ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଛି ଡାକ୍ତର ପଦବୀ : ୨୦ ହଜାର ଲୋକ ହନ୍ତସନ୍ତ
ବଇଣ୍ଡା,୬ା୫(ଡି.ଏନ୍.ଏ)-କିଶୋରନଗର ବ୍ଲକ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘକିଛି ମାସ ହେବ ଡାକ୍ତରୀ ପଦବୀ ଖାଲିପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତରଙ୍କୁ ନିଯୁକ୍ତି କରିବା ପାଇଁ ବୁଧବାର ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଏକ ଦାବିପତ୍ର…
ଝାଡ଼ଖଣ୍ଡ ଗଲେ ୧୨୪ ଜଣ
ଅନୁଗୋଳ ଅଫିସ/ ଛେଣ୍ଡିପଦା, ୬।୫ – ଅନୁଗୋଳ ଜିଲାରେ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ଝାଡ଼ଖଣ୍ଡର ଶ୍ରମିକମାନଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ଅନୁଗୋଳ ଜିଲା ପ୍ରଶାସନ ମଙ୍ଗଳବାର ସେମାନଙ୍କ ରାଜ୍ୟକୁ ପଠାଇ ଦେଇଛି। ସୋମବାର ଦୁଇଟି ବସ୍ରେ ୫୬ ଜଣ ଯାଇଥିବାବେଳେ…
ଆର୍ମି କ୍ୟାଣ୍ଟିନରେ ଲମ୍ବା ଧାଡ଼ି
ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ସହରରେ ଥିବା ୧୨୦ ଇନଫ୍ୟାଣ୍ଟ୍ରି ବାଟାଲିୟନ(ଟିଏ)ର କ୍ୟାଣ୍ଟିନ ମଙ୍ଗଳବାର ଖୋଲାଯାଇଥିଲା। ଦୀର୍ଘଦିନ ପରେ କ୍ୟାଣ୍ଟିନ ଖୋଲାଯାଉଥିବାରୁ କାର୍ଯ୍ୟରତ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀମାନଙ୍କ ସୁଅ ଛୁଟିଥିଲା। ଅନେକେ ରାତିରୁ ଲାଇନ୍ ଦେଇଥିବାରୁ ପୂର୍ବାହ୍ନରେ ସ୍ଥିତି…
ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣା: ଡ୍ରିଲ୍ ମେଶିନରୁ ଖସି ଠିକା କର୍ମଚାରୀ ମୃତ
ତାଳଚେର,୬ା୫(ନି.ପ୍ର.) – ତାଳଚେରସ୍ଥିତ ଏମ୍ସିଏଲ୍ର ହିଙ୍ଗୁଳା କୋଇଲା ଖଣିରେ ମଙ୍ଗଳବାର ଦୁର୍ଘଟଣାରେ ଠିକା କର୍ମଚାରୀ ସୋମେତ ଜମାଡଙ୍କ ମୃତ୍ୟୁ ହୋଇଛି। ତାଙ୍କ ଘର ଛତିଶଗଡ ରାଜ୍ୟରେ। ଦୁର୍ଘଟଣା ପରେ ମୃତକଙ୍କ ପରିବାରରୁ ଜଣକୁ ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଖଣି କର୍ମଚାରୀ,…
୧୬ ଦୋକାନୀଙ୍କୁ ନୋଟିସ
ଅନୁଗୋଳ ଅଫିସ, ୬।୫ – ଲକ୍ଡାଉନ କଟକଣା କୋହଳ ହେବା ପରେ ଅନୁଗୋଳ ଜିଲା ଓ ସହରର ଦୋକାନ ବଜାର ଖୋଲିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏଥିରେ ସାମାଜିକ ଦୂରତ୍ୱ ନିୟମ ମାନିବାକୁ ସର୍ତ୍ତ ରଖାଯାଇଥିଲା। କିନ୍ତୁ…
ଗାୟତ୍ରୀ କମ୍ପାନୀ ଅଫିସ ସମ୍ମୁଖରେ ଆନ୍ଦୋଳନ: ବାହାର ଜିଲାର ଶ୍ରମିକ ନିୟୋଜିତ ଅଭିଯୋଗ
