ଅନୁଗୋଳରେ ଅଂଶୁଘାତ ମୃତ୍ୟୁ
ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା ଅଞ୍ଚଳର ପ୍ରମୋଦ ସାହୁ(୪୫) ବୋଲି ଜଣାପଡିଛି। ଅପରାହ୍ନ ପ୍ରାୟ ୨ଟାରେ ସେ ମାଛ ବିକ୍ରି…
ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ
ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସ୍ବାସ୍ଥ୍ୟକେନ୍ଦ୍ର ଉପସ୍ଥାନ ଖାତାରେ କୋଭିଡ-୧୯ କଣ୍ଟ୍ରୋଲ ରୁମ୍…
ବିବାହ ପାଇଁ ବ୍ୟସ୍ତ ବିହାରୀ ଶ୍ରମିକ
ଅନୁଗୋଳ ଅଫିସ, ୧୬।୫ – ବିବାହ ପାଇଁ ତିଥି ନିର୍ଦ୍ଧାରଣ ସରିଛି। ଆଉ ହାତରେ ଅଧିକ ସମୟ ନାହିଁ। ସଙ୍ଗରୋଧ ଅବଧି ମଧ୍ୟ ସରିଗଲାଣି। ତୁରନ୍ତ ଆମକୁ ଗୋପାଳଗଞ୍ଜ ପଠାଅ। ନ ହେଲେ ଏଠାରେ ଆତ୍ମହତ୍ୟା କରିବୁ ବୋଲି ଅନୁଗୋଳ ସରକାରୀ…
ରୋଗ ରୋକିଦେଲା ରୋଜଗାର
(ଦିନେଶ ଦେହୁରୀ) ବନ୍ତଳା,୧୬ା୫ – ବାଳୁତରୁ ଆସି ପାକଳ ହେଲୁଣି, ହେଲେ ଏମିତି ସମୟ କେବେ ଆସି ନ ଥିଲା। ବନ୍ୟା, ବାତ୍ୟା ପରି ଆସିଥିବା ଅନେକ ବିପର୍ଯ୍ୟୟ ମଧ୍ୟ ହାତ ବାନ୍ଧି ଦେଇ ନ ଥିଲା। କିନ୍ତୁ ଏ କେମିତିକା…
ଘାଟିରେ ପ୍ରବାସୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ
ଆଠମଲ୍ଲିକ, ୧୫ା୫(ଡି.ଏନ.ଏ.)- ପଶ୍ଚିମବଙ୍ଗର ବାଙ୍କୁଡା ଜିଲା ସୁନାମୁଖିରୁ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ କାର୍ ଶୁକ୍ରବାର ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ଆଠମଲ୍ଲିକ-ଅନୁଗୋଳ ପୂର୍ତ୍ତ ବିଭାଗ ରାସ୍ତା ଝରଝରି ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ, ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା…
ରାଶନ ଯୋଗାଣରେ ଅବହେଳା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ଡାଲି
ଆଠମଲ୍ଲିକ, ୧୫ା୫(ଡି.ଏନ.ଏ.)- କରୋନା ବିତ୍ପତ୍ତି ଯୋଗୁ ସରକାର ରାଶନ କାର୍ଡ ହିତାଧିକାରୀଙ୍କୁ ମାଗଣା ୩ ମାସର ଚାଉଳ ଓ ଡାଲି ଯୋଗାଇଦେବାକୁ ଘୋଷଣା କରିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍ଏସି ଓ ବ୍ଲକରେ ହିତାଧିକାରୀଙ୍କୁ ଏହି ରାଶନ ସାମଗ୍ରୀ ଯୋଗାଣରେ ଅବହେଳା…
୨ ପଞ୍ଚାୟତକୁ କରାଗଲା ସାନିଟାଇଜ
