ଅନୁଗୋଳ

ସବୁଜ ଜୋନ୍‌ ପାଇଁ ସହଯୋଗ କର

ଅନୁଗୋଳ ଅଫିସ, ୯।୫ – ଓଡ଼ିଶାର ଗୋଟିଏ ପରେ ଗୋଟିଏ ଜିଲା କରୋନା ମ୍ୟାପ୍‌ରେ ସାମିଲ ହେଉଥିବା ବେଳେ ଅନୁଗୋଳ ଏବେ ବି ଗ୍ରୀନ୍‌ ଜୋନ୍‌ରେ ରହିଛି। ଆଗାମୀ ଦିନରେ ଏପରି ସ୍ଥିତି ବଜାୟ ରଖିବାକୁ ହେଲେ ଜିଲାବାସୀଙ୍କୁ ଲକ୍‌ଡାଉନ ସହ…

କରୋନା ମୁକାବିଲା ଲାଗି ଛେଣ୍ଡିପଦା ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଛେଣ୍ଡିପଦା,୮ା୫(ସ୍ବ.ପ୍ର.) : ସାମ୍ପ୍ରତିକ ପରିସ୍ଥିତିରେ କରୋନା ସଂକ୍ରମଣ ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଥିବା ବେଳେ ଲୋକଙ୍କ ମନରେ ସଚେତନତା ଓ କୋଭିଡ-୧୯ ନିୟମକୁ ମାନି ଚଳିବା ପାଇଁ ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝିଙ୍କ ନେତୃତ୍ୱରେ…

କର୍ଫ୍ୟୁ ସମୟରେ ଘରୁ ଗୋଡ଼ କାଢ଼ିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବ ଅନୁଗୋଳ ପୋଲିସ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ପୋଲିସ ପ୍ରଶାସନ ପକ୍ଷରୁ ଶୁକ୍ରବାର ସକାଳେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗ୍‌ମାର୍ଚ୍ଚ ସମୟରେ କରୋନା ଭାଇରସ୍‌ ସଂକ୍ରମଣ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା। ଅନୁଗୋଳରେ ବୁଧବାର ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଥିଲା।…

ଗଛରେ ପିଟିହେଲା କାର୍‌, ଜଣଙ୍କ ଜୀବନଗଲା, ୨ ଗୁରୁତର

ବଅଁରପାଳ,୮ା୫(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍‌ ସମ୍ମୁଖରେ ବସିଥିବା ଯତୀନ୍‌ ସାହୁଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ତ୍ରିଲୋଚନ କୁମାର ଓ…

ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ ଜେଲରେ କଡ଼ାକଡ଼ି ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତାର…

ଗାଁ ମୁଣ୍ଡରେ ନରହନ୍ତା ଦନ୍ତା

ଛେଣ୍ଡିପଦା,୮।୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଅନେକ ଲୋକଙ୍କ ଜୀବନ ନେଇ ସାରିଥିବା…

ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ

ଅନୁଗୋଳ ଅଫିସ/କଣିହାଁ, ୮।୫ – ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି। ଏଥିସହ ସେଠାରୁ ୮…

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ଛେଣ୍ଡିପଦା,୭।୫(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ଛେଣ୍ଡିପଦା ଅନୁଗୋଳ ଯାଇଥିବା ୬୩ନଂ ରାଜ୍ୟ ରାଜପଥରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ୧୦୮ ଆମ୍ବୁଲାନ୍ସ ଓଲଟିପଡିଛି। ଏହି ଦୁର୍ଘଟଣାରେ ରୋଗୀ, ସମ୍ପର୍କୀୟ ଓ ଗାଡି କର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ମିଳୁ

ଅନୁଗୋଳ ଅଫିସ, ୭।୫ – କରୋନା ଜନିତ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସରକାର ସହାୟତା ପ୍ରଦାନ କରିବାକୁ ଅଲ୍‌ଇଣ୍ଡିଆ କିଶାନ କ୍ଷେତମଜଦୁର ସଙ୍ଗଠନ (ଏଆଇକେକେଏମ୍‌ଏସ୍‌) ସର୍ବଭାରତୀୟ କମିଟି ପକ୍ଷରୁ ଦାବି କରାଯାଇଛି। ଏ ନେଇ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ…

ଜିଲାପାଳ, ପୋଲିସକୁ ରିପୋର୍ଟ ଦେଲେ ଡିସିପିଓ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ଘଟିଥିବା ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ଘଟଣା ସମ୍ପର୍କରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା ଅନୁଗୋଳ ଜିଲାପାଳ ଓ ପୋଲିସକୁ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ…

୩ ବସ୍‌ରେ ଗଲେ ୯୭ ଶ୍ରମିକ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମିକମାନଙ୍କ ମଧ୍ୟରୁ ଯେଉଁମାନଙ୍କ ୧୪ ଦିନିଆ ସଙ୍ଗରୋଧ ସମାପ୍ତ ହୋଇଛି ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ବସ୍‌ ଯୋଗେ ଘରକୁ ପଠାଇବା ପ୍ରକ୍ରିୟା ଜାରି ରହିଛି। ବୁଧବାର ପୂର୍ବାହ୍ନରେ…

ସମ୍ମାନ ଦେଲା ସଙ୍ଗରୋଧ

(ଦିନେଶ ଦେହୁରୀ) ବନ୍ତଳା, ୭ା୫ – ବାହାର ରାଜ୍ୟ ଫେରନ୍ତାଙ୍କ ମଧ୍ୟରୁ ଅନେକେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଏପରି କି କେତେଜଣ ଲୁଚି ପଳାଇ ଯାଇ ନିଜ ସହ ପରିବାର, ସମ୍ପର୍କୀୟଙ୍କ ପାଇଁ ବିପଦ ସାଜିବାର ସମ୍ଭାବନା ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?