ଅନୁଗୋଳ

ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ଜୀବନ ଗଲା

ତାଳଚେର,୫।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍‌ସିଏଲ୍‌ରେ ଥିବା ହିଙ୍ଗୁଳା କୋଇଲା ଖଣିରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଠିକା ଶ୍ରମିକ ଜଣଙ୍କ ହେଉଛନ୍ତି ଛତିଶଗଡ଼ ଅଞ୍ଚଳର ୩୮ ବର୍ଷୀୟ ସୋମେତ ଜମାଡ। ସୋମେତ…

ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍‌ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା ବ୍ଲକର…

ସୁରଟ, କୋଟାରୁ ଆସିଲେ ୧୦୫

ଅନୁଗୋଳ ଅଫିସ, ୫।୫ ସୁରଟ୍‌ ଓ କୋଟାରୁ ଦୁଇଟି ବସ୍‌ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍‌ରୁ ଗୋଟିଏ ବସ୍‌ରେ ୬୬ ଜଣ ଓ କୋଟାରୁ ୩୯ ଛାତ୍ରୀଛାତ୍ର ଆସିଥିବା ପ୍ରଶାସନ ସୂଚନା ଦେଇଛି। ସୁରଟ୍‌ରୁ ଆସିଥିବା ବସ୍‌ ଭୋର…

୧୨ ଘଣ୍ଟା ପରେ ବାଇକ୍‌ରେ ଗଲେ ୬ ପ୍ରବାସୀ

ଅନୁଗୋଳ ଅଫିସ, ୫।୫ ଓଡ଼ିଶା ଫେରିବାକୁ ଚାହଁୁଥିବା ପ୍ରବାସୀମାନଙ୍କୁ କିପରି ଅଣାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯିବ ସେ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା କରିଛନ୍ତି। ଯେଉଁମାନେ ଏଥିପାଇଁ ପଞ୍ଜୀକରଣ କରିନାହାନ୍ତି ସେମାନଙ୍କୁ ରାଜ୍ୟ ସୀମାନ୍ତ ଚେକ୍‌ଗେଟ୍‌ରେ ପଞ୍ଜୀକୃତ କରାଯାଇ ନିଜ ଅଞ୍ଚଳର…

କୋହଳ ପରେ ଗହଳି

ଅନୁଗୋଳ ଅଫିସ, ୫।୫ ଅନୁଗୋଳ ଜିଲା ଗ୍ରୀନ୍‌ ଜୋନ୍‌ରେ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ନିୟମ କୋହଳ କରାଯାଇଛି। ଫଳରେ ସୋମବାରଠାରୁ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି। ତେବେ ମଦ ଦୋକାନକୁ ଅନୁମତି ମିଳିନାହିଁ। ପ୍ରଶାସନ ଏ…

ହାତୀ ଆକ୍ରମଣରେ ଜଣେ ମୃତ: ଉତ୍ତେଜନା, ବନ ବିଭାଗ ଗାଡ଼ି ଭଙ୍ଗାରୁଜା

ବନ୍ତଳା, ୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ତଳଗଡ଼ ନୂଆଁଭୂଇଁ ସାହିର କାଳିଆ ବେହେରା (୩୦)ଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ସୁମିତ୍ରା ପାହାଡ ତଳେ ଥିବା ମିରିଗେଇ ଜଙ୍ଗଲକୁ ସକାଳେ ଛେଳି ଚରାଇବା ପାଇଁ ଯାଇଥିବାବେଳେ ଏକ…

ଅନନ୍ତ କୋଇଲା ଖଣିରେ ଦୁର୍ଘଟଣା: ଜଣେ କର୍ମଚାରୀ ମୃତ

ତାଳଚେର,୩।୫(ନି.ପ୍ର.): ଅନୁଗୋଳ ଜିଲାରେ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଖଣି କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବେଣୁଧର ବିଶ୍ୱାଳ। ତାଙ୍କ ଘର ତାଳଚେର ବ୍ଲକ ହେଁସମୂଳ ଗ୍ରାମରେ। ବେଣୁଧର ଅନନ୍ତ…

ଶ୍ରମିକଙ୍କ ବିନା ପ୍ରଗତି ଅସମ୍ଭବ

ବଅଁରପାଳ, ୧।୫(ଡି.ଏନ.ଏ.)-ଶ୍ରମିକ ହେଉଛନ୍ତି ରାଷ୍ଟ୍ର ନିର୍ମାତା। ଶ୍ରମଜୀବୀ, ଚାଷୀଙ୍କୁ ବାଦ୍‌ ଦେଇ ଦେଶ ପ୍ରଗତିର ମୂଲ୍ୟାଙ୍କନ କରିବା ନିରର୍ଥକ। ବିକାଶର ସାରଥୀ ଏହି ଦୁଇ ଗୋଷ୍ଠୀଙ୍କୁ ସମ୍ମାନ ନ ମିଳିଲେ ରାଷ୍ଟ୍ରର ବିକାଶ ଠପ୍‌ ହୋଇଯିବ ବୋଲି କହିଛନ୍ତି ଅବସରପ୍ରାପ୍ତ କର୍ମଚାରୀ…

କାର୍ଯ୍ୟାଳୟ, ବାସଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୧।୫(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ମିତ କୋଶଳା ବନପାଳ କାର୍ଯ୍ୟାଳୟ ଓ ବନରକ୍ଷୀଙ୍କ ବାସଗୃହ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ପ୍ରଦୀପ ରାଜ କରାଟ ଏହାକୁ…

ଅବକାରୀ ବିଭାଗ ରିପୋର୍ଟ ନେଇ ଚାଲିଛି ତର୍ଜମା

ଅନୁଗୋଳ ଅଫିସ, ୧।୫ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ଭାଟିରେ ଚୋରା ମଦ କାରବାର ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିବା ଜଣାଶୁଣା ବ୍ୟବସାୟୀ ବିକ୍ରମ କିଶୋର ସାହୁଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଛି। ଭାଟି ଲାଇସେନ୍ସ…

ମାଲ୍‌ ପରିବହନରେ ବାଧା ହଟାଅ

ଅନୁଗୋଳ ଅଫିସ, ୧।୫ – ଲକ୍‌ଡାଉନ୍‌ ସମୟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଫଳତାର ସହିତ କାର୍ଯ୍ୟକାରୀ କରିବାକୁ ନେଇ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନାର ଠିକ୍‌ ମୁକାବିଲା…

ପ୍ରବାସୀଙ୍କ ପାଇଁ ଚାଲିଛି ହୋଟେଲ ଖୋଜା: ଜିଲାପାଳଙ୍କ ଅନୁମୋଦନକୁ ଅପେକ୍ଷା

ଅନୁଗୋଳ ଅଫିସ, ୧।୫ – ରାଜ୍ୟ ଓ ଜିଲା ବାହାରୁ ଅନୁଗୋଳ ଜିଲାକୁ ଆସିବାକୁ ଥିବା ପ୍ରବାସୀମାନଙ୍କୁ ରଖିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ସେମାନଙ୍କ ମଧ୍ୟରୁ ଯେଉଁମାନେ ସରକାରୀ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନ ରହିବେ ସେମାନଙ୍କ ପାଇଁ ହୋଟେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?