ଅନୁଗୋଳ

ହାଣ୍ଡି, କଡ଼େଇ ଉଠାଇଆଣିଲା ପୋଲିସ

ଅନୁଗୋଳ ଅଫିସ, ୩।୪ – କରୋନା ସଂକ୍ରମଣ ଆଶଙ୍କା ସତ୍ତ୍ୱେ ଲୋକେ ଲକ୍‌ଡାଉନ୍‌କୁ ବେଖାତିର କରି ଭୋଜି କରିବା ଓ ତେଲଭାଜି ଦୋକାନ ଖୋଲିବା ଅନୁଗୋଳ ପୋଲିସର ଚିନ୍ତା ବଢ଼ାଇ ଦେଇଛି। ବୁଧବାର ସନ୍ଧ୍ୟାରେ ସହର ଉପକଣ୍ଠରେ ଏପରି କିଛି ଚାଲିଥିବା…

କଟକଣା ଫାଙ୍କି କାମ

ବଇଣ୍ଡା, ୩ା୪(ଡି.ଏନ.ଏ.) – କରୋନା ମୁକାବିଲା ପାଇଁ ଲକ୍‌ଡାଉନ ସହ ସାମାଜିକ ଦୂରତା ରକ୍ଷା ଭଳି ବିଭିନ୍ନ କଟକଣା ଜାରି ହୋଇଥିଲେ ହେଁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁବଇଣ୍ଡା ପଞ୍ଚାୟତ ବଡହୁଲାଠାରେ ଥିବା ରାଇସ୍‌ ମିଲ୍‌ରେ ଏହାର ଉଲ୍ଲଂଘନ କରାଯାଇଥିବା…

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ ଶିମିଳିପଡାର ଜଣଙ୍କ ଘରେ ରହିବା ସହ ସ୍ଥାନୀୟ ମସଜିଦକୁ ମଧ୍ୟ ଯାଇଥିବା ପୋଲିସ ପକ୍ଷରୁ…

ସପ୍ତାହରେ ତିଆରି କଲେଣି ୨୦ ହଜାର ମାସ୍କ

ଛେଣ୍ଡିପଦା,୧।୪(ସ୍ବ.ପ୍ର.) – କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ଅନେକ ଲୋକ ମାସ୍କ ବ୍ୟବହାର କରୁଛନ୍ତି। ଏଥିଯୋଗୁ ବଜାରରେ ମାସ୍କର ଅଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ମାସ୍କ ତିଆରି କରି ଲୋକଙ୍କୁ ଯୋଗାଇବାକୁ ଅଣ୍ଟା ଭିଡ଼ିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା…

କଷ୍ଟ ଦେଉଛି କଟକଣା

ବଅଁରପାଳ, ୧ା୪(ଉପେନ୍ଦ୍ର ରାଉତ) – ଦୈନିକ କିଛି ରୋଜଗାର କଲେ ଚୁଲି ଜଳୁଥିଲା। ଛୁଆପିଲାଙ୍କ ପେଟକୁ ଦାନା ଯାଉଥିଲା। ହେଲେ ଏବେ କରୋନା କଟକଣା ଜୀବନକୁ କଷ୍ଟକର କରିଦେଇଛି। ଦୁଇ ଓଳି ଦୁଇ ମୁଠା ଖାଇବା ଯୋଗାଡ଼ ପାଇଁ ସଂଘର୍ଷ କରିବାକୁ…

ପୂର୍ବାହ୍ନରେ ଫେରାଇଦେଲେ, ଅପରାହ୍ନରେ ବାଣ୍ଟିଲେ

ଅନୁଗୋଳ ଅଫିସ, ୧।୪: କରୋନା ମୁକାବିଲା ପାଇଁ ସୋମବାର ଅନୁଗୋଳ ଜିଲାରେ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି କରାଯାଇଥିଲା। ମଙ୍ଗଳବାର ସେମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରାଯିବାର ଥିଲା। ଏଥିପାଇଁ ପୂର୍ବାହ୍ନରେ ମେଡିକାଲ ପରିସରରେ ଷ୍ଟାଫ୍‌ମାନେ ପହଞ୍ଚି ଯାଇଥିଲେ। ହେଲେ ନବନିଯୁକ୍ତ କର୍ମଚାରୀଙ୍କ…

