ଅନୁଗୋଳ

ଟିକିରା ନଦୀରେ ବୁଡ଼ି ଜଣେ ମୃତ

କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ପୋଲିସ ତାଙ୍କ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଘଟଣାରୁ…

କଟକଣା ଉଲ୍ଲଂଘନ, ୨୦ ଗିରଫ

ଅନୁଗୋଳ ଅଫିସ, ୧୬।୪- ଅନୁଗୋଳ ଜିଲାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ମୋଟ୍‌ ୨୦ ଜଣ ଗିରଫ ହୋଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ପାଖରୁ ୫ଟି ମୋଟର ସାଇକେଲ, ଗୋଟିଏ ଅଟୋ ରିକ୍ସା ଓ ମଦ ଜବତ କରାଯାଇଥିବା ଏସ୍‌ପି ଜଗମୋହନ ମୀନା…

ଭୂତ ବେଶରେ ସଚେତନତା

ପାଲଲହଡ଼ା, ୧୬ା୪(ଡି.ଏନ.ଏ.) ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। ଭୂତ ଭଳି ବେଶ ହୋଇ ସାଇକେଲରେ ବୁଲି କରୋନା କେତେ ଭୟଙ୍କର ତାହା ଲୋକଙ୍କୁ ବୁଝାଉଛନ୍ତି। ବିଶେଷକରି…

ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ

ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ଅପରାହ୍ନରେ ମା’ ହିଙ୍ଗୁଳା ଓ କୁଟେଇଶୁଣୀଙ୍କ ଚଳନ୍ତି ପ୍ରତିମା ଆଲମକୁ ଦିଅଁଘରୁ…

କୁଟୁରା ମାଂସ ସହ ବନ୍ଧୁକ ଜବତ, ୨ ଗିରଫ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ଶିକାର କୁଟୁରା ମାଂସ ଜବତ ସହ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆଠମଲ୍ଲିକ ଥାନା ଦୁଧିଆନାଳୀ ଗ୍ରାମର ନରେନ୍ଦ୍ର ମୁଣ୍ଡା(୪୨) ଓ ଖମ୍ବେଶ୍ୱରପାଲି ଗ୍ରାମର…

କଙ୍କାଳ ବେଶରେ କରୋନା ସଚେତନତା

ପାଲଲହଡ଼ା, ୧୫ା୪(ଡି.ଏନ.ଏ.)- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। କଙ୍କାଳ ପୋଷାକ ପିନ୍ଧି କରୋନା ରୋଗ କେତେ ଭୟଙ୍କର ସେ ନେଇ…

ବନବିଭାଗ ଦେଲା ୧ ଲକ୍ଷ

ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏ ନେଇ ଡିଏଫ୍ଓ ସମ୍ୟକ୍ ସାମନ୍ତରା ସୂଚନା ଦେଇଛନ୍ତି। ଡିଏଫ୍ଓ, ଏସିଏଫ୍, ଫରେଷ୍ଟର ଓ ଗାର୍ଡମାନେ…

୬ ବଖରା ଭସ୍ମ, ୩ ଲକ୍ଷର କ୍ଷୟକ୍ଷତି

କଣିହାଁ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଦଲକ ଗ୍ରାମରେ ବୁଧବାର ପୂର୍ବାହ୍ନ ୧୧ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଚନ୍ଦ୍ରମଣି ଗଡନାୟକ ଓ ଭୋଳା ଗଡନାୟକଙ୍କ ୬ ବଖରା ବାସଗୃହ ସହ ଗୁହାଳ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ବିଦ୍ୟୁତ ଶର୍ଟସର୍କିଟ…

୫ ଦୋକାନ ସିଲ୍‌

ଅନୁଗୋଳ ଅଫିସ, ୧୫।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ସହ ପୋଲିସ ଦିନ ରାତି କାମ କରୁଛି। ଲୋକମାନଙ୍କୁ ଘରେ ରହିବା ପାଇଁ ସଚେତନ କରାଉଛି। କିନ୍ତୁ ଅନେକ ସମୟରେ ଅମାନିଆ ଲୋକମାନେ ଅଯଥାରେ ରାସ୍ତାକୁ ଆସି…

ହିନ୍ଦ ମଜଦୁର ଶାଖା ପକ୍ଷରୁ ୫୦ ହଜାର ପ୍ରଦାନ

ତାଳଚେର, ୧୪ା୪(ଡି.ଏନ.ଏ.)- ହିନ୍ଦ ମଜଦୁର ତାଳଚେର ଶାଖା ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଶାଖା ସଦସ୍ୟମାନେ ଉପଜିଲାପାଳ ରଜନୀକାନ୍ତ ସ୍ବାଇଁଙ୍କୁ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି । ସଂଘର ସାଧାରଣ…

ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ପାଲଲହଡ଼ା, ୧୪ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ଛକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଥିବା ୩ ଦୋକାନରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି । ଏଥିରେ ପ୍ରକାଶ ସୋନକର ଓ ଗାୟତ୍ରୀ ସୋନକରଙ୍କ ଦୁଇଟି ଫଳ ଦୋକାନ ସହ…

ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ଖାଦ୍ୟ ବଣ୍ଟନ

ବଇଣ୍ଡା, ୧୪ା୪(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ପଞ୍ଚାୟତର ପ୍ରତାପପୁର, ଖୋଲାରେଗଡା, ବାଲିଖମଣ, ସୁନାରୀବେତ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ମଙ୍ଗଳବାର ପ୍ରାୟ ୨ ଶହ ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟାଯାଇଛି । ହଣ୍ଡପା ଗ୍ରାମର ଦିବାକର ସାହୁ, ବାନାମ୍ବର ପ୍ରଧାନ, ଗୋକୁଳାନନ୍ଦ ସାହୁ, ଦାମୋଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?