ଅନୁଗୋଳ

ବିଶ୍ୱ ଯୁବକେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବଇଣ୍ଡା, ୬।୪(ଡି.ଏନ.ଏ.)- ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବଣିନାଳୀ ବିଶ୍ୱ ଯୁବକେନ୍ଦ୍ର ସହାୟତାରେ କିଶୋରନଗର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ଯୁବକେନ୍ଦ୍ରର ସଦସ୍ୟମାନେ ହଣ୍ଡପା, କଟରଙ୍ଗା, ବିଲେଇନାଳୀ, ଗାଁବଇଣ୍ଡା, ଜାମ୍ବୁନାଳୀ, ନୁନୁକାପଶି, କଣ୍ଟେଇକୁଳିଆ,…

ସନ୍ଦିଗ୍ଧଙ୍କ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ଜିଲାରେ ଥିବା କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଭୁବନେଶ୍ୱର ପଠାଯାଇଥିଲା। ବିଶେଷକରି ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରୁ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ଜିଲାର ୩୧ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ବେଳେ ସେମାନଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରବିବାର ସୁଦ୍ଧା…

ପ୍ରବେଶ ପଥ ଜଗିଛନ୍ତି ଗ୍ରାମବାସୀ

ଛେଣ୍ଡିପଦା,୫। ୪(ସ୍ବ.ପ୍ର.)- କରୋନା ସଂକ୍ରମଣରୁ ଗଁ।କୁ ସୁରକ୍ଷା ଦେବାକୁ ଛେଣ୍ଡିପଦା ବ୍ଲକ କଣଲୋଇ ଗ୍ରାମବାସୀ ପ୍ରବେଶ ପଥରେ ଜଗିବସିବା ସହ ସ୍ବଚ୍ଛତା ଓ ସାମାଜିକ ଦୂରତା ରକ୍ଷା ପାଇଁ ଲୋକଙ୍କୁ ସଚେତନ କରୁଛନ୍ତି। ଏପରି କି ଅତି ଜରୁରୀ କାମରେ ବାହାରକୁ…

ଗୋରୁଙ୍କ ସାହାରା ସାଜିଛନ୍ତି ରୁକେଶ

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ସହରରେ ଥିବା ବୁଲା ଗୋରୁମାନେ ଖାଇବାକୁ ପାଉ ନ ଥିବା ବେଳେ ସେମାନଙ୍କ ସାହାରା ସାଜିଛନ୍ତି ସ୍ଥାନୀୟ ଯୁବକ ରୁକେଶ ରୋଷନ। ଗତ ୪ ଦିନ ହେବ ସେ ସହରରେ ବୁଲୁଥିବା ଷଣ୍ଢ, ଗୋରୁଙ୍କୁ ପନିପରିବା…

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ସ୍ବସ୍ଥ୍ୟକର୍ମୀ ସସ୍ମିତା ସାହୁ, ନାରାୟଣ…

ଅନୁଗୋଳରେ ନାହିଁ ପର୍ଯ୍ୟାପ୍ତ ପିପିଇ

ଅନୁଗୋଳ ଅଫିସ, ୫।୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବେଳେ ଡାକ୍ତର, ନର୍ସ ଓ ଅନ୍ୟ ସହଯୋଗୀମାନେ ପର୍ସନାଲ ପ୍ରୋଟେକ୍‌ଶନ୍‌ ଇକ୍ୟୁପମେଣ୍ଟ(ପିପିଇ) ପିନ୍ଧିବା ଜରୁରୀ। ନଚେତ ସେମାନେ ମଧ୍ୟ ଏହି ମାରାତ୍ମକ ଭୂତାଣୁ ଦ୍ୱାରା ସଂକ୍ରମିତ ହେବାର ଭୟ ରହିଛି। କିନ୍ତୁ ଅନୁଗୋଳ…

