ଅନୁଗୋଳ

ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନିଜିଗଡ ପଞ୍ଚାୟତ ପୁରୁଣାଗଉଡ ସାହିର ଘନଶ୍ୟାମ ନାହାର। ଦୋକାନ ବଜାର, ହୋଟେଲ…

ଡାକବାଜି ଯନ୍ତ୍ରରେ ସଚେତନ କଲେ ଆଇଆଇସି

ମାଧପୁର, ୮ା୪- କରୋନା ସଂକ୍ରମଣ ରୋକିବାକୁ ଲୋକେ ଲକଡାଉନ କଟକଣାକୁ ସମ୍ପୂର୍ଣ୍ଣ ଭାବେ ମାନିବାକୁ ଅନୁଗୋଳ ଜିଲା ମାଧପୁର ବଜାରରେ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଆଠମଲ୍ଲିକ ଥାନା ଆଇଆଇସି ପ୍ରିୟବ୍ରତ ଦାସ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରି ଲୋକଙ୍କୁ…

ଟ୍ରକ ଧକ୍କାରେ ଡାକ୍ତରଖାନା ପାଚେରି ଭାଙ୍ଗିଲା

ତାଳଚେର, ୮ା୪(ନି.ପ୍ର.)- କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନଲେୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ ଡାକ୍ତରଖାନା ପାଚେରିକୁ ଧକ୍କା ଦେଇଥିଲା। ଏଥରେ ପାଚେରି ସହ ଡାକ୍ତରଖାନା ଫାଟକ ଭାଙ୍ଗି ଯାଇଛି…

ଅମାନିଆଙ୍କୁ ଲାଠି

ଅନୁଗୋଳ ଅଫିସ, ୮।୪- ଲକ୍‌ଡାଉନ ସମୟରେ ବାହାରେ ବୁଲାବୁଲି କରୁଥିବା ଅନୁଗୋଳର କେତେଜଣ ଅମାନିଆଙ୍କୁ ପୋଲିସ ଉତ୍ତମ ମଧ୍ୟମ ଦେଇଛି। ସେହିପରି ବଅଁରପାଳ ଅଞ୍ଚଳରେ କ୍ରିକେଟ ଖେଳୁଥିବା କେତେଜଣଙ୍କୁ ପୋଲିସ ଥାନାକୁ ଉଠାଇ ଆଣିବା ସହ ବ୍ୟାଟ୍‌, ବଲ ଓ ଉଇକେଟ୍‌…

ବିଭ୍ରାନ୍ତି, ଭୟ ସୃଷ୍ଟି ଅଭିଯୋଗରେ ଜଣେ ଗିରଫ

ତାଳଚେର,୮ା୪(ନି.ପ୍ର.) – ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ନିରାଡ଼ମ୍ବର ଭାବେ ଓ ବିନା ଶ୍ରଦ୍ଧାଳୁରେ ଆରମ୍ଭ ହୋଇଥିବା ବେଳେ ସୋସିଆଲ ମିଡିଆରେ ଜନ ସମାଗମର ପୁରୁଣା ଫଟୋ ପୋଷ୍ଟ କରି ଲୋକଙ୍କୁ ବିଭ୍ରାନ୍ତ ତଥା କରୋନା ବ୍ୟାପିବା ନେଇ…

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ

ପାଲଲହଡ଼ା, ୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ମାଲ୍ୟଗିରି ମହାବିଦ୍ୟାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। କଲେଜ ଅଧ୍ୟକ୍ଷ ଡ. ଅନିଲ କୁମାର ମିଶ୍ର ଏବଂ ସମସ୍ତ କର୍ମଚାରୀ ନିଜ ନିଜ…

ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ କୁମାର କେରକେଟା, ମାଜିଷ୍ଟ୍ରେଟ ତଥା ଛେଣ୍ଡିପଦା ତହସିଲଦାର ଡାନିଏଲ…

