ଅନୁଗୋଳ

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟ ମଧ୍ୟ ଜାରି ରହିଛି। ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର…

ଦୂରତା ଚିହ୍ନଟ କଲା ପୋଲିସ

ବଇଣ୍ଡା/ଆଠମଲ୍ଲିକ, ୨୬।୩ (ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା ଅଞ୍ଚଳରେ ଗୁରୁବାର ପୋଲିସ ପକ୍ଷରୁ ବିଭିନ୍ନ ଦୋକାନ ସମ୍ମୁଖରେ ଦୂରତା ଚିହ୍ନଟ କରାଯାଇଛି। ହଣ୍ଡପା ଥାନା ଏଏସ୍‌ଆଇ କୁନା ବାରିକ ବଇଣ୍ଡା ଛକର…

ଆଳୁ ବିକିଲା ଯୋଗାଣ ବିଭାଗ

ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍‌ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ…

ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ ହାଟରେ ଆଳୁ, ପିଆଜ ମିଳିନାହିଁ। ଫଳରେ ଏହି ହାଟ ଉପରେ ନିର୍ଭରଶୀଳ ବହୁ ପଞ୍ଚାୟତବାସୀ,…

ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ଯାତ୍ରା ବନ୍ଦ…

ଟୋକନଧାରୀଙ୍କଠାରୁ ଧାନ କିଣ: ଜିଲାପାଳ

ପାଲଲହଡା,୨୫।୩(ଡି.ଏନ.ଏ.)- ଟୋକନ ଥାଇ ମଧ୍ୟ ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ୧୧ଟି ସମବାୟ ସମିତିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ନେଇ ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କୁ…

ସ୍କୁଲ, ଘର ଭାଙ୍ଗିଲା ଦନ୍ତା

ପାଲଲହଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ବ୍ଲକ ଝାରବେଡାର ରାଇପାଳ ବରବାହାଳି ଜୁଆଙ୍ଗ ସାହିରେ ବୁଧବାର ଏକ ଦନ୍ତା ହାତୀ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ଗଁାରେ ଥିବା ପ୍ରାଥମିକ ବିଦ୍ୟାଳୟ ଝରକା ଭାଙ୍ଗି ସମସ୍ତ ଆସବାବପତ୍ର ନଷ୍ଟ କରିଛି। ଏଥିସହ ସ୍କୁଲ…

୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ଘଟଣା: ତଦନ୍ତ କଲେ ଜିଲା ପଞ୍ଚାୟତ ଅଧିକାରୀ

ପାଲଲହଡା,୨୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବାଲିପଶି ପଞ୍ଚାୟତର ସରପଞ୍ଚ ବାବୁଲି ନାୟକଙ୍କ ନଁ।ରେ ୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ହୋଇଥିଲା। ଏ ନେଇ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ଜିଲା ପଞ୍ଚାୟତ ଅଧିକାରୀ ଗୁରୁଭା ସିଂ ଉକ୍ତ ଅଭିଯୋଗର…

୧୪୭ ଫେରନ୍ତା ଶ୍ରମଜୀବୀ ପଞ୍ଜୀକୃତ

ବଇଣ୍ଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ପ୍ରଶାସନ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜ୍ୟ ବାହାରୁ ଫେରିଥିବା ୧୪୭ ଶ୍ରମଜୀବୀ ବୁଧବାର ନାମ ପଞ୍ଜୀକରଣ କରିଛନ୍ତି। ସେମାନେ ସମସ୍ତେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ସହ ହୋମ କ୍ୱାରାଣ୍ଟାଇନରେ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ…

ପେନସନ ଦାନ କଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୨୫।୩(ସ୍ବ.ପ୍ର.)- କରୋନା ଭାଇରସ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମାସକର ପେନସନ ଦାନ କରିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା। ସେ ପେନସନ ବାବଦ ୩୦ ହଜାର ଟଙ୍କାର ଚେକ୍‌ ବୁଧବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ବିଡିଓ…

ବାହାନା କରି ବୁଲୁଛନ୍ତି: ୨୫ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍‌, ୨୫ା୩- କରୋନା ସଂକ୍ରମଣକୁ ରୋକିବା ପାଇଁ ପୂରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଥିଲେ ହେଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଏହି କଟକଣା ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଜରୁରୀ କାମ ନ ଥିଲେ ବି ଅନେକ ଲୋକ…

ପ୍ରଶାସନ ଟାଣିଲା ଲକ୍ଷ୍ମଣ ରେଖା

ଅନୁଗୋଳ ଅଫିସ, ୨୫।୩- ଲକ୍‌ଡାଉନ ଘୋଷଣା ପରଠାରୁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଅନୁଗୋଳ ସହରର ବିଭିନ୍ନ ଦୋକାନରେ ଭିଡ଼ ବଢ଼ୁଛି। ବୁଧବାର ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସହର ପରିଦର୍ଶନ କରି ଏପରି ଭିଡ଼ ନ ଲଗାଇବାକୁ କହିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?