ଅନୁଗୋଳ

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ

ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ,  ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ବିଭାଗର…

ଭାଲୁ କାମୁଡ଼ାରେ ଜଣେ ଗୁରୁତର

ପାଲଲହଡ଼ା, ୨୨ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ଖମାର ଥାନା ବଡସଡା ପଞ୍ଚାୟତ ଗୋପୀନାଥପୁର ଗ୍ରାମର ଅର୍ଜୁନ ପୂର୍ତ୍ତି(୪୦) ବୁଧବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଛେଳି ଚରାଇବାକୁ ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିବାବେଳେ ଏକ ଭାଲୁ…

୧୪, ୬୦୦ ମାସ୍କ ବାଣ୍ଟିଲେଣି ଅର୍ଜୁନ

ଆଠମଲ୍ଲିକ, ୨୨ା୪(ଡି.ଏନ.ଏ.) – ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ବ୍ୟାପକ ସଚେତନତା ଅଭିଯାନ ଚଳାଇଛନ୍ତି ଆଠମଲ୍ଲିକ ବ୍ଲକ ଓଳଥ ଗ୍ରାମର ସାମାଜିକ କର୍ମୀ ତଥା ବିଜେଡି ଯୁବ ନେତା ଅର୍ଜୁନ ସାହୁ। ସେ ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତ…

ଗହଳି ପାରିଲେନି ସମ୍ଭାଳି

ଅନୁଗୋଳ ଅଫିସ, ୨୨।୪ – ଲକ୍‌ଡାଉନ୍‌ ଘୋଷଣା ପରଠାରୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସଂଖ୍ୟା ହ୍ରାସ ପାଇଥିଲା। ହେଲେ ୨୦ ତାରିଖରୁ କିଛିଟା କୋହଳ ହୋଇଥିବା ଶୁଣିବା ମାତ୍ରେ ମଙ୍ଗଳବାର ହଠାତ୍‌ ରୋଗୀ ସଂଖ୍ୟା ବେଶ୍‌ ବଢ଼ିଯାଇଥିଲା। ବହୁ…

କାଳବୈଶାଖୀ: ମେଡିକାଲରେ ପଶିଲା ପାଣି

ପାଲଲହଡ଼ା/ଛେଣ୍ଡିପଦା/ ବଅଁରପାଳ/ମାଧପୁର/ କଣିହାଁ/ ଅନୁଗୋଳ ଅଫିସ, ୨୨।୪(ଡି.ଏନ.ଏ.) – ଅନୁଗୋଳ ଜିଲାରେ ମଙ୍ଗଳବାର କାଳବୈଶାଖୀ ବର୍ଷା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ସନ୍ଧ୍ୟାରେ ହୋଇଥିବା ପବନ ସହ ବର୍ଷା ଯୋଗୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନ୍‌ରେ ପାଣି ପଶିଯାଇଥିଲା। ଫଳରେ ସେଠାରେ…

ବାର ଅନୁଯାୟୀ ଖୋଲିବ ବଜାର

ଅନୁଗୋଳ ଅଫିସ, ୨୨।୪ – ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ପାଳନ କରାଯାଉଛି। ଲକ୍‌ଡାଉନ୍‌ ପରଠାରୁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହୁଛି। ତେବେ କଟକଣାରେ ସାମାନ୍ୟ…

ଶୁଖିଲା ଖାଦ୍ୟ ପ୍ରଦାନ

ଛେଣ୍ଡିପଦା, ୨୨।୪(ସ୍ବ.ପ୍ର.) – ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ କରୁଥିବା ଗାୟତ୍ରୀ ପ୍ରୋଜେକ୍ଟ ଲିମିଟେଡ କମ୍ପାନୀ ପକ୍ଷରୁ ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୩ଶହ ଗରୀବ ହରିଜନ, ଆଦିବାସୀ ପରିବାରକୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। କମ୍ପାନୀ ଭାଇସ୍‌ ପ୍ରେସିଡେଣ୍ଟ…

ଶୋଇଥିବାବେଳେ ମାଡ଼ିଗଲା ବୋଲେରୋ, ମହିଳା ମୃତ

ତାଳଚେର, ୨୧ା୪(ନି.ପ୍ର.)- ଘର ବାହାରେ ଶୋଇଥିବାବେଳେ ଏକ ବୋଲେରୋ ମାଡ଼ିଯିବାରୁ ତାଳଚେର ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡର ମଲ୍ଲୀ ଦାସ(୬୨)ଙ୍କ ମୃତ୍ୟୁ ଘଟିଛି। ଗରମ ହେବାରୁ ସୋମବାର ରାତିରେ ମଲ୍ଲୀ ଘର ପାଖ ଏକ ପକ୍କା ଚଟାଣରେ ଶୋଇଥିଲେ। ରାତି ପ୍ରାୟ…

ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍: ୨ ଗୁରୁତର

ଅନୁଗୋଳ ଅଫିସ୍, ୨୧ା୪- ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ପୋଲିସ ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ତାଳଚେର ଥାନାର ଜଣେ ମହିଳା ଏସଆଇ ଅର୍ଚ୍ଚନା ନାୟକ ଏବଂ ଜଣେ…

ଲୁଟେରା ଗ୍ୟାଙ୍ଗ୍‌କୁ କାବୁକଲା ପୋଲିସ

ଅନୁଗୋଳ ଅଫିସ, ୨୧।୪ ଅନୁଗୋଳ ସହର ହେମସୁରପଡ଼ା ଦୁର୍ଗା ମଣ୍ଡପ ପଛରେ ଲୁଟ୍‌ ଯୋଜନା ଚାଲିଥିବାବେଳେ ଅନୁଗୋଳ ପୋଲିସ ଚଢ଼ାଉ କରି ଗ୍ୟାଙ୍ଗର ସର୍ଦ୍ଦାର ଛେଳିଆପଡ଼ାର ବୁବୁ ଓରଫ୍‌ ଭବାନୀଶଙ୍କର ଭଞ୍ଜ(୨୫) ଓ ଶୁକୁଆସାହିର ସେକ୍‌ ଆବିଦ(୨୦)ଙ୍କୁ ଗିରଫ କରିଛି। ସେମାନଙ୍କ…

ଦୋକାନରେ ତାଲା, ଚୋରାରେ ଖୋଲାମେଲା

ଅନୁଗୋଳ ଅଫିସ, ୨୧।୪ ଲକ୍‌ଡାଉନ୍‌ ଯୋଗୁ ଅନୁଗୋଳ ଜିଲାର ସମସ୍ତ ବିଦେଶୀ ମଦ ଦୋକାନରେ ତାଲା ପଡ଼ିଛି। ତଥାପି ଚୋରା ବଜାରରେ ଖୋଲାମେଲାରେ ବିକ୍ରି ହେଉଛି ମଦ। ଚାହିଦା ଏତେ ଯେ ଚୋରା ବେପାରୀମାନେ ଦର ପ୍ରାୟ ୩ ଗୁଣା କରିଦେଇଛନ୍ତି।…

ତାଳଚେର କୋଭିଡ୍‌ ଡାକ୍ତରଖାନା ପ୍ରସ୍ତୁତ

ତାଳଚେର, ୨୧ା୪(ନି.ପ୍ର.) ତାଳଚେରସ୍ଥିତ ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ ହସ୍‌ପିଟାଲରେ ସୋମବାର ସ୍ବତନ୍ତ୍ର କୋଭିଡ-୧୯ ଡାକ୍ତରଖାନା ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri