ବିଭିନ୍ନ ଦାବି ନେଇ ନାଲ୍କୋ ସିପିପି ଟ୍ରକଚାଳକଙ୍କ ଆନ୍ଦୋଳନ
ବଅଁରପାଳ,୧୭ା୫(ଡି.ଏନ୍.ଏ.): ଅନୁଗୋଳ ଜିଲା ନାଲ୍କୋ ସିପିପି ପ୍ଲାଣ୍ଟକୁ ପରିବହନ ପାଇଁ ଯାଉଥିବା ଟ୍ରକଚାଳକମାନେ ବିଭିନ୍ନ ଦାବି ନେଇ ରବିବାର ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ପ୍ଲାଣ୍ଟରୁ ପାଉଁଶ ପରିବହନ ପାଇଁ ଶତାଧିକ ଟ୍ରକ…
ଅନାଥ ଯୁବକଙ୍କ ମୃତଦେହ ସତ୍କାର କଲେ ଯୁବଗୋଷ୍ଠୀ
ପାଲଲହଡା,୧୭ା୫(ଡି.ଏନ.ଏ.) – ମହାମାରୀ କରୋନା ଭୟ ଯୋଗୁ ଅନେକ ସ୍ଥାନରେ ମୃତକଙ୍କ ପାଖ ପଶୁନାହାନ୍ତି ସମ୍ପର୍କୀୟ। ହେଲେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖେମଳା ଗାଁ ଲୋକେ ଶନିବାର ନିଜ ମାନବିକତାର ପରିଚୟ ଦେଇଛନ୍ତି। ସେମାନେ ଚାନ୍ଦା ଆଦାୟ କରି ଜଣେ…
ଦରମା ନ ଦେଇ ଛଟେଇ
ଅନୁଗୋଳ ଅଫିସ,୧୭ା୫ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ହେଲ୍ପଡେସ୍କ ମ୍ୟାନେଜର ଓ ଭଲ୍ୟୁଣ୍ଟରମାନଙ୍କୁ ଚାକିରିରୁ ଛଟେଇ କରାଯାଇଛି। ଏପରି କି ୭ମାସ ହେବ ସେମାନଙ୍କୁ ଦରମା ମଧ୍ୟ ପ୍ରଦାନ କରାଯାଇ ନ ଥିବା ଶନିବାର ଜିଲାପାଳଙ୍କ ନିକଟରେ…
ମହାରାଷ୍ଟ୍ରରୁ ଫେରିଲେ ୨୬ ଶ୍ରମିକ
ଅନୁଗୋଳ ଅଫିସ୍, ୧୬ା୫- ଅନୁଗୋଳ ଜିଲାକୁ ମହାରାଷ୍ଟ୍ରରୁ ଏକ ସ୍ବତନ୍ତ୍ର ବସ ଯୋଗେ ୨୬ ଜଣ ଶ୍ରମିକ ଶନିବାର ଫେରିଛନ୍ତି। ସେମାନେ ଗଡତରାସ ଗ୍ରାମର ହୋଇଥିବାବେଳେ ସମସ୍ତଙ୍କୁ ପ୍ରଶାସନ ପକ୍ଷରୁ କ୍ବାରାଣ୍ଟାଇନରେ ରଖାଯାଇଛି। ଅନ୍ୟପକ୍ଷରେ ଉକ୍ତ ବସ୍ରେ ମହାରାଷ୍ଟ୍ରର ଗୋଣ୍ଡିଆ ଜିଲାର…
ଅଗ୍ନି ବିପନ୍ନଙ୍କୁ ଭେଟିଲା ପ୍ରଶାସନ
ମାଧପୁର, ୧୬ା୫- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ନୂଆମାଣତ୍ରୀ ଗ୍ରାମରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡରେ ଜୀବର୍ଦ୍ଧନ ଘିଓ୍ବାଲା, ନିରଞ୍ଜନ ପ୍ରଧାନ, ବବ୍ରୁବାହାନ ପ୍ରଧାନ, ନବକୁମାର ପ୍ରଧାନ, ମାଧବ ପ୍ରଧାନ, ବିରେନ ପ୍ରଧାନ, ସୁମନ୍ତ ପ୍ରଧାନ, ସୁଧାବକର ପ୍ରଧାନଙ୍କ ୧୦ ବଖରା ଜଳିଯାଇଥିଲା।…
ଏନ୍ଟିପିସିର ଶତ ପ୍ରତିଶତ ପିଏଲଏଫ୍ ହାସଲ
