ଅନୁଗୋଳ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.) ଛେଣ୍ଡିପଦାର ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ଯୋଗ ଶିବିରର ସଦସ୍ୟମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ୧ଶହ ଟଙ୍କା ଦାନ କରିଛନ୍ତି। ସଂଘ ଓ ଯୋଗ ଶିବିର ସଭାପତି ବିପିନବିହାରୀ ବେହେରା, ଉପସଭାପତି ରାଜକିଶୋର ସାହୁ, ସମ୍ପାଦକ…

କାଠ ଚୋରିର ହେବ ତଦନ୍ତ

କଣିହଁ।,୨୧ା୪ (ଡି.ଏନ.ଏ.) କଣିହଁ। ବନାଞ୍ଚଳ ହନୁମାନପୁର ସେକ୍ସନର ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି କାଠ ମାଫିଆମାନେ ଚୋରି କରିବାରେ ଲାଗିଛନ୍ତି। ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଇ କେବଳ ଜଙ୍ଗଲରୁ ନିଅଁା ଲିଭାଇବା…

ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ ପୋଲିସ ସୋମବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୫/୨୦ରେ ଏକ ମାମଲା…

ଲୋକଙ୍କୁ କଟକଣା, ବାବୁଙ୍କୁ ଢିଲା

ଅନୁଗୋଳ ଅଫିସ, ୨୦।୪: ଅନୁଗୋଳ ଜିଲାରେ ଲକ୍‌ଡାଉନ୍‌ କଟକଣା କଡ଼ାକଡ଼ି କରାଯାଇଛି। ଜରୁରୀ ନ ଥିଲେ ଘରୁ ନ ବାହାରିବାକୁ ସଚେତନ କରାଯାଉଛି। ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଜିଲା ବାହାରୁ କେହି ଆସିଲେ ତାଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। ଆବଶ୍ୟକ ପଡ଼ିଲେ ନିୟମ…

ଆଠମଲ୍ଲିକରୁ ଗଲା ତୁଳସୀ, ପଦ୍ମଫୁଲ

ଆଠମଲ୍ଲିକ, ୧୯ା୪(ଡି.ଏନ.ଏ.)- ଲକଡାଉନ ଯୋଗୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ତୁଳସୀ ପତ୍ର ଓ ଫୁଲର ଅଭାବ ଦେଖା ଯାଉଥିବାବେଳେ ରବିବାର ଏକ କାର୍ ଆଠମଲ୍ଲିକରୁ ପୁରୀ ଅଭିମୁଖେ ତୁଳସୀ ପତ୍ର ଓ ପଦ୍ମଫୁଲ ନେଇ ଯାଇଥିବା ଜଣାପଡିଛି। ଅନୁଗୋଳ ଜିଲାପାଳଙ୍କ…

କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ

ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍‌ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଅନେକ ବଦାନ୍ୟ ବ୍ୟକ୍ତି…

କରୋନା ଯୋଦ୍ଧାଙ୍କୁ ମିଳୁନି ଦରମା

ଅନୁଗୋଳ ଅଫିସ, ୧୯।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତ ଥିବା ୧୦୪ ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ୩ ମାସ ହେଲା ଦରମା ମିଳିନାହିଁ। ମେଡିକାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ କାରଣରୁ ଏହି କରୋନା ଯୋଦ୍ଧାମାନେ…

ଏନ୍‌ଟିପିସିରେ ହ୍ରାସ ହେବନି ବିଦ୍ୟୁତ୍‌ ଉତ୍ପାଦନ

ତାଳଚେର,୧୯ା୪(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ଉଦ୍ୟୋଗର ବିଦ୍ୟୁତ୍‌ ଉତ୍ପାଦନ ନେଇ ସିଏମ୍‌ଡି ଗୁରୁଦୀପ ସିଂ ଏବଂ ଆଞ୍ଚଳିକ ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଛି। କୌଣସି ସ୍ଥିତିରେ ପ୍ଲାଣ୍ଟର ଶକ୍ତି ଉତ୍ପାଦନ ରେ ହ୍ରାସ ଘଟିବାକୁ ଦିଆଯିବ ନାହିଁ ବୋଲି…

ବିତରଣରେ ହେରଫେର ଅଭିଯୋଗ

ଅନୁଗୋଳ ଅଫିସ, ୧୯।୪ – ଅନୁଗୋଳ ଜିଲା ଛେଳିଆପଡ଼ାସ୍ଥିତ ଖାଉଟି ଦ୍ରବ୍ୟ ବିତରକ ଜନ୍ମେଜୟ ସାହୁ (ଡିଲର ନମ୍ବର- ୦୧୦୧ପି୦୬୦) ୩ ମାସର ରାଶନ ସାମଗ୍ରୀ ଲୋକଙ୍କୁ ଦେଉ ନ ଥିବା ଅଭିଯୋଗ ହୋଇଛି। କିରୋସିନର ସରକାରୀ ମୂଲ୍ୟ ୪୧ ଟଙ୍କା…

ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୪(ନି.ପ୍ର)- ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି।…

କରୋନା ନିୟମ କଡ଼ାକଡ଼ି ପାଳନ କର

ଅନୁଗୋଳ ଅଫିସ, ୧୮।୪ – ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଏକ ସ୍ବତନ୍ତ୍ର ବୈଠକ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରି ଚଳିତ ଗ୍ରୀଷ୍ମ ସମୟରେ ଜଳକ୍ଳିଷ୍ଟ ଅଞ୍ଚଳ…

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନାହିଁ

ଅନୁଗୋଳ ଅଫିସ, ୧୮।୪ – ଶୁକ୍ରବାର ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ। କରୋନା କଟକଣା ପାଇଁ ଅନୁଗୋଳ ବିଜେଡି ପକ୍ଷରୁ ଏହାକୁ ପାଳନ କରାଯାଇ ନାହିଁ। ହେଲେ ଏହି ଅବସରରେ ଦଳ ପକ୍ଷରୁ ଏକ ରକ୍ତଦାନ ଶିବିରର ଆୟୋଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri