ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର
ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍ସିଆଇ ଛକରୁ ନାଲ୍କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା ସମୟରେ ଭିଡ଼ ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଏଠାରେ ଅସ୍ଥାୟୀ ଭାବେ ପରିବା ବଜାର ପାଇଁ…
ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ
ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ ନାହିଁ। ବିଭିନ୍ନ ଓ୍ବାର୍ଡରୁ ଏ ନେଇ ବିରୋଧ ଉଠିବା ପରେ ପୌରପାଳିକା ପୁଣି ଗଳା…
ରାଜନୈତିକ ସମୀକରଣ ଦେଖି ରଣନୀତି
ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଆଠମଲ୍ଲିକରେ ରାଜନୈତିକ ଅଙ୍କକଷା ଜାରି ରହିଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି…
ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା
ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ କରିଛନ୍ତି ଆୟତ୍ତ। ଏଥିପାଇଁ ପଞ୍ଚାୟତ ପକ୍ଷରୁ ସେମାନଙ୍କୁ ସମ୍ମାନିତ କରାଯାଇଛି। ଅନୁଗୋଳ ଜିଲା ପାଲଲହଡ଼ା…
ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା
ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ ମେ ୨୫ ତାରିଖରେ ଭୋଟ୍ଗ୍ରହଣ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ…
ଅନୁଗୋଳ ଜିଲାରେ ୧୬୫ ବୁଥ୍ ସମ୍ବେଦନଶୀଳ
ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି…
ଅନୁଗୋଳରେ ବିଗୁଡୁଛି ଆଇନଶୃଙ୍ଖଳା ସ୍ଥିତି
ଅନୁଗୋଳ, ୧୩।୩ (ଅମିତ କୁମାର ସାମଲ): ଅନୁଗୋଳ ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଛି। ତାରିଖ ପରେ ତାରିଖ ଧାର୍ଯ୍ୟ ହେଉଥିଲେ ମଧ୍ୟ କାମ ସମ୍ପୂର୍ଣ୍ଣ ହେଉନାହିଁ। ଫଳରେ ଅଧାପନ୍ତରିଆ…
ବିକାଶ ଠାରୁ ଦୂରରେ ବିଲେଇସାହି
ବଇଣ୍ଡା,୧୩।୩(ପରିକ୍ଷିତ ସାହୁ): ଗ୍ରାମାଞ୍ଚଳର ସହରୀକରଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ପାଇପ୍ ପାଣି, ପକ୍କା ରାସ୍ତା, ନଦୀ ଓ ନାଳ ଉପରେ ପୋଲ ନିର୍ମାଣ ଦିଗରେ ଧ୍ୟାନ ଦେଉଛନ୍ତି। ହେଲେ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ଠାରୁ ମାତ୍ର ୧ କିଲୋମିଟର…
ଦଳରୁ ନିଲମ୍ବିତ, କିନ୍ତୁ ଗ୍ରୁପ୍ ଆଡମିନ୍
ଅନୁଗୋଳ, ୧୩ା୩ (ଅମିତ କୁମାର ସାମଲ): ଅନୁଗୋଳ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦେବାକୁ ଏକ ସାମାଜିକ ଗଣମାଧ୍ୟମ ଗ୍ରୁପ୍ କରାଯାଇଛି। କିନ୍ତୁ ଏହି ଗ୍ରୁପ୍ର ଆଡମିନ୍ ତାଲିକାରେ ଅଛନ୍ତି ଦଳରୁ ନିଲମ୍ବିତ ହୋଇଥିବା ୨ କର୍ମୀ।…
ସଂଯୋଗ ବିଚ୍ଛିନ୍ନ ପରେ ପ୍ରଶାସନର ତନାଘନା
ଅନୁଗୋଳ,୮ା୩(ଅମିତ କୁମାର ସାମଲ): ଅନୁଗୋଳରେ ନିର୍ମାଣ ହୋଇଛି ବିଶ୍ୱସ୍ତରୀୟ ଲାଇବ୍ରେରି ବ୍ଲାକ ଡାଇମଣ୍ଡ। ହରିମୌରି ଛକ ନିକଟରେ ନିର୍ମିତ ଏହି ଲାଇବ୍ରେରି ଗତ ଡିସେମ୍ବର ୮ରେ ଉଦ୍ଘାଟିତ ହୋଇଥିଲା। ହେଲେ ଉଦ୍ଘାଟନ ପରଠାରୁ ଏହାର ବିଦ୍ୟୁତ୍ ବିଲ୍ ବକେୟା ରହିଛି। ଏପରି…
ପରିବାରବାଦ ରାଜନୀତିରୁ ବାହାରିପାରେ ଅନୁଗୋଳ
ଅନୁଗୋଳ, ୭।୩ (ଅମିତ କୁମାର ସାମଲ): ଦୀର୍ଘ ୨୪ ବର୍ଷର ବିଜେଡି ନେତୃତ୍ୱାଧୀନ ସରକାରରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଲିଛି ପରିବାରବାଦ ରାଜନୀତି। ୨୦୦୦ ମସିହାରୁ ଏହି ଆସନ ରଜନୀକାନ୍ତ ସିଂହଙ୍କ ପରିବାର ଅକ୍ତିଆରରେ ରହିଆସିଛି। ୨୦୦୦ ନିର୍ବାଚନରେ ରଜନୀକାନ୍ତଙ୍କ ପିତା…
ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ
ମାଧପୁର,୫।୩(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ବେହେରାପଡା ଛକ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମର ରାକେଶ ବିଶ୍ୱାଳ। ରାକେଶ ଏକ ମହୁଲ ଗଛ ନିକଟରେ…
Archives


