ଅନୁଗୋଳ

ଘାଟିରେ ପ୍ରବାସୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଆଠମଲ୍ଲିକ, ୧୫ା୫(ଡି.ଏନ.ଏ.)- ପଶ୍ଚିମବଙ୍ଗର ବାଙ୍କୁଡା ଜିଲା ସୁନାମୁଖିରୁ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ କାର୍‌ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଆଠମଲ୍ଲିକ-ଅନୁଗୋଳ ପୂର୍ତ୍ତ ବିଭାଗ ରାସ୍ତା ଝରଝରି ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ, ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା…

ରାଶନ ଯୋଗାଣରେ ଅବହେଳା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ଡାଲି

ଆଠମଲ୍ଲିକ, ୧୫ା୫(ଡି.ଏନ.ଏ.)- କରୋନା ବିତ୍ପତ୍ତି ଯୋଗୁ ସରକାର ରାଶନ କାର୍ଡ ହିତାଧିକାରୀଙ୍କୁ ମାଗଣା ୩ ମାସର ଚାଉଳ ଓ ଡାଲି ଯୋଗାଇଦେବାକୁ ଘୋଷଣା କରିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍‌ଏସି ଓ ବ୍ଲକରେ ହିତାଧିକାରୀଙ୍କୁ ଏହି ରାଶନ ସାମଗ୍ରୀ ଯୋଗାଣରେ ଅବହେଳା…

୨ ପଞ୍ଚାୟତକୁ କରାଗଲା ସାନିଟାଇଜ

ବଇଣ୍ଡା,୧୫।୫(ଡି.ଏନ.ଏ.)-ବାମୁର ଅଗ୍ନିଶମ ବିଭାଗ ପକ୍ଷରୁ ଶୁକ୍ରବାର ହଣ୍ଡପା ଓ ଉରୁକୁଳା ପଞ୍ଚାୟତର ପଞ୍ଚାୟତ ଗୃହ, କ୍ୱାରାଣ୍ଟାଇନ ସେଣ୍ଟର, ଥାନା, ମେଡ଼ିକାଲ, ହଣ୍ଡପା ବଜାର ସହ ବିଭିନ୍ନ ଅନୁଷ୍ଠାନକୁ ସାନିଟାଇଜ କରାଯାଇଛି। ବାମୁର ଅଗ୍ନିଶମ ଅଧିକାରୀ ପ୍ରକାଶ କୁମାର ବେହେରା, ରଞ୍ଜନ ନାୟକ,…

ରାତିରେ ଭାତ ନୁହେଁ, ରୁଟି ଦିଅ

ଅନୁଗୋଳ ଅଫିସ, ୧୫।୫ – ସଙ୍ଗରୋଧ କେନ୍ଦ୍ରରେ କିପରି ଖାଦ୍ୟ ଦିଆଯିବ ସେ ନେଇ ସରକାରଙ୍କ ଗାଇଡ୍‌ଲାଇନ୍‌ ରହିଛି। ହେଲେ ଅନୁଗୋଳ ସହରର ଦୁଇଟି କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଥିବା ୨୭ ପ୍ରବାସୀ ରାତିରେ ଭାତ ବଦଳରେ ରୁଟି ଦେବାକୁ ଦାବିକରି ପୌର…

ମିଳୁନି ରୋଜଗାରର ଆଶା ଭରସା

ବଅଁରପାଳ, ୧୫ା୫(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ପ୍ରଭାବିତ ହୋଇଛି ଜୀବନ ଜୀବିକା। ବିଶେଷକରି ଖଟିଖିଆ ଦିନମଜୁରିଆମାନେ ରୋଜଗାର ହରାଇ ବସିଛନ୍ତି। ସବୁଠି ତାଲା ବନ୍ଦ ଯୋଗୁ ସେମାନଙ୍କ ହାତରେ କାମ ନାହିଁ। ଏପରି ଅବସ୍ଥାରେ ପରିବାର କେମିତି ଚଳିବ ସେ ନେଇ…

କରୋନା ଚିକିତ୍ସା ପାଇଁ ୭ ଆୟୁଷ ଡାକ୍ତର ଚୟନ

ଅନୁଗୋଳ ଅଫିସ, ୧୪।୫- ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଏକ ସାକ୍ଷାତକାର ମାଧ୍ୟମରେ ୭ ଜଣ ଆୟୁଷ ଡାକ୍ତରଙ୍କୁ ଚୟନ କରାଯାଇଛି। ଏଥିରେ ୪ ଜଣ ହୋମିଓପାଥିକ ଓ ୩ ଜଣ…