Featured Video Play Icon

ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ବାଡ଼େଇବା ଅଭିଯୋଗ: ଭିଡ଼ିଓ ଭାଇରାଲ

ବନ୍ତଳା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ରାସ୍ତାରେ ଯାଉଥିବା କେତେଜଣ ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏହି ସମୟର ଏକ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…

କୂଅରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ବଇଣ୍ଡା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ମାମୁରିଝରଣ ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ମଙ୍ଗଳବାର ସାନହୁଲା ପଞ୍ଚାୟତ ଜୟପୁର ଗ୍ରାମର ମୋହନ ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏ ସଂକ୍ରାନ୍ତରେ ଠାକୁରଗଡ ପୋଲିସ ନଂ. ୬/୨୦ରେ…

ସପ୍ତାହେରେ ତିଆରି କଲେଣି ୨୦ ହଜାର ମାସ୍କ

ଛେଣ୍ଡିପଦା,୩୧୩(ସ୍ବ.ପ୍ର.)- କରୋନା ସଂକ୍ରମଣ ଯୋଗୁ ବଜାରରେ ମାସ୍କର ଅଭାବକୁ ଦୃଷ୍ଟିରେ ରଖି ଏହାକୁ ତିଆରି କରି ଲୋକଙ୍କୁ ଯୋଗାଇବାକୁ ଅଣ୍ଟା ଭିଡ଼ିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତର ନାରୀଶକ୍ତି ଉତ୍ପାଦିକା ଦଳ। ଓଡ଼ିଶା ଜୀବିକା ମିଶନ ପକ୍ଷରୁ ଅନୁଗୋଳ…

ଚିହ୍ନଟ ହେଲା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ

ତାଳଚେର,୩୧ା୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ସୋମବାର ନିଶାର୍ଦ୍ଧରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପଛ ପାଖ ପୂର୍ବ ଦିଗରେ ଜଗତିଢିପଠାରେ ମା’ ଅଗ୍ନିରୂପା ଆବିିର୍ଭାବ ହୋଇଛନ୍ତି। ସୋମବାର ମଧ୍ୟରାତ୍ରରେ ଦେହୁରୀ ମା’ଙ୍କୁ ଶାବରୀ ମନ୍ତ୍ରରେ…

ଲକଡାଉନ ନ ମାନି ୨ ଗିରଫ

ବଇଣ୍ଡା, ୩୦ା୩(ଡି.ଏନ.ଏ.)- କରୋନା ପାଇଁ ଭାରତ ସରକାର ୨୧ ଦିନ ସାରା ଦେଶରେ ଲକଡାଉନ ଜାରି କରିଥିବାବେଳେ ଏହି କଟକଣା ନ ମାନି ୨ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଅନୁଗୋଳ ଜିଲା ଠାକୁରଗଡ଼ ଥାନା ତାଳମଳିହା ଗ୍ରାମର ବଲୁସନ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପୁରୁଣାକୋଟ ଥାନା କରତପଟା ବିଟ ଅଧୀନ କରଡ଼ାଶିଙ୍ଗ ଗ୍ରାମରେ ସୋମବାର ସକାଳେ ଭାଲୁ ଆକ୍ରମଣରେ ଜିତୁ ଦେହୁରୀ (୨୫) ଗୁରୁତର ହୋଇଛନ୍ତି। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବନ ବିଭାଗ ଜରିଆରେ ଜିଲା ମୁଖ୍ୟ ଚିକିତ୍ସାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?