ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ
ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି ଅନୁଗୋଳରେ ମହିଳା ପ୍ରାର୍ଥୀ ଦେଇ ନ ଥିଲା। ହେଲେ ଚଳିତ ନିର୍ବାଚନରେ ଦଳ ଏକ…
ହାଇଓ୍ବାକୁ ଧକ୍କା ଦେଲା ବସ୍: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ
ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ ସହିତ ହାଇୱା ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୧୫ରୁ ଅଧିକ ଯାତ୍ରୀ…
ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ
ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର, ଆଠମଲ୍ଲିକ ଓ ଛେଣ୍ଡିପଦା ପାଇଁ ଦଳ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିଥିବା ବେଳେ ପାଲଲହଡ଼ାକୁ…
ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା
ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ ସମର୍ଥକ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଛି। ଏଥିସହ ଆଶାୟଙ୍କ ସଂଖ୍ୟା…
ଶଙ୍ଖ ଚିହ୍ନ ପାଇଁ ଭୋଟ କର
ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଥିଲେ ମଧ୍ୟ ଅନୁଗୋଳକୁ ଝୁଲାଇ ରଖାଯାଇଛି। ଫଳରେ ଦଳୀୟ ଟିକେଟ୍ ପାଇଁ ଲବି ଚଳାଇଥିବା…
ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି
ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ କରାଯାଇ ନାହିଁ। ଏହି କାରଣରୁ ଏପରି କେତୋଟି ଶିକ୍ଷାନୁଷ୍ଠାନରେ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଏପରି…
ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ
ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ ସମ୍ପ୍ରସାରଣ କରାଯିବ। ଏ ନେଇ ପୂର୍ତ୍ତ ବିଭାଗ ପକ୍ଷରୁ ଟେଣ୍ଡର ହୋଇଛି। ଆଚରଣବିଧି…
ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ
ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏପରି କି ଅନୁଗୋଳ ବିଧାୟକ ରଜନୀକାନ୍ତଙ୍କ ଭାଗ୍ୟ ପୁଣି ଥରେ ଆଶଙ୍କା ମଧ୍ୟକୁ ଠେଲି…
ତୁଟୁନି ବିଜେଡିର ଟିକେଟ ଝମେଲା
ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…
ଅସନ୍ତୁଷ୍ଟ ଗୋଷ୍ଠୀଙ୍କୁ ମନାଉଛନ୍ତି ବିଜେଡି, ଭାଜପା ପ୍ରାର୍ଥୀ
ପାଲଲହଡ଼ା,୮ା୪ (ଦିବ୍ୟଜ୍ୟୋତି ଦାଶ): ୨୦୨୪ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ଜାରି ରହିଛି। ଅନୁଗୋଳ ଜିଲାର ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଉଭୟ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି।…
ଥଇଥାନ ନେତାଙ୍କ ମନ ବୁଝୁ ନ ଥିବା ଚର୍ଚ୍ଚା
ଅନୁଗୋଳ,୮ା୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ରାଜନୀତିରେ ବିଜୁ ଜନତା ଦଳକୁ ନେଇ ଏବେ ସରଗରମ ଆଲୋଚନା ଚାଲିଛି। ଦଳ ପକ୍ଷରୁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇସାରିଥିଲେ ମଧ୍ୟ ଜିଲାର ୫ଟି ନିର୍ବାଚନମଣ୍ଡଳୀରୁ ଅନୁଗୋଳ ଓ ତାଳଚେର…
ଚାଲିଛି ଇସ୍ତଫା, ଦଳଡିଆଁ ପର୍ବ
ଅନୁଗୋଳ,୭ା୪ (ଅମିତ କୁମାର ସାମଲ)ଅନୁଗୋଳ ଜିଲା ରାଜନୀତିରେ ଏବେ ଜୋର୍ଧରିଛି ଇସ୍ତଫା ଓ ଦଳଡିଆଁ ପର୍ବ। ବିଶେଷକରି ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ପରେ ଅସନ୍ତୁଷ୍ଟ ନେତା ଦଳରୁ ଇସ୍ତଫା ଦେଇ ଅନ୍ୟ ଦଳରେ ସାମିଲ ହେଉଛନ୍ତି। ବିଜେଡିର ସମ୍ପୂର୍ଣ୍ଣ…
Archives