ଛେଣ୍ଡିପଦା, ୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା କତଡ଼ା ପଞ୍ଚାୟତସ୍ଥିତ ଗାୟତ୍ରୀ କନ୍ଷ୍ଟ୍ରକ୍ସନ କମ୍ପାନୀ କରୋନା ସଂକ୍ରମିତ ଜିଲାରୁ ଶ୍ରମିକଙ୍କୁ ଆଣି କାର୍ଯ୍ୟରେ ନିୟୋଜିତ କରୁଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ କମ୍ପାନୀ ଫାଟକ ସମ୍ମୁଖରେ ମଙ୍ଗଳବାର…
୭ଦିନର ଶିଶୁପୁତ୍ର ବିକ୍ରି ଚର୍ଚ୍ଚା
ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ ଉଦ୍ଧାର ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଘଟଣାର…
ସ୍ମେଲଟର ପ୍ଲାଣ୍ଟରେ ଦୁର୍ଘଟଣା: କାରକୁ ଟାଣି ନେଲା ମ୍ୟାଗନେଟ
ବଅଁରପାଳ,୫।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ନାଲକୋ ସ୍ମେଲଟର ପ୍ଲାଣ୍ଟର ପଟ୍ଲାଇନ୍ ଏ ଓ ବି ମଧ୍ୟସ୍ଥଳରେ ମଙ୍ଗଳବାର ସକାଳେ ଜଣେ ଠିକାଦାରଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସମ୍ପୃକ୍ତ ଠିକାଦାର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଠିକାଦାର କାର୍ରେ ପଟ୍ଲାଇନ୍ ରାସ୍ତା…
ଏମ୍ସିଏଲ୍ ହିଙ୍ଗୁଳା କୋଇଲା ଖଣି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ଜୀବନ ଗଲା
ତାଳଚେର,୫।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍ସିଏଲ୍ରେ ଥିବା ହିଙ୍ଗୁଳା କୋଇଲା ଖଣିରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଠିକା ଶ୍ରମିକ ଜଣଙ୍କ ହେଉଛନ୍ତି ଛତିଶଗଡ଼ ଅଞ୍ଚଳର ୩୮ ବର୍ଷୀୟ ସୋମେତ ଜମାଡ। ସୋମେତ…
ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ
ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା ବ୍ଲକର…
ସୁରଟ, କୋଟାରୁ ଆସିଲେ ୧୦୫
ଅନୁଗୋଳ ଅଫିସ, ୫।୫ ସୁରଟ୍ ଓ କୋଟାରୁ ଦୁଇଟି ବସ୍ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍ରୁ ଗୋଟିଏ ବସ୍ରେ ୬୬ ଜଣ ଓ କୋଟାରୁ ୩୯ ଛାତ୍ରୀଛାତ୍ର ଆସିଥିବା ପ୍ରଶାସନ ସୂଚନା ଦେଇଛି। ସୁରଟ୍ରୁ ଆସିଥିବା ବସ୍ ଭୋର…
୧୨ ଘଣ୍ଟା ପରେ ବାଇକ୍ରେ ଗଲେ ୬ ପ୍ରବାସୀ
ଅନୁଗୋଳ ଅଫିସ, ୫।୫ ଓଡ଼ିଶା ଫେରିବାକୁ ଚାହଁୁଥିବା ପ୍ରବାସୀମାନଙ୍କୁ କିପରି ଅଣାଯାଇ କ୍ୱାରାଣ୍ଟାଇନ୍ରେ ରଖାଯିବ ସେ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା କରିଛନ୍ତି। ଯେଉଁମାନେ ଏଥିପାଇଁ ପଞ୍ଜୀକରଣ କରିନାହାନ୍ତି ସେମାନଙ୍କୁ ରାଜ୍ୟ ସୀମାନ୍ତ ଚେକ୍ଗେଟ୍ରେ ପଞ୍ଜୀକୃତ କରାଯାଇ ନିଜ ଅଞ୍ଚଳର…
Archives