ବିନା ଶ୍ରଦ୍ଧାଳୁରେ ହିଙ୍ଗୁଳା ଯାତ୍ରା

ଅନୁଗୋଳ ଅଫିସ୍/ତାଳଚେର, ୭ା୪- ଅନୁଗୋଳ ଜିଲା ତାଳଚେର ଗୋପାଳଗଡ଼ସ୍ଥିତ ଅଧିଷ୍ଠାତ୍ରି ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ମଙ୍ଗଳବାର ନିରାଡମ୍ବର ଭାବେ ପାଳନ କରାଯାଇଛି। ବିନା ଶ୍ରଦ୍ଧାଳୁ ତଥା ଭକ୍ତଙ୍କ ଉପସ୍ଥିତିରେ ମାଙ୍କ ଯଥାବିଧି ପୂଜାର୍ଚ୍ଚନା କରାଯାଇଛି । କରୋନା ସଂକ୍ରମଣ…

ମାନୁନାହାନ୍ତି ସାମାଜିକ ଦୂରତା

ଆଠମଲ୍ଲିକ ୬।୪(ଡି.ଏନ.ଏ.)- ଆଠମଲ୍ଲିକ ସହରର ବିଭିନ୍ନ କଣ୍ଟ୍ରୋଲ ଦୋକାନରେ ଚାଉଳ, ଗହମ ଓ ସରକାରଙ୍କ ଆର୍ଥିକ ସହାୟତା ନେବାକୁ ସୋମବାର ଭିଡ ଲାଗିଥିବା ଦେଖାଯାଇଥିଲା। ଏପରି କି ସାମାଜିକ ଦୂରତା ରଖିବା ନିୟର ଖୋଲା ଉଲ୍ଲଂଘନ କରାଯାଇଥିଲା। ଘରେ ଘରେ ଚାଉଳ,…

ଲାଇସେନ୍ସ ନ ଥିଲେ ମେଡିସିନ୍‌ ଦୋକାନ ବନ୍ଦ

ଅନୁଗୋଳ ଅଫିସ, ୬।୪- ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମେଡିସିନ୍‌ ଦୋକାନ ଗୁଡ଼ିକରେ ଭିଡ଼ ବଢ଼ୁଛି। ଲୋକମାନେ ସାମାଜିକ ଦୂରତାକୁ ଉଲ୍ଲଂଘନ କରୁଛନ୍ତି। ଯେଉଁ ମେଡିସିନ ଦୋକାନର ଟ୍ରେଡ ଲାଇସେନ୍ସ ନ ଥିବ ସେମାନଙ୍କୁ ପୌରପାଳିକା ପକ୍ଷରୁ ବନ୍ଦ କରିବାକୁ ନିଷ୍ପତ୍ତି…

ପୋଲିସଙ୍କୁ ଛତା ପ୍ରଦାନ

ଛେଣ୍ଡିପଦା, ୬।୪(ସ୍ବ.ପ୍ର.)-କରୋନା ମୁକାବିଲା ଲାଗି ପରିବାରକୁ ଭୁଲି ଦିନରାତି ଖଟୁଛନ୍ତି ପୋଲିସ କର୍ମଚାରୀ। କେତେକ ସ୍ଥାନରେ ଅମାନିକ ଯୁବକମାନେ ପୋଲିସ ଉପରକୁ ଆକ୍ରମଣ କରିବା ଭଳି ଘଟଣା ମଧ୍ୟ ନଜରକୁ ଆସୁଛି। କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଥିବା ଏପରି କେତେଜଣ…

ଜଙ୍ଗଲ ଜଳୁଛି, ଗ୍ରାମବାସୀ ଭୟଭୀତ

ବଇଣ୍ଡା, ୬। ୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ସାପଘରା ପଞ୍ଚାୟତ ଲକ୍ଷ୍ମୀପୁର ଜଙ୍ଗଲରେ କିଛି ଦିନ ହେଲା ନିଆଁ ଲାଗିଛି। ଜଙ୍ଗଲ ଜଳୁଥିବାରୁ ନିକଟରେ ଥିବା ସାପଘରା, ଟେଣ୍ଟୁଲି, ରାଇନାଳୀ, ଖମାର, ବାତ୍ରାଖୋଳ, ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗ୍ରାମବାସୀଙ୍କ କହିବା ମୁତାବକ, ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?