ଅନୁଗୋଳ

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି। ଶଙ୍ଖ…

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିୟମ୍‌ଠାରେ ପହଞ୍ଚି ଅନୁଗୋଳ…

ରାସ୍ତା ପାର୍ଶ୍ୱରେ ବସୁଛି ହାଟ

ବଇଣ୍ଡା, ୧୬ା୫ (ପରିକ୍ଷିତ ସାହୁ)ବର୍ଷ ବର୍ଷ ହେଲା ସରକାର ରାଜସ୍ବ ଆଦାୟ କରୁଛନ୍ତି। ହେଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ସାପ୍ତାହିକ ହାଟକୁ ନେଇ ରହିଥିବା ସମସ୍ୟାର ସମାଧାନ କରାଯାଉ ନାହିଁ। ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ବସୁଥିବା…

୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ପରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଅଭିଯୋଗ ଗ୍ରହଣ…

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ ଭାଜପା…

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ ତାଳଚେରରେ…

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟରେ…

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି ଓ ବାଡ଼ିରେ ପଶି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଏପରି କି…

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ ଶୋଭାଯାତ୍ରାରେ ଆସିଥିଲେ ହେଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଫେରିଯାଇଛନ୍ତି। କେଉଁ କାରଣରୁ ନଳିନୀ ପ୍ରାର୍ଥିପତ୍ର…

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ…

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର ହେବ। ଓଡ଼ିଶାରେ ସର୍ବାଧିକ ସିଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସପକ୍ଷରେ ଯିବ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ…

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ, ଦୁର୍ନୀତିଗ୍ରସ୍ତ ଓ ଅତ୍ୟାଚାରୀ ସରକାରକୁ ବଦଳାଇବା ଦରକାର। ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?