ଅନୁଗୋଳ

ଏନ୍‌ଟିପିସି ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ

ତାଳଚେର,୧୧ା୪(ନି.ପ୍ର.): କରୋନା ଭାଇରସ ସଂକ୍ରମଣ ରୋକିବାକୁ ଏନ୍‌ଟିପିସି କଣିହଁ। ବିଦ୍ୟୁତ୍‌ ପ୍ର୍ରକଳ୍ପ ପକ୍ଷରୁ ତ୍ୱରିତ ପଦକ୍ଷେପମାନ ଗ୍ରହଣ କରାଯାଉଛି। ସ୍ଥାନୀୟ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳକୁ ସାଇନିଟାଇଜ କରାଯିବା, ମେଡିକାଲ ଉପକରଣ କିଣିବା ଓ ସ୍ବତନ୍ତ୍ର ଆଇସୋଲେଶନ ୱାର୍ଡ ମଧ୍ୟ ପ୍ରସ୍ତୁତ…

ରିଲିଫ ପାଣ୍ଠିକୁ ୨୦ ହଜାର ଦାନ

ଛେଣ୍ଡିପଦା,୧୦ା୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଗ୍ରାମ କମିଟି ପକ୍ଷରୁ ମୁଖମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ଦାନ କରାଯାଇଛି। ଗ୍ରାମକମିଟି ସଭାପତି ଗୋବର୍ଦ୍ଧନ ନାୟକ, ଉପସଭାପତି ବିପିନ ବିହାରୀ ପ୍ରଧାନ, କୋଷାଧ୍ୟକ୍ଷ ଜଗବନ୍ଧୁ ସାହୁ, ଜଙ୍ଗଲ କମିଟି ସଭାପତି…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୦ ହଜାର ଦାନ

ଛେଣ୍ଡିପଦା,୯ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଗ୍ରାମ୍ୟ କମିଟି ପକ୍ଷରୁ ମୁଖମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ଦାନ କରାଯାଇଛି। ଗ୍ରାମ୍ୟ କମିଟି ସଭାପତି ଗୋବର୍ଦ୍ଧନ ନାୟକ, ଉପସଭାପତି ବିପିନ ବିହାରି ପ୍ରଧାନ, କୋଷାଧ୍ୟକ୍ଷ ଜଗବନ୍ଧୁ ସାହୁ, ଜଙ୍ଗଲ କମିଟିର ସଭାପତି…

ଅନୁଗୋଳର ବିଭିନ୍ନ ସ୍ଥାନରେ ସାନିଟାଇଜର ସ୍ପ୍ରେ

ଅନୁଗୋଳ ଅଫିସ୍, ୯ା୪- ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ବୁଧବାର ସାନିଟାଇଜର ସ୍ପ୍ରେ କରାଯାଇଛି। ଅଗ୍ନିଶମର ଦୁଇଟି ଗାଡି ଦ୍ବାରା ସହରର ବସଷ୍ଟାଣ୍ଡ, କାଞ୍ଚନଟକିଜ ରୋଡ, ଅନୁଗୋଳ କାରାଗାର, ପୌରପାଳିକା ସମ୍ମୁଖରେ ଥିବା ଏଟିଏମ ପ୍ରଭୃତି ସ୍ଥାନକୁ ବିଶୋଧନ କରାଯାଇଛି। ଅଗ୍ନିଶମ…

ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଜଣେ ଗୁରୁତର

ପବିତ୍ରନଗର,୯ା୪(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ତାଳଚେର ବନାଞ୍ଚଳ କଣିହାଁ ବ୍ଲକ ବିରୁ ଗ୍ରାମର ଭାଗବତ ଦେହୁରୀଙ୍କୁ ଗୁରୁବାର ହାତୀ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ତାଳଚେର ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର…

ଫାଟକ ଭାଙ୍ଗି ଭିତରକୁ ପଶିଗଲା ଟ୍ରକ୍‌

ତାଳଚେର/କଣିହାଁ, ୯ା୪(ନି.ପ୍ର.) : କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନ୍‌ଲୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ ଡାକ୍ତରଖାନା ପାଚେରିକୁ ଧକ୍କା ଦେଇଥିଲା। ଏଥିରେ ପାଚେରି ସହ ଡାକ୍ତରଖାନା ଫାଟକ ଭାଙ୍ଗିଯାଇଛି।…