ବଇଣ୍ଡା,୧୫।୫(ଡି.ଏନ.ଏ.)-ବାମୁର ଅଗ୍ନିଶମ ବିଭାଗ ପକ୍ଷରୁ ଶୁକ୍ରବାର ହଣ୍ଡପା ଓ ଉରୁକୁଳା ପଞ୍ଚାୟତର ପଞ୍ଚାୟତ ଗୃହ, କ୍ୱାରାଣ୍ଟାଇନ ସେଣ୍ଟର, ଥାନା, ମେଡ଼ିକାଲ, ହଣ୍ଡପା ବଜାର ସହ ବିଭିନ୍ନ ଅନୁଷ୍ଠାନକୁ ସାନିଟାଇଜ କରାଯାଇଛି। ବାମୁର ଅଗ୍ନିଶମ ଅଧିକାରୀ ପ୍ରକାଶ କୁମାର ବେହେରା, ରଞ୍ଜନ ନାୟକ,…
ରାତିରେ ଭାତ ନୁହେଁ, ରୁଟି ଦିଅ
ଅନୁଗୋଳ ଅଫିସ, ୧୫।୫ – ସଙ୍ଗରୋଧ କେନ୍ଦ୍ରରେ କିପରି ଖାଦ୍ୟ ଦିଆଯିବ ସେ ନେଇ ସରକାରଙ୍କ ଗାଇଡ୍ଲାଇନ୍ ରହିଛି। ହେଲେ ଅନୁଗୋଳ ସହରର ଦୁଇଟି କ୍ବାରାଣ୍ଟାଇନ୍ ସେଣ୍ଟରରେ ଥିବା ୨୭ ପ୍ରବାସୀ ରାତିରେ ଭାତ ବଦଳରେ ରୁଟି ଦେବାକୁ ଦାବିକରି ପୌର…
ମିଳୁନି ରୋଜଗାରର ଆଶା ଭରସା
ବଅଁରପାଳ, ୧୫ା୫(ଡି.ଏନ.ଏ.) – ଲକ୍ଡାଉନ ଯୋଗୁ ପ୍ରଭାବିତ ହୋଇଛି ଜୀବନ ଜୀବିକା। ବିଶେଷକରି ଖଟିଖିଆ ଦିନମଜୁରିଆମାନେ ରୋଜଗାର ହରାଇ ବସିଛନ୍ତି। ସବୁଠି ତାଲା ବନ୍ଦ ଯୋଗୁ ସେମାନଙ୍କ ହାତରେ କାମ ନାହିଁ। ଏପରି ଅବସ୍ଥାରେ ପରିବାର କେମିତି ଚଳିବ ସେ ନେଇ…
କରୋନା ଚିକିତ୍ସା ପାଇଁ ୭ ଆୟୁଷ ଡାକ୍ତର ଚୟନ
ଅନୁଗୋଳ ଅଫିସ, ୧୪।୫- ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଏକ ସାକ୍ଷାତକାର ମାଧ୍ୟମରେ ୭ ଜଣ ଆୟୁଷ ଡାକ୍ତରଙ୍କୁ ଚୟନ କରାଯାଇଛି। ଏଥିରେ ୪ ଜଣ ହୋମିଓପାଥିକ ଓ ୩ ଜଣ…
ମହିଳା ଶ୍ରମିକଙ୍କୁ ଫୋନରେ ବିଡିଓଙ୍କ ଦୁର୍ବ୍ୟବହାର: ଯୁକ୍ତିତର୍କର ଅଡିଓ ଭାଇରାଲ
ଅନୁଗୋଳ ଅଫିସ/ଛେଣ୍ଡିପଦା, ୧୪।୫- ଅନୁଗୋଳ ଜିଲା ଛେଣ୍ଡିପଦା ବିଡିଓ ସୁନୀଲ କୁମାର କେର୍କେଟା କେତେଜଣ ମହିଳା ଶ୍ରମିକଙ୍କୁ ଫୋନରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହେଉଛି। ସମ୍ପୃକ୍ତା ମହିଳା ଶ୍ରମିକମାନଙ୍କ ସହ ଫୋନରେ ବିଡିଓଙ୍କ ଯୁକ୍ତିତର୍କର ଅଡିଓ ଗୁରୁବାର ଭାଇରାଲ ହେବା ପରେ…
ଓଡିଆ ପ୍ରବାସୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୬ ଗୁରୁତର
ବଇଣ୍ଡା,୧୪।୫(ଡି.ଏନ୍.ଏ.)-ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତବିଭାଗ ରାସ୍ତାର ଠାକୁରଗଡ଼ ଥାନା ଷୋଳପଦା କଲେଜ ପରିସରରେ ଆନ୍ଧ୍ରରୁ ଫେରନ୍ତା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଉଇଁଗର ଗାଡ଼ି ଗୁରୁବାର ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬ ଜଣ ଗୁରୁତର…

