ଅନୁଗୋଳ

ଏନ୍‌ଟିପିସି ପ୍ଲାଣ୍ଟରେ ଭୟାଭୟ ଅଗ୍ନିକାଣ୍ଡ

ଅନୁଗୋଳ,୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା କଣିହାଁ ସ୍ଥିତ ଏନ୍‌ଟିପିସି କନ୍‌ଭର ଲାଇନ୍‌ରେ ଶନିବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ହେଲେ କେଉଁ କାରଣରୁ ନିଆଁ…

ଭାଜପାରେ ରମେଶ, ସ୍ବାଗତ କଲେ ଧର୍ମେନ୍ଦ୍ର

ଛେଣ୍ଡିପଦା,୬ା୪ (ଅଜିତ ଧଳ): ବିଜେଡି ଛାଡ଼ିବାର ୨୪ ଘଣ୍ଟା ନ ପୂରୁଣୁ ଅନୁଗୋଳ ଜିଲା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଅନୁଗୋଳ ଜିଲା କତଡାଠାରେ ଅନୁଷ୍ଠିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା କେନ୍ଦ୍ରମନ୍ତ୍ରୀ…

ଅନୁଗୋଳ, ତାଳଚେରକୁ ନେଇ ଛିଣ୍ଡୁନି ଅଡ଼ୁଆ

ଅନୁଗୋଳ,୫।୪ (ଅମିତ କୁମାର ସାମଲ):୨୦୨୪ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ଘୋଷଣା କଲା। ଉକ୍ତ ତାଲିକାରେ ଅନୁଗୋଳ ଜିଲାର ୫ ନିର୍ବାଚନମଣ୍ଡଳୀରୁ କେବଳ ପାଲଲହଡ଼ା ଓ ଛେଣ୍ଡିପଦା ପାଇଁ ପ୍ରାର୍ଥୀଙ୍କ ନାମ ରହିଲା। ତେଣୁ ଦ୍ୱିତୀୟ ପର୍ଯ୍ୟାୟରେ ଜିଲାର…

ପୁଣି ଝୁଲିଲା ଅନୁଗୋଳ, ତାଳଚେର

ଅନୁଗୋଳ,୪।୪ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ବିଜେଡି ଛେଣ୍ଡିପଦା ଓ ପାଲଲହଡ଼ା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା। ଛେଣ୍ଡିପଦାରୁ ବିଧାୟକ ସୁଶାନ୍ତ ବେହେରା ଓ ପାଲଲହଡ଼ାରୁ ବିଧାୟକ ମୁକେଶ ପାଲଙ୍କୁ ଦଳ…

ଡାକେଶ୍ୱରୀଙ୍କ ଆଶୀର୍ବାଦ ନେଇ ଧର୍ମେନ୍ଦ୍ରଙ୍କ ପ୍ରଚାର ଆରମ୍ଭ

ଅନୁଗୋଳ, (ଅମିତ କୁମାର ସାମଲ)/ ଛେଣ୍ଡିପଦା,୪ା୪ (ଅଜିତ ଧଳ)ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ବୁଧବାରଠାରୁ ବିଧିବଦ୍ଧ ଭାବେ ତାଙ୍କର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ…

ଇଷ୍ଟଦେବଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ

କଣିହାଁ,୩ା୪ (ସଚ୍ଚିଦାନନ୍ଦ ପ୍ରଧାନ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଅନୁଗୋଳ ଜିଲା କଣିହଁା ଗସ୍ତରେ ଆସି ନିଜ ଜନ୍ମମାଟି ଦଳକ ପଞ୍ଚାୟତର ନାଲମ ଗ୍ରାମର ଆରାଧ୍ୟ ତଥା ନିଜ ଇଷ୍ଟଦେବ ନୃସିଂହ ନାଥଙ୍କୁ ଦର୍ଶନ କରିଥିଲେ। ସେ ସମ୍ବଲପୁରରୁ ଭାଜପା ଏମ୍‌ପି ପ୍ରାର୍ଥୀ…

ଆଠମଲ୍ଲିକ ଭାଜପାରେ ବଢ଼ୁଛି ଦ୍ୱନ୍ଦ୍ୱ

ବଇଣ୍ଡା, ୧ା୪ (ପରିକ୍ଷିତ ସାହୁ): ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀକୁ ବିଜେଡି ଦୀର୍ଘବର୍ଷ ହେଲା ତାହାର ଗଡ଼ କରିଆସିଛି। ଗତ ପଞ୍ଚାୟତ ନିର୍ବାଚନରେ ମଧ୍ୟ ବିଜେଡି ସମସ୍ତ ଜିଲା ପରିଷଦ ଆସନ କବ୍‌ଜା କରି ଭାଜପାର ସ୍ବପ୍ନକୁ ଧୂଳିସାତ କରିଦେଇଛି।…

ସୁରେଶ୍ୱରୀ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

ବଇଣ୍ଡା,୩୧।୩(ପରିକ୍ଷିତ ସାହୁ)ଦୀର୍ଘ ୧୪ ବର୍ଷ ଧରି ଚାଷୀମାନେ ଆନ୍ଦୋଳନ ଚଳାଇଛନ୍ତି। ବର୍ଷ ବର୍ଷ ଧରି ଧାରଣା ଦେଇଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତଠାରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସରକାରୀ ପ୍ରତିଶ୍ରୁତି କେବଳ ପ୍ରତିଶ୍ରୁତିରେ…

ମା’ଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୁଅ

ଅନୁଗୋଳ,୩୦ା୩(ଅମିତ କୁମାର ସାମଲ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅଞ୍ଚଳରେ ଶନିବାର ଲୋମଟାଙ୍କୁରା ଘଟଣା ଦେଖିବାକୁ ମିଳିଛି। ମା’ଙ୍କ ଗଳା କାଟି ହତ୍ୟା କରିବା ପରେ ପୁଅ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ବଳରାମପ୍ରସାଦ ଗ୍ରାମର…

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କଲେ।…

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା ରାଜନେତା ତଥା ଏମ୍‌ପି ମହେଶ ସାହୁଙ୍କ ଭବିଷ୍ୟତକୁ ନେଇ ଏବେ ଆଲୋଚନା ଜୋର୍‌ ଧରିଛି।…

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କେବଳ ୨ଟି ପାଲଲହଡ଼ା ଓ ଛେଣ୍ଡିପଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri