ଅନୁଗୋଳ

କାନ୍ଥ ତାଡ଼ି ୧୫ ମୋବାଇଲ, କମ୍ପ୍ୟୁଟର ଚୋରି

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ଛକ କନକ ଦୁର୍ଗା ବଜାରରେ ରବିବାର ରାତିରେ ଖାଲଙ୍ଗା ଗ୍ରାମର ପ୍ରଦୀପ ପ୍ରଧାନ (୩୩) ଙ୍କ ମୋବାଇଲ ଦୋକାନରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ କାନ୍ଥ ତାଡ଼ି ୧୫ଟି ମୋବାଇଲ, ହାର୍ଡ ଡିସ୍କ,…

କଟକଣା ମାନୁନାହାନ୍ତି ଲୋକେ, ବ୍ୟାଙ୍କରେ ଭିଡ଼

ଆଠମଲ୍ଲିକ/ବନ୍ତଳା, ୩୦ା୩(ଡି.ଏନ.ଏ.)- କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା କଟକଣା ନ ମାନି ସୋମବାର ଅନୁଗୋଳ ଜିଲାର ବିଭିନ୍ନ ବ୍ୟାଙ୍କର ଲୋକେ ଗହଳି ଜମାଇଥିବା ଦେଖତ୍ବାକୁ ମିଳିଛି । ଆଠମଲ୍ଲିକ ସଦର ମହକୁମା ଇଣ୍ଡିଆନ ବ୍ୟାଙ୍କ ସମ୍ମୁଖରେ ଭତ୍ତା ପାଇଁ ବହୁ…

ମନ୍ଦିର ପରିସରରେ ଚିକେନ କରି ଖାଇବା ପଡ଼ିଲା ମହଙ୍ଗା: ୩ ପୂଜକ କୋର୍ଟ ଚାଲାଣ

ତାଳଚେର,୩୦।୩(ନି.ପ୍ର.): ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବା ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ତାଳଚେର ପୋଲିସ ୩ ଜଣ ପୂଜକଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ତାଳଚେର ଥାନାରେ କେସ୍‌…

ଲକଡାଉନବେଳେ ଉଦାହରଣ ସୃଷ୍ଟି କଲେ ପୁଅ: ୩ ଜଣରେ ସାରିଲେ ବାପାଙ୍କ ଦଶାହ କର୍ମ

ବନ୍ତଳା, ୨୯ା୩(ଡି.ଏନ.ଏ.)- କରୋନା ସଂକ୍ରମଣ ରୋକିବାକୁ ସରକାର ଲକଡାଉନ ଜାରି କରିଛନ୍ତି । ଲୋକେ ଯେପରି କୌଣସି ସ୍ଥାନରେ ଏକାଠି ନ ହେବେ ଏବଂ ପଦାକୁ ନ ବାହାରିବେ ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅନେକ ସ୍ଥାନରେ ଲୋକେ…

ହାଟରେ ଶତାଧିକ ଲୋକଙ୍କ ଭିଡ଼

ବନ୍ତଳା, ୨୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ସତ୍ତ୍ୱେ ଏହାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳିଛି । ରବିବାର ଅନୁଗୋଳ ଛକଠାରେ ସାପ୍ତାହିକ ହାଟ ଥିବାରୁ ସେଠାରେ ଏକ ସଙ୍ଗରେ ଶହ ଶହ ଲୋକ ରୁଣ୍ଡ ହୋଇଯାଇଥିଲେ। ଜିଲାର…

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ବଇଣ୍ଡା, ୨୯ା୩(ଡି.ଏନ.ଏ.)- କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଜନତା ମହାବିଦ୍ୟାଳୟ ଓ କିଶୋରନଗର ଡିଗ୍ରୀ କଲେଜ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । କଲେଜ ଅଧ୍ୟକ୍ଷ ଏବଂ ଅଧ୍ୟାପକମାନେ ସେମାନଙ୍କ ଗୋଟିଏ ଦିନର…

ବସିଲା କୁଲାଡ଼ ହାଟ: ଗହଳି ନ କରି ଶାନ୍ତିଶୃଙ୍ଖଳାରେ ପରିବା କିଣିଲେ ଲୋକେ

ବଅଁରପାଳ,୨୯।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲାର ବଅଁରପାଳ ବ୍ଲକ କୁଲାଡ ଏଫ୍‌ସିଆଇ ଛକଠାରେ ରବିବାର କୁଲାଡ଼ ହାଟ ବସିଛି। ଲକ୍‌ଡାଉନ୍‌ ଲାଗି ଅନୁଗୋଳ ହାଟ ବନ୍ଦ ହୋଇଥିବା ବେଳେ କୁଲାଡ଼ ହାଟକୁ ବହୁ ଚାଷୀ ଆସି ପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରିଛନ୍ତି।…

ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା, ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ ଖାଇବାକୁ ପାଉ ନ ଥିବା ଏକ ଭିଡିଓରେ ଜଣାଇଛନ୍ତି। ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ…

ପଞ୍ଚାୟତରେ ସରିନି ଆଇସୋଲେଶନ ସେଣ୍ଟର

ଅନୁଗୋଳ ଅଫିସ, ୨୯।୩ – କରୋନା ସଂକ୍ରମଣ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ସହ ଏହାର ମୁକାବିଲାକୁ ଅଧିକ ଶାଣିତ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନୁଗୋଳ ଜିଲା ପ୍ରଶାସନ ମଧ୍ୟ ଏ ନେଇ ଘନ…

ସମସ୍ୟା ଥିଲେ ଜଣାଅ: ଏସ୍‌ପି

ଅନୁଗୋଳ ଅଫିସ, ୨୯।୩ – ଲକ୍‌ଡାଉନ୍‌ ବେଳେ ଅନୁଗୋଳ ଜିଲାବାସୀଙ୍କୁ ସହାୟତା ପାଇଁ ପୋଲିସ ଓ ପ୍ରଶାସନ ସର୍ବଦା ପ୍ରସ୍ତୁତ ରହିଛି। ଯଦି କେହି କୌଣସି ସମସ୍ୟା ଅନୁଭବ କରୁଛି ତା’ହେଲେ ନିଜ ଅଞ୍ଚଳର ଉପଖଣ୍ଡ ଅଧିକାରୀ ଓ ଥାନାକୁ ଯୋଗାଯୋଗ…

ବନ୍ଦ ହେଲା ଅନ୍‌ଲାଇନ୍‌ ଟିକେଟ ବ୍ୟବସ୍ଥା

ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ ଦୋକାନ ଯାଏ ସବୁଠି ଲକ୍ଷ୍ମଣରେଖା ଟଣାଯାଇଛି। ତେବେ ଶନିବାରଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିପାଇଁ ପ୍ଲାଣ୍ଟର ସିଜିଏମ୍‌ଙ୍କ ନେତୃତ୍ୱରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?