.) କାମ କରିବାକୁ ଯାଉଥିବା ଜଣେ ମହିଳାଙ୍କୁ ସୋମବାର ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଅଭିଯୁକ୍ତ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିବା ଅନୁଗୋଳ ଜିଲା କଣିହଁ। ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଉଦ୍ଧାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?