ମାଛ ମାର୍କେଟ ବନ୍ଦ କଲା ପ୍ରଶାସନ; ପାଳନ ହେଉନି ସାମାଜିକ ଦୂରତା

ଅନୁଗୋଳ ଅଫିସ, ୯।୪: ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମାଛ ମାର୍କେଟ (ଆମିଷ ବଜାର)କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି। ମାଛ ବ୍ୟବସାୟୀଙ୍କ ସହ ଗ୍ରାହକ ସାମାଜିକ ଦୂରତା ରଖୁ…

ଅନୁଗୋଳରେ ୩୪୨୨ ବେଡ୍‌ ପ୍ରସ୍ତୁତ

ଅନୁଗୋଳ ଅଫିସ, ୯।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କାର୍ଯ୍ୟ ହାତକୁ ନିଆଯାଇଛି। ଜିଲାରେ ମୋଟ୍‌ ୨୨୫ଟି ଅସ୍ଥାୟୀ ମେଡିକାଲ କ୍ୟାମ୍ପ (ଟିଏମ୍‌ସିଏସ୍‌) ଖୋଲାଯାଇଛି। ୮ଟି ବ୍ଲକର ପ୍ରତି…

ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନିଜିଗଡ ପଞ୍ଚାୟତ ପୁରୁଣାଗଉଡ ସାହିର ଘନଶ୍ୟାମ ନାହାର। ଦୋକାନ ବଜାର, ହୋଟେଲ ଆଦି…

ଡାକବାଜି ଯନ୍ତ୍ରରେ ସଚେତନ କଲେ ଆଇଆଇସି

ମାଧପୁର, ୮ା୪- କରୋନା ସଂକ୍ରମଣ ରୋକିବାକୁ ଲୋକେ ଲକଡାଉନ କଟକଣାକୁ ସମ୍ପୂର୍ଣ୍ଣ ଭାବେ ମାନିବାକୁ ଅନୁଗୋଳ ଜିଲା ମାଧପୁର ବଜାରରେ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଆଠମଲ୍ଲିକ ଥାନା ଆଇଆଇସି ପ୍ରିୟବ୍ରତ ଦାସ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରି ଲୋକଙ୍କୁ…

ଟ୍ରକ ଧକ୍କାରେ ଡାକ୍ତରଖାନା ପାଚେରି ଭାଙ୍ଗିଲା

ତାଳଚେର, ୮ା୪(ନି.ପ୍ର.)-  କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନଲେୋଡ କରି ତାଳଚେର ଅଭିମୁଖେ ଯାଉଥିବା  ଏକ ଟ୍ରକ୍ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ ଡାକ୍ତରଖାନା ପାଚେରିକୁ ଧକ୍କା ଦେଇଥିଲା। ଏଥରେ ପାଚେରି ସହ ଡାକ୍ତରଖାନା ଫାଟକ ଭାଙ୍ଗି ଯାଇଛି…

ଅମାନିଆଙ୍କୁ ଲାଠି

ଅନୁଗୋଳ ଅଫିସ, ୮।୪- ଲକ୍‌ଡାଉନ ସମୟରେ ବାହାରେ ବୁଲାବୁଲି କରୁଥିବା ଅନୁଗୋଳର କେତେଜଣ ଅମାନିଆଙ୍କୁ ପୋଲିସ ଉତ୍ତମ ମଧ୍ୟମ ଦେଇଛି। ସେହିପରି ବଅଁରପାଳ ଅଞ୍ଚଳରେ କ୍ରିକେଟ ଖେଳୁଥିବା କେତେଜଣଙ୍କୁ ପୋଲିସ ଥାନାକୁ ଉଠାଇ ଆଣିବା ସହ ବ୍ୟାଟ୍‌, ବଲ ଓ ଉଇକେଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri