ଅନୁଗୋଳ

କଲମ ହାତରେ କୋଡ଼ି କୋଦାଳ

ଖମାର,୨୭ା୬ – କୋଡି କୋଦାଳ ଧରି ମାଟି ହାଣିବା ପରି ଶରୀର ହୋଇନି। ମୂଲ ଖଟିବାର ବୟସ ଆସିନାହିଁ। ପରିବାର ବୋଝ ଉଠାଇବାର ସମୟ ମଧ୍ୟ ନୁହେଁ। ହେଲେ ସେକଥା ଭାବିବାକୁ ବେଳ ନାହିଁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ...

ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନ

ଅନୁଗୋଳ ଅଫିସ, ୨୬।୬ ରୋଗୀଙ୍କୁ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୮ ଶୀତତାପ ନିୟନ୍ତ୍ରକ (ଏସି) ଲଗାଯାଇଥିଲା। ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରୁ ଏଥିପାଇଁ ଅର୍ଥ ନିଆଯାଇଥିବା ବେଳେ ପ୍ରଶାସନର ନିର୍ଦ୍ଦେଶ ଠିକ୍‌ ଭାବେ ପାଳନ କରାଯାଇ...

ଝଞ୍ଜିରିବାହାଳରେ ଅଗ୍ନିକାଣ୍ଡ: ୧୩ ବଖରା ଭସ୍ମ, ୪ ପରିବାର ସର୍ବସ୍ବାନ୍ତ

ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ରାତିରେ ସାହିବାସୀ କେଉଁଆଡେ ଯାଇଥିବାବେଳେ ଅଗ୍ନିକାଣ୍ଡ...

ଅଭିଯୁକ୍ତଙ୍କୁ ଗିରଫ ବେଳେ ଉତ୍ତେଜନା: ପୋଲିସ-ଗ୍ରାମବାସୀ ଧସ୍ତାଧସ୍ତି

ଅନୁଗୋଳ ଅଫିସ/ ବନ୍ତଳା, ୨୫।୬- ଏକ ଓଭରହେଡ୍‌ ପାଣି ଟାଙ୍କି ନିର୍ମାଣ ପାଇଁ ଜଣଙ୍କ ଘର ଭାଙ୍ଗିଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଗୁରୁବାର ଅନୁଗୋଳ ବ୍ଲକ ଶରଧାପୁର ଗ୍ରାମକୁ ଯାଇଥିବା ପୁରୁଣାକୋଟ ପୋଲିସ ସହ ଗ୍ରାମବାସୀଙ