ଅନୁଗୋଳ

ଭିଜିଲାନ୍ସ ଜାଲରେ ସୁସୁବା ସରପଞ୍ଚ, ତାଙ୍କ ସ୍ବାମୀ

କଣିହାଁ, ୨୪ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସୁସୁବା ପଞ୍ଚାୟତର ସରପଞ୍ଚ ମାମାଲି ସାମଲ ଓ ତାଙ୍କ ସ୍ବାମୀ ଶିଶିର ସାମଲ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କାର ବିଲ୍‌ ପାସ୍‌ କରାଇଦେବାକୁ ସରପଞ୍ଚ…

ନିର୍ମାଣର ୧୦ ଦିନ ପରେ ଫାଟି ଆଁ

ବଇଣ୍ଡା,୧୭।୭(ପରିକ୍ଷିତ ସାହୁ): ଦୀର୍ଘ ୬ବର୍ଷ ହେବ କାମ ଚାଲୁଛି, ହେଲେ ଏହା ସମାପ୍ତ ହୋଇପାରୁନାହଁି। ଗୋଟିଏ ଠିକାସଂସ୍ଥାରୁ ଆଉ ଗୋଟିଏ ଠିଆ ସଂସ୍ଥାକୁ ଦାୟିତ୍ୱ ଦିଆଯାଉଛି। ଏପରିକି ମାର୍ଚ୍ଚ ୨୦୨୪ ସୁଦ୍ଧା ସମସ୍ତ କାମ ସାରିବା ପାଇଁ ପ୍ରଶାସନିକସ୍ତରରେ ନିର୍ଦ୍ଦେଶନାମା ରହିଥିବାବେଳେ…

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଖବର…

ସାତକୋଶିଆ ଗଣ୍ଡରେ କୁମ୍ଭୀର ଆକ୍ରମଣ : ମୃତ ନାବାଳକଙ୍କ ପରିବାରକୁ ଭେଟିଲା ଭାଜପା ପ୍ରତିନିଧିମଣ୍ଡଳୀ

ଅନୁଗୋଳ,୩।୭ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାସ୍ଥିତ ସାତକୋଶିଆ ଗଣ୍ଡରେ ଗତ ଶନିବାର କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ନାବାଳକ ସମୀର ନାଏକ (୧୩)ଙ୍କ ପରିବାରକୁ ଭେଟିଛନ୍ତି ଭାଜପା ପ୍ରତିନିଧିମଣ୍ଡଳୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ସୋମବାର ଅନୁଗୋଳ…

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା…

ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର

ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍‌ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର ପ୍ରଚାରିତ…

ଶିଶୁଙ୍କୁ କାମରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ,୨୩ା୬: ଅନୁଗୋଳ ଜିଲା କାର୍ଯ୍ୟାଳୟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ଶିଶୁ ଏବଂ କିଶୋର ଶ୍ରମିକ ଆଇନ ୧୯୯୮ ଅଧୀନରେ ଏକ ସମନ୍ବୟ ବୈଠକ ହୋଇଥିଲା। ଶିଶୁ୍‌ମାନଙ୍କୁ ଶ୍ରମିକ ଭାବରେ କାର୍ଯ୍ୟରେ ଲଗାଇଥିବା ମାଲିକମାନଙ୍କ ବିରୋଧରେ କିପରି ଦୃଢ଼ କାର୍ଯ୍ୟାନୁଷ୍ଠାନ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି

ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ…

ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମନ୍ତ୍ରୀଙ୍କୁ ସ୍ବାଗତ…

ବିଜେଡି ନେତାଙ୍କୁ ହତ୍ୟା: ରାଜନୈତିକ ଶତ୍ରୁତାରୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ

ଛେଣ୍ଡିପଦା,୨୮।୫: ଅନୁଗୋଳ ଜିଲା ଜରପଡା ଥାନା ଜେରେଙ୍ଗ ଦେହୁରୀ ସାହିର ପୂର୍ବତନ ସରପଞ୍ଚ ତଥା ବିଜେଡି ନେତା ବିଭୁତି ଗଡ଼ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରାଜନୈତିକ ଘଟଣାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ ଯେ,…

ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ ଟଙ୍କା ଫେରାଯିବ

ବଇଣ୍ଡା,୨୩ା୫(ପରିକ୍ଷିତ ସାହୁ): ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡର ଶିକାର ହୋଇଥିବା ସମସ୍ତ ହିତାଧିକାରୀଙ୍କ ଟଙ୍କା ଫେରସ୍ତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀର…

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?