ଅନୁଗୋଳ

ଅନୁଗୋଳରେ ପହଞ୍ଚିଲେ ୧୬୫୦ ପ୍ରବାସୀ

ଅନୁଗୋଳ ଅଫିସ,୨୫ା୫: ଗୁଜରାଟ ଭଲସାତରୁ ୧୬୫୦ ପ୍ରବାସୀ ଓଡ଼ିଆଙ୍କୁ ନେଇ ସୋମବାର ଅନୁଗୋଳରେ ପହଞ୍ଚିଛି ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌। ଏଥିରେ ୨୪ଟି ଜିଲା ସମେତ ୧୩ଟି ଉପଖଣ୍ଡର ପ୍ରବାସୀ ଆସିଛନ୍ତି। ଯେଉଁଥିରେ ଅନୁଗୋଳ ଜିଲାର ସର୍ବାଧିକ ୬୩୪ ଜଣ ଅଛନ୍ତି ।…

ପାଲାରେ ତାଲା: ପରିବା ବିକୁଛନ୍ତି ଗାୟକ, ବାୟକ

ବଇଣ୍ଡା,୨୫ା୫(ପରିକ୍ଷିତ ସାହୁ): ଦିନେ ତାଙ୍କ ଉପସ୍ଥିତି ପରିବେଶକୁ ପବିତ୍ର କରିଦେଉଥିଲା। ମନରେ ଧାର୍ମିକ ଭାବନା ଉଦ୍ରେକ କରୁଥିଲା। ତାଙ୍କ ଚରଣ ଓ ଚାମର ସ୍ପର୍ଶ ପାଇଁ ଆପେ ଆପେ ମଥା ନଇଁଯାଉଥିଲା। ହେଲେ ଆଜି ବଦଳି ଯାଇଛି ସେହି ସମୟ। କେଉଁଠି…

ଅନୁଗୋଳ ପୋଲିସ କବ୍‌ଜାରେ ଅଭିଯୁକ୍ତ ବାପି

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅଭିଯୁକ୍ତ ବାପି ଓରଫ ସତ୍ୟଜିତ୍‌ ପ୍ରଧାନ(୩୩)। ତେବେ ବାପିଙ୍କୁ କେଉଁଠାରୁ ଗିରଫ କରାଯାଇଛି ସେ ସମ୍ପର୍କରେ ପୋଲିସ ପକ୍ଷରୁ କିଛି କୁହାଯାଇନାହିଁ। ଏ ନେଇ ଅଧିକ ଖୋଳତାଡ଼ ଅନୁଗୋଳ ପୋଲିସ ପକ୍ଷରୁ…

ରୋଜଗାର ଦେଇପାରୁନି କୌଳିକ ବୃତ୍ତି: ବେଉସାରେ ବାଧକ କରୋନା

ଛେଣ୍ଡିପଦା, ୨୪।୫(ସ୍ବ.ପ୍ର.)- କୌଳିକ ବୃତ୍ତି ଉପରେ ନିର୍ଭର କରି ଆଉ ଚଳିହେଉନି। ଅନ୍ୟ ସମୟ କଥା ଥିଲା ଅଲଗା। ହେଲେ ବର୍ତ୍ତମାନର କରୋନା କଟକଣା କମାର, ଖଲି ବିକାଳିଙ୍କ ରୋଜଗାର ଛଡାଇନେଇଛି। ଫଳରେ ବନ୍ଦ ହୋଇଯାଇଛି ଆୟର ଏକମାତ୍ର ପନ୍ଥା। ପ୍ରସ୍ତୁତ…

କାଲି ଅନୁଗୋଳରେ ପହଞ୍ଚତ୍ବ ଶ୍ରମିକ ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ, ୨୪।୫- ଗୁଜରାଟରୁ ୧୬୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ୨୩ ତାରିଖରେ ବାହାରିଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ ସୋମବାର ଭୋର୍‌ ୫ଟାରେ ଅନୁଗୋଳ ଷ୍ଟେଶନରେ ପହଞ୍ଚତ୍ବ। ଏଥିରେ ୨୪ଟି ଜିଲାର ୧୬୫୦ ଜଣ ପ୍ରବାସୀ ଓଡ଼ିଆ ଆସୁଛନ୍ତି। ସେମାନଙ୍କ…