ମହିଳା ଶ୍ରମିକଙ୍କୁ ଫୋନରେ ବିଡିଓଙ୍କ ଦୁର୍ବ୍ୟବହାର: ଯୁକ୍ତିତର୍କର ଅଡିଓ ଭାଇରାଲ

ଅନୁଗୋଳ ଅଫିସ/ଛେଣ୍ଡିପଦା, ୧୪।୫- ଅନୁଗୋଳ ଜିଲା ଛେଣ୍ଡିପଦା ବିଡିଓ ସୁନୀଲ କୁମାର କେର୍କେଟା କେତେଜଣ ମହିଳା ଶ୍ରମିକଙ୍କୁ ଫୋନରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହେଉଛି। ସମ୍ପୃକ୍ତା ମହିଳା ଶ୍ରମିକମାନଙ୍କ ସହ ଫୋନରେ ବିଡିଓଙ୍କ ଯୁକ୍ତିତର୍କର ଅଡିଓ ଗୁରୁବାର ଭାଇରାଲ ହେବା ପରେ…

ଓଡିଆ ପ୍ରବାସୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୬ ଗୁରୁତର

ବଇଣ୍ଡା,୧୪।୫(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତବିଭାଗ ରାସ୍ତାର ଠାକୁରଗଡ଼ ଥାନା ଷୋଳପଦା କଲେଜ ପରିସରରେ ଆନ୍ଧ୍ରରୁ ଫେରନ୍ତା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଉଇଁଗର ଗାଡ଼ି ଗୁରୁବାର ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬ ଜଣ ଗୁରୁତର…

ବାଲିଆପାଳ ବିଡିଓଙ୍କ ପରେ ପ୍ରବାସୀ ଶ୍ରମିକଙ୍କୁ ଛେଣ୍ଡିପଦା ବିଡିଓଙ୍କ ଅଶାଳୀନ ବ୍ୟବହାର: ଅଡିଓ ଭାଇରାଲ

ଛେଣ୍ଡିପଦା,୧୪ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବିଡିଓଙ୍କ ମହିଳା ଶ୍ରମିକମାନଙ୍କୁ ଅଶାଳୀନ ବ୍ୟବହାର ନେଇ ଗୁରୁବାର ଅଡିଓ ଭାଇରାଲ ହୋଇଛି। ଘଟଣାରୁ ପ୍ରକାଶ, ବୁଧବାର ଭୁବେନେଶ୍ବରରୁ କିଛି ମହିଳା ଶ୍ରମିକଙ୍କୁ ଅନୁଗୋଳ ଅଣାଯାଇଥିଲା। ଉକ୍ତ ଶ୍ରମିକମାନେ ବଅଁରପାଳ ଓ ତାଲଚେର ଅଞ୍ଚଳର…

କୁକୁର କାମୁଡ଼ାରେ ୧୨ରୁ ଊର୍ଦ୍ଧ୍ୱ ଆହତ

ବଅଁରପାଳ,୧୪ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲ୍‌କୋ ସିପିପି ହଟିଂ ଓ ବଳରାମ ପ୍ରସାଦ ଗ୍ରାମର ଅମାପୁର ଓ ଭାଲୁଜିବିଧରି ସାହିରେ ପାଗଳା କୁକୁରଙ୍କ ଉତ୍ପାତ ଲାଗିରହିଛି। ଏହି କୁକୁରମାନେ ଅଞ୍ଚଳର ପଶି ଲୋକଙ୍କୁ ଗୋଡ଼ାଇ କାମୁଡୁଥିବାରୁ ଲୋକେ ଭୟଭୀତ…

ପର ଭଳି ବ୍ୟବହାର ଦେଖାଇଲେ ପରିବାର

ଅନୁଗୋଳ ଅଫିସ, ୧୪।୫ – ରକ୍ତ ସମ୍ପର୍କରେ ସନ୍ଦେହ ଭରିଛି କରୋନା ଭୟ। ଖାସ୍‌ ଏହି କାରଣରୁ ଭୁବନେଶ୍ୱରରୁ ଫେରିଥିବା ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ନିଜ ପରିବାର ଲୋକଙ୍କଠାରୁ ପରଭଳି ବ୍ୟବହାର ସହିବାକୁ ପଡ଼ିଛି। ଭିଣୋଇଙ୍କ ସାଙ୍ଗ ବାଇକ୍‌ରେ ଆଣି…

ବସ୍‌ଷ୍ଟାଣ୍ଡରେ ବନ୍ଦ ହେଲା ଫଳ ଦୋକାନ

ଅନୁଗୋଳ ଅଫିସ, ୧୪।୫ – ଅନୁଗୋଳ ସହରର ବସ୍‌ଷ୍ଟାଣ୍ଡଠାରେ ଥିବା ଫଳ ଦୋକାନୀଙ୍କୁ ଅନୁଗୋଳ ଷ୍ଟାଡିୟମକୁ ସ୍ଥାନାନ୍ତର କରିବାକୁ ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଥିଲେ ହେଁ ସେମାନେ ଏହାକୁ ମାନି ନ ଥିବା ଜଣାପଡିଛି। ଏହାକୁ ନେଇ ପ୍ରଶାସନ ସହ ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri