କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ
ଅନୁଗୋଳ ଅଫିସ୍, ୨୨।୩ – କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ, କଲେଜ, ଶପିଂମଲ୍, ଫିଲ୍ମ ହଲ୍, ଧର୍ମାନୁଷ୍ଠାନ ଆଦି ଜିଲା ପ୍ରଶାସନ...
ଲକ୍ଡାଉନ୍ ହେଲା ଅନୁଗୋଳ ଜିଲା
ଅନୁଗୋଳ ଅଫିସ୍, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର...
ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା
ବଇଣ୍ଡା,୨୨।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ ପାଣି ଦୂଷିତ ହେବା ସହ ଶତାଧିକ ମାଛ ମରି ଭାସୁଛନ୍ତି। ଏ...
ବାହାରୁ ଆସିଥିବା ଲୋକଙ୍କୁ ନେଇ ଭୟ
ଅନୁଗୋଳ ଅଫିସ୍, ୨୧।୩ କରୋନାକୁ ନେଇ କଟକଣା ବଢ଼ୁଥିବା ବେଳେ ସହରଠାରୁ ଗଁା ଯାଏ ସବୁଠି ଏବେ ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ଏପରି କି ସଂକ୍ରମଣର କୌଣସି ଲକ୍ଷଣ ନ ଥିଲେ ମଧ୍ୟ ଜଣେ ଅନ୍ୟ ଜଣଙ୍କୁ ସନ୍ଦିଗ୍ଧ...
୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା
ଅନୁଗୋଳ ଅଫିସ୍, ୨୧।୩ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସମସ୍ତ ଛାତ୍ରାବାସକୁ ଆସନ୍ତା ୨୫ ତାରିଖଠାରୁ ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ...
କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ
ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ କୋଟିଏରୁ ଅଧିକ ଟଙ୍କାର କଦଳୀ ଫସଲ ଉଜୁଡି ଯାଇଛି। ଫଳରେ ଚାଷୀମାନେ...
ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଏଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ଖବର...
ମାଈ ହାତୀ ମୃତଦେହ ଉଦ୍ଧାର
ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ ପି, ବାଘମୁଣ୍ଡା ବିଟର ଫରେଷ୍ଟର ଓ ବନକର୍ମଚାରୀ ପହଞ୍ଚି ମୃତଦେହ...
ବିବାଦୀୟ ସ୍ଥାନରେ ଦୋକାନ ଅନୁମତି
ଅନୁଗୋଳ ଅଫିସ୍, ୧୯।୩: ଅନୁଗୋଳ ବସ୍ଷ୍ଟାଣ୍ଡ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖ ଏକ ବିବାଦୀୟ ସ୍ଥାନରେ ଦୋକାନ ଖୋଲିବାକୁ ପୌରପାଳିକା ପକ୍ଷରୁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି। ପୂର୍ବରୁ ସେହି ସ୍ଥାନରେ ଏକ ଦୋକାନ ଖୋଲିବାକୁ ନେଇ ବିବାଦ...
ଖୋଲିବ ୨୩୫ କ୍ବାରାଣ୍ଟାଇନ୍ ହୋମ୍
ଅନୁଗୋଳ ଅଫିସ୍, ୧୯।୩: କରୋନା ସନ୍ଦିଗ୍ଧଙ୍କ ନିମନ୍ତେ ପ୍ରତି ଜିଲାରେ ପଞ୍ଚାୟତ ଓ ସଦର ମହକୁମାର ବିଦ୍ୟାଳୟଗୁଡ଼ିକରେ କ୍ବାରାଣ୍ଟାଇନ୍ ହୋମ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳରେ ମୋଟ୍ ୨୩୫ଟି କ୍ବାରାଣ୍ଟାଇନ୍ ହୋମ ଖୋଲିବ ବୋଲି...
କ୍ୱାରାଣ୍ଟାଇନରେ ୨୧ ଜଣ
ଅନୁଗୋଳ ଅଫିସ୍, ୧୯।୩: ବାହାର ରାଜ୍ୟ ତଥା ଦେଶରୁ ଅନୁଗୋଳକୁ ଫେରିଥିବା ମୋଟ ୨୧ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏ ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଏବେ ସୁଦ୍ଧା କେବଳ ଅନୁଗୋଳ ସହରକୁ ୭...
ବିଦେଶ ଫେରନ୍ତାଙ୍କ ତଥ୍ୟ ସଂଗ୍ରହ
ଅନୁଗୋଳ ଅଫିସ୍, ୧୯।୩ : ଅନୁଗୋଳ ଜିଲାରେ କରୋନା ମୁକାବିଲା କରିବାକୁ ଜିଲା ପ୍ରଶାସନ ତପତ୍ର ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସ ସରିବା ପରେ ଅଧିକାରୀମାନେ ସଜାଗ ରହିଛନ୍ତି। ବିଦେଶ ତଥା ଆକ୍ରାନ୍ତ ରାଜ୍ୟ ଫେରନ୍ତାଙ୍କ...
Archives