ଜଳସଙ୍କଟରେ ଗୋଚ୍ଛାୟତସାହିବାସୀ

ବଅଁରପାଳ, ୨୪ା୫(ଡି.ଏନ.ଏ.)- ବଅଁରପାଳ ବ୍ଲକ ଗିରାଙ୍ଗ ଗୋଚ୍ଛାୟତ ସାହିରେ ଲାଗି ରହିଛି ପାନୀୟ ଜଳ ସଙ୍କଟ। ସାହିବାସୀ ପାଣି ମୁନ୍ଦେ ପାଇଁ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସାହିରେ ପାନୀୟ ଜଳର କୌଣସି ବ୍ୟବସ୍ଥା ନ ଥିବାବେଳେ ଏକମାତ୍ର ଖୋଲା…

ପଜିଟିଭ୍‌ ସଂଖ୍ୟା ୨୫ ଛୁଇଁଲା  

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ଜିଲାରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍‌ ସଂଖ୍ୟା ୨୫ରେ ପହଞ୍ଚିଛି। ଇତିମଧ୍ୟରେ ୧୫ଜଣ ସୁସ୍ଥ ହୋଇସାରିଥିବାରୁ ଏବେ ବାକି ୧୦ ଜଣଙ୍କୁ ଚିକିତ୍ସା…

ବିବାଦୀୟ ଲେଖକଙ୍କ କୁଶ ପୁତ୍ତଳିକା ଦାହ

ବଅଁରପାଳ,୨୪ା୫(ଡି.ଏନ.ଏ.)- ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ପୁସ୍ତକକୁ ନେଇ ବଅଁରପାଳ ବ୍ଲକ କୁଲାଡ଼ ମହାନିତ୍ୟ ମହିମା ସମାଜ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। କୁଲାଡ଼ ମହିମା ଟୁଙ୍ଗୀଠାରେ ସମ୍ପୃକ୍ତ ବିବାଦୀୟ ଲେଖକଙ୍କୁ ନିନ୍ଦା କରାଯିବା ସହ ତାଙ୍କ…

ଅନୁଗୋଳରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ: ୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୨୪ା୫: ଅନୁଗୋଳ ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୫ଜଣଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ରାଜ୍ୟରେ ରବିବାର ୬୭…

ନିୟମ ମାନୁନାହାନ୍ତି ବହିରାଗତ

ଅନୁଗୋଳ ଅଫିସ, ୨୩।୫- ମହାମାରୀ କରୋନା ରୋକିବାକୁ ଅନୁଗୋଳ ଜିଲା ପ୍ରଶାସନ ଉଦ୍ୟମ ଜାରି ରଖିଥିବା ବେଳେ ଅନେକ ବହିରାଗତ ନିୟମ ପାଳନ କରୁ ନ ଥିବା ଚିନ୍ତାର ବିଷୟ ହୋଇଛି। ବାହାରୁ ଆସୁଥିବା ଲୋକଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହୋଇଥିଲେ…

ପ୍ରବାସୀଙ୍କ ପାଇଁ ପଞ୍ଚାୟତ ଶଟଡାଉନ୍‌

କଣିହଁା,୨୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହଁା ବ୍ଲକ ବଜ୍ରକୋଟ ପଞ୍ଚାୟତକୁ ଶନିବାର ୫୩ ପ୍ରବାସୀ ଫେରିଛନ୍ତି। ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ନେବା ଓ ସେଠାରେ ଉପଯୁକ୍ତ ଭାବେ ଥଇଥାନ କରିବା ଲାଗି ସରପଞ୍ଚ ରୋଜାଲିନ ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ପଞ୍ଚାୟତକୁ…

ଦଣ୍ଡକୁ ଝୁରୁଛି ଗଁ। ଦାଣ୍ଡ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୩ା୫ – ଲୋକକଳା ଦଣ୍ଡନୃତ୍ୟ ଓଡ଼ିଶାର ଘରେ ଘରେ ପରିଚିତ। ବିଶେଷକରି ଚୈତ୍ର ମାସରେ ଦଣ୍ଡୁଆମାନେ ଶିବ ଉପାସନା ପୂର୍ବକ ଦଣ୍ଡନୃତ୍ୟ କରିଥାନ୍ତି। ହେଲେ ଢେଙ୍କାନାଳ ଓ ଅନୁଗୋଳ ଜିଲାର ଜନଜୀବନରେ ଏହାର ଉପସ୍ଥିତି ଅତି ସ୍ବତନ୍ତ୍ର। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?