ତାଳଚେର,୧୬ା୫(ନି.ପ୍ର.)- ଏନ୍ଟିପିସି କଣିହଁା ମେ ୧୪ରେ ଶତ ପ୍ରତିଶତ ପ୍ଲାଣ୍ଟ ଲୋଡ଼ ଫ୍ୟାକ୍ଟର(ପିଏଲଏଫ୍)ର ହାସଲ କରିପାରିଛି। ଚଳିତ ବର୍ଷ ମେ ମାସରେ ୩ୟ ଥର ପାଇଁ କମ୍ପାନୀ ଶତ ପ୍ରତିଶତ ପିଏଲଏଫ୍ ହାସଲ କରିଥିବା ପ୍ରକଳ୍ପ ପକ୍ଷରୁ ସୂଚନା ଦିଆଯାଇଛି। କରୋନା…
ସୁପରଭାଇଜରଙ୍କ ମୃତ୍ୟୁକୁ ନେଇ କଣିହାଁ ଏନ୍ଟିପିସିରେ ଉତ୍ତେଜନା, ନିଯୁକ୍ତି ସହ କ୍ଷତିପୂରଣ ଦାବି
ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା କଣିହାଁ ଏନ୍ଟିପିସି ବିଦ୍ୟୁତ୍ ପ୍ରକଳ୍ପର ପାଉଁଶ ପୋଖରୀରେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହର କିଛି ଅଂଶ ସହ ଚପଲ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କର ପରିଚୟ ମିଳିଛି। ମୃତକ ହେଲେ କଣିହାଁ ଥାନା କାକୁଡ଼ିଆ ଗ୍ରାମର ରୁଲୁ…
ଡ୍ୟୁଟି ସାରି ଫେରିବା ବେଳେ ଧକ୍କା ଦେଇ ଗାଡ଼ି ଫେରାର, ହୋମଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା ରେଙ୍ଗାଳି ଦକ୍ଷିଣ କେନାଲ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତାଳଚେର ବ୍ଲକ କଙ୍କିଳି ନୂଆସାହିର କାଳିଆ ଓରଫ ପ୍ରିୟମାଧବ ସାହୁ। ସେ ତାଳଚେର ଥାନାରେ ହୋମଗାର୍ଡ…
ଅନୁଗୋଳରେ ଅଂଶୁଘାତ ମୃତ୍ୟୁ
ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା ଅଞ୍ଚଳର ପ୍ରମୋଦ ସାହୁ(୪୫) ବୋଲି ଜଣାପଡିଛି। ଅପରାହ୍ନ ପ୍ରାୟ ୨ଟାରେ ସେ ମାଛ ବିକ୍ରି…
ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ
ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସ୍ବାସ୍ଥ୍ୟକେନ୍ଦ୍ର ଉପସ୍ଥାନ ଖାତାରେ କୋଭିଡ-୧୯ କଣ୍ଟ୍ରୋଲ ରୁମ୍…
ବିବାହ ପାଇଁ ବ୍ୟସ୍ତ ବିହାରୀ ଶ୍ରମିକ
ଅନୁଗୋଳ ଅଫିସ, ୧୬।୫ – ବିବାହ ପାଇଁ ତିଥି ନିର୍ଦ୍ଧାରଣ ସରିଛି। ଆଉ ହାତରେ ଅଧିକ ସମୟ ନାହିଁ। ସଙ୍ଗରୋଧ ଅବଧି ମଧ୍ୟ ସରିଗଲାଣି। ତୁରନ୍ତ ଆମକୁ ଗୋପାଳଗଞ୍ଜ ପଠାଅ। ନ ହେଲେ ଏଠାରେ ଆତ୍ମହତ୍ୟା କରିବୁ ବୋଲି ଅନୁଗୋଳ ସରକାରୀ…
ରୋଗ ରୋକିଦେଲା ରୋଜଗାର
(ଦିନେଶ ଦେହୁରୀ) ବନ୍ତଳା,୧୬ା୫ – ବାଳୁତରୁ ଆସି ପାକଳ ହେଲୁଣି, ହେଲେ ଏମିତି ସମୟ କେବେ ଆସି ନ ଥିଲା। ବନ୍ୟା, ବାତ୍ୟା ପରି ଆସିଥିବା ଅନେକ ବିପର୍ଯ୍ୟୟ ମଧ୍ୟ ହାତ ବାନ୍ଧି ଦେଇ ନ ଥିଲା। କିନ୍ତୁ ଏ କେମିତିକା…
Archives