ମଦ ବିକ୍ରିବେଳେ ଚଢ଼ାଉ

ବଇଣ୍ଡା, ୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ଠାକୁରଗଡ ଥାନା ପୋଲିସ ଶନିବାର ରାତିରେ ସାନହୁଲା ଗ୍ରାମରେ ଚଢ଼ାଉ କରି ମଦ ବିକ୍ରି ଅଭିଯୋଗରେ କରୁଣାକର ପ୍ରଧାନଙ୍କୁ ଗିରଫ କରିଛି । ତାଙ୍କଠାରୁ ଦେଶୀ ମଦ ଜବତ କରାଯାଇ ନଂ. ୩୯/୨୦ରେ ମାମଲା ରୁଜୁ…

ଗ୍ରାମବାସୀଙ୍କୁ ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସଂକ୍ରମଣରୁ ବର୍ତ୍ତିକା ପାଇଁ ସଚେତନତା ହିଁ ଏକମାତ୍ର ମାଧ୍ୟମ । ସମସ୍ତେ ସଚେତନ ସହ ପ୍ରତି ମୁହୂର୍ତ୍ତରେ ସତର୍କ ରହିଲେ ସଂକ୍ରମଣରୁ ରକ୍ଷା ପାଇପାରିବେ । ଗ୍ରାମାଞ୍ଚଳର ସମସ୍ତ ବାସିନ୍ଦାଙ୍କୁ ଏ ନେଇ ଅବଗତ କରାଇ…

ଲକଡାଉନ ନ ମାନି ୩ ଗିରଫ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେଶରେ ଜାରି ହୋଇଥିବା ଲକଡାଉନ ଉଲ୍ଲଂଘନ ସହ ଗଣ୍ଡଗୋଳ କରିବା ଅଭିଯୋଗରେ ଅନୁଗୋଳ ଜିଲା ଠାକୁରଗଡ ଅଞ୍ଚଳରେ ୩ ଜଣଙ୍କୁ ପୋଲିସ ଶନିବାର ରାତିରେ ଗିରଫ କରିଛି । ସେମାନେ ହେଲେ ଠାକୁରଗଡ…

ବାପା, ପୁଅଙ୍କୁ ଆକ୍ରମଣ

ବଇଣ୍ଡା, ୫ା୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ବନମାଳୀପୁର ଗ୍ରାମର ଦୁଷ୍ମନ୍ତ ବେହେରା ଓ ତାଙ୍କ ବାପା ସଞ୍ଜୟ ବେହେରାଙ୍କୁ ସେହି ଗ୍ରାମର ସହଦେବ ଦେହୁରୀ ଶନିବାର ଏକ ଠେଙ୍ଗାରେ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ ହୋଇଛି । ପୋଲିସ ଏ…

ରାସ୍ତା ଜଗିବସିଛନ୍ତି ଯୁବକ

ମାଧପୁର, ୫ା୪- ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ କନ୍ଧପଡା ଗ୍ରାମ ରାସ୍ତାରେ ଜଗି ରହିଛନ୍ତି କେତେଜଣ ଯୁବକ । ଗ୍ରାମବାସୀଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା କରିବା ଉଦ୍ଦେଶ୍ୟରେ ସେମାନେ ରାସ୍ତାରେ ବାଡ଼ ଦେଇଛନ୍ତି । ଅତି ଜରୁରୀ କାମରେ ଗ୍ରାମବାସୀଙ୍କୁ…

କର୍ମଚାରୀ, ଗ୍ରାମବାସୀଙ୍କୁ ମାସ୍କ ବାଣ୍ଟିଲା କଣିହାଁ ଏନଟିପିସି

ତାଳଚେର, ୫ା୪(ନି.ପ୍ର.)- ଏନଟିପିସି କଣିହାଁ ବିଦ୍ୟୁତ ପ୍ରକଳ୍ପ ପକ୍ଷରୁ ଏହାର କର୍ମଚାରୀ, ଠିକା ଶ୍ରମିକ, ଟାଉନଶିପ୍ ଏବଂ ଏହାର ଆଖପାଖ ଅଞ୍ଚଳବାସୀଙ୍କୁ କରୋନା ସଂକ୍ରମଣରୁ ସୁରକ୍ଷିତ ରଖିବା ପାଇଁ ମାସ୍କ ବଣ୍ଟନ କରାଯାଇଛି । କମ୍ପାନୀର ସାମାଜିକ ଦାୟିତ୍ୱ ବୋଧ ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?