ଗୋଶାଳାରେ ପହଞ୍ଚିଲା ଗୋଖାଦ୍ୟ
ଅନୁଗୋଳ ଅଫିସ୍, ୨୩ା୪: ଡ୍ରିମ୍ ଫାଉଣ୍ଡେଶନ ତରଫରୁ ଅନୁଗୋଳ ଆଦିତ୍ୟ ବାହିନୀ ମାଧ୍ୟମରେ ଗୋବର୍ଦ୍ଧନ ପୀଠ ଗୋଶାଳାକୁ ଗୋଖାଦ୍ୟ ପ୍ରଦାନ କରାଯାଇଛି। ଆଦିତ୍ୟ ବାହିନୀ ମହାସଚିବ ପଣ୍ଡିତ ମାତୃ ପ୍ରସାଦ ମିଶ୍ରଙ୍କ ତତ୍ତ୍ୱାବଧାନରେ ଓଡ଼ିଶାର ବିଭିନ୍ନ ଜିଲାରୁ ଗୋବର୍ଦ୍ଧନ ପୀଠ ଗୋଶାଳାକୁ…
ସହର ସାନିଟାଇଜ୍ରେ ପଶିଲା ପଲିଟିକ୍ସ
ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ବନ୍ଦ କରାଇବା ପରେ ଏପରି ଅଭିଯୋଗ ପଦାକୁ ଆସିଛି।…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଦାନ
ବଇଣ୍ଡା, ୨୩ା୪(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ଦାନ କରାଯାଇଛି। ଏସ୍ଡିଓ ଦାମୋଦର କୈବର୍ତ୍ତ,…
ନାଲ୍କୋ ଦେଲା ୫୦ ହଜାର ମାସ୍କ
ବଅଁରପାଳ, ୨୩ା୪(ଡି.ଏନ.ଏ.) କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ନାଲ୍କୋ ପକ୍ଷରୁ ୫୦ ହଜାର ମାସ୍କ ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଏଥିସହ ପାରିପାର୍ଶ୍ୱିକ ଗ୍ରାମଗୁଡିକରେ ଲୋକଙ୍କୁ ସଚେତନ କରାଯାଉଛି। ବାହାରେ ବୁଲାବୁଲି ନ କରିବା, ସାମାଜିକ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ
ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ବିଭାଗର…
ଭାଲୁ କାମୁଡ଼ାରେ ଜଣେ ଗୁରୁତର
ପାଲଲହଡ଼ା, ୨୨ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ଖମାର ଥାନା ବଡସଡା ପଞ୍ଚାୟତ ଗୋପୀନାଥପୁର ଗ୍ରାମର ଅର୍ଜୁନ ପୂର୍ତ୍ତି(୪୦) ବୁଧବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଛେଳି ଚରାଇବାକୁ ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିବାବେଳେ ଏକ ଭାଲୁ…
୧୪, ୬୦୦ ମାସ୍କ ବାଣ୍ଟିଲେଣି ଅର୍ଜୁନ
ଆଠମଲ୍ଲିକ, ୨୨ା୪(ଡି.ଏନ.ଏ.) – ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ବ୍ୟାପକ ସଚେତନତା ଅଭିଯାନ ଚଳାଇଛନ୍ତି ଆଠମଲ୍ଲିକ ବ୍ଲକ ଓଳଥ ଗ୍ରାମର ସାମାଜିକ କର୍ମୀ ତଥା ବିଜେଡି ଯୁବ ନେତା ଅର୍ଜୁନ ସାହୁ। ସେ ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତ…
ଗହଳି ପାରିଲେନି ସମ୍ଭାଳି
ଅନୁଗୋଳ ଅଫିସ, ୨୨।୪ – ଲକ୍ଡାଉନ୍ ଘୋଷଣା ପରଠାରୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସଂଖ୍ୟା ହ୍ରାସ ପାଇଥିଲା। ହେଲେ ୨୦ ତାରିଖରୁ କିଛିଟା କୋହଳ ହୋଇଥିବା ଶୁଣିବା ମାତ୍ରେ ମଙ୍ଗଳବାର ହଠାତ୍ ରୋଗୀ ସଂଖ୍ୟା ବେଶ୍ ବଢ଼ିଯାଇଥିଲା। ବହୁ…
କାଳବୈଶାଖୀ: ମେଡିକାଲରେ ପଶିଲା ପାଣି
ପାଲଲହଡ଼ା/ଛେଣ୍ଡିପଦା/ ବଅଁରପାଳ/ମାଧପୁର/ କଣିହାଁ/ ଅନୁଗୋଳ ଅଫିସ, ୨୨।୪(ଡି.ଏନ.ଏ.) – ଅନୁଗୋଳ ଜିଲାରେ ମଙ୍ଗଳବାର କାଳବୈଶାଖୀ ବର୍ଷା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ସନ୍ଧ୍ୟାରେ ହୋଇଥିବା ପବନ ସହ ବର୍ଷା ଯୋଗୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନ୍ରେ ପାଣି ପଶିଯାଇଥିଲା। ଫଳରେ ସେଠାରେ…
ବାର ଅନୁଯାୟୀ ଖୋଲିବ ବଜାର
ଅନୁଗୋଳ ଅଫିସ, ୨୨।୪ – ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ପାଳନ କରାଯାଉଛି। ଲକ୍ଡାଉନ୍ ପରଠାରୁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହୁଛି। ତେବେ କଟକଣାରେ ସାମାନ୍ୟ…
ଶୁଖିଲା ଖାଦ୍ୟ ପ୍ରଦାନ
ଛେଣ୍ଡିପଦା, ୨୨।୪(ସ୍ବ.ପ୍ର.) – ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ କରୁଥିବା ଗାୟତ୍ରୀ ପ୍ରୋଜେକ୍ଟ ଲିମିଟେଡ କମ୍ପାନୀ ପକ୍ଷରୁ ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୩ଶହ ଗରୀବ ହରିଜନ, ଆଦିବାସୀ ପରିବାରକୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। କମ୍ପାନୀ ଭାଇସ୍ ପ୍ରେସିଡେଣ୍ଟ…
ଶୋଇଥିବାବେଳେ ମାଡ଼ିଗଲା ବୋଲେରୋ, ମହିଳା ମୃତ
ତାଳଚେର, ୨୧ା୪(ନି.ପ୍ର.)- ଘର ବାହାରେ ଶୋଇଥିବାବେଳେ ଏକ ବୋଲେରୋ ମାଡ଼ିଯିବାରୁ ତାଳଚେର ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡର ମଲ୍ଲୀ ଦାସ(୬୨)ଙ୍କ ମୃତ୍ୟୁ ଘଟିଛି। ଗରମ ହେବାରୁ ସୋମବାର ରାତିରେ ମଲ୍ଲୀ ଘର ପାଖ ଏକ ପକ୍କା ଚଟାଣରେ ଶୋଇଥିଲେ। ରାତି ପ୍ରାୟ…

