ଅନୁଗୋଳ

ନୂଆ ଅତିରିକ୍ତ ଜିଲାପାଳଙ୍କ ଯୋଗଦାନ

ଅନୁଗୋଳ ଅଫିସ, ୨୭।୩ : ଅନୁଗୋଳ ଜିଲାର ନୂତନ ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ସନ୍ତୋଷ କୁମାର ପ୍ରଧାନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ଦାୟିତ୍ୱ ତୁଲାଇଥିଲେ। ପ୍ରଧାନଙ୍କ ଯୋଗଦାନ ଫଳରେ…

ସଚେତନ କଲେ ଡିଏସ୍‌ପି

ବନ୍ତଳା,୨୭।୩(ଡି.ଏନ.ଏ.):ବନ୍ତଳା ଥାନା ହମାମିର ଗ୍ରାମରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗାଁ ଯୁବଗୋଷ୍ଠୀଙ୍କ ନେତୃତ୍ୱରେ ଏହାର ଆୟୋଜନ ହୋଇଥିବା ବେଳେ ଏଥିରେ ବନ୍ତଳା ଥାନା ଦାୟିତ୍ୱରେ ଥିବା ଡିଏସ୍‌ପି ସୌରଭ ଓତା ଯୋଗ ଦେଇଥିଲେ। ଗାଁର ପ୍ରବେଶପଥରେ କରାଯାଇଥିବା…

ଅର୍ଡର ଦେଲେ ଘରେ ପହଞ୍ଚତ୍ବ ରାଶନ

ଅନୁଗୋଳ ଅଫିସ, ୨୭।୩: ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଭିନ୍ନ ପାଇକାରୀ ବିକ୍ରେତାମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ହୋମ୍‌ ଡେଲିଭରି…

ଜୀବାଣୁ ନାଶକ ସିଞ୍ଚନ

ବଅଁରପାଳ,୨୭ା୩(ଡି.ଏନ.ଏ.):ନାଲ୍‌କୋ କଲୋନୀର ବିଭିନ ସ୍ଥାନରେ ଶୁକ୍ରବାର ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। କୋଅପରେଟିଭ ଛକ, ଜଗନ୍ନାଥ ମନ୍ଦିର ଛକ, ୩ ମହଲା ଛକରେ ସିଆଇଏସ୍‌ଏଫ୍‌ ସହାୟତାରେ ଏହି କାର୍ଯ୍ୟ କରାଯାଇଛି। ଏଥିସହ କରୋନା ନେଇ ଲୋକଙ୍କୁ ସଚେତନ କରାଯାଇଛି। ନାଲ୍‌କୋ ପ୍ରଶାସନିକ…

ଭୋକରେ ଡହଳବିକଳ ମାନସିକ ରୋଗୀ

ପାଲଲହଡା,୨୭ା୩(ଡି.ଏନ.ଏ.): ଲକ୍‌ଡାଉନ୍‌ ପାଇଁ ବଜାର ବନ୍ଦ। ଚା’ ଦୋକାନଠାରୁ ହୋଟେଲ ଯାଏ ସବୁଥିରେ ପଡ଼ିଛି ତାଲା। ଲୋକେ ଘରୁ ବାହାରୁ ନ ଥିବା ବେଳେ କାମ ନ ପାଇ ଦିନ ମଜୁରିଆ ଘରେ ବସି ରହିଛନ୍ତି। ହେଲେ ଅନୁଗୋଳ ଜିଲା ପାଲଲହଡ଼ା…

ତେଜରାତି ଦୋକାନରେ ଚଢ଼ାଉ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- କରୋନା ଯୋଗୁ ନିତ୍ୟ ବ୍ୟବହାର୍ଯ୍ୟ ତଥା ଅତ୍ୟାବଶ୍ୟକ ସାମଗ୍ରୀକୁ ଦୋକାନୀ ଚଢ଼ା ଦରରେ ବିକୁଥିବା  ଅଭିଯୋଗ ପାଇ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି । ଆଠମଲ୍ଲିକ ଉପଜିଲାପାଳ ଡ.…

କ୍ୱାରାଣ୍ଟାଇନରେ ରହିଲେନି, ମାମଲା ରୁଜୁ

ଅନୁଗୋଳ ଅଫିସ୍, ୨୭ା୩- ଅନୁଗୋଳ ଜିଲାକୁ ବାହାରୁ ଫେରିଥିବା ୨ ଜଣଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ସେମାନେ ଘରେ ନ ଥିବା ଭେରିଫିକେଶନ ବେଳେ ଜଣାପଡିଛି। ସମ୍ପୃକ୍ତ ୨ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଥିବା…

ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀଙ୍କ ପରିବାର ପକ୍ଷରୁ ଶୁକ୍ରବାର ଠାକୁରଗଡ ଥାନାରେ ଏ ନେଇ ଲିଖିତ ଅଭିଯୋଗ…

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟ ମଧ୍ୟ ଜାରି ରହିଛି। ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର…

ଦୂରତା ଚିହ୍ନଟ କଲା ପୋଲିସ

ବଇଣ୍ଡା/ଆଠମଲ୍ଲିକ, ୨୬।୩ (ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା ଅଞ୍ଚଳରେ ଗୁରୁବାର ପୋଲିସ ପକ୍ଷରୁ ବିଭିନ୍ନ ଦୋକାନ ସମ୍ମୁଖରେ ଦୂରତା ଚିହ୍ନଟ କରାଯାଇଛି। ହଣ୍ଡପା ଥାନା ଏଏସ୍‌ଆଇ କୁନା ବାରିକ ବଇଣ୍ଡା ଛକର…

ଆଳୁ ବିକିଲା ଯୋଗାଣ ବିଭାଗ

ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍‌ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ…

ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ ହାଟରେ ଆଳୁ, ପିଆଜ ମିଳିନାହିଁ। ଫଳରେ ଏହି ହାଟ ଉପରେ ନିର୍ଭରଶୀଳ ବହୁ ପଞ୍ଚାୟତବାସୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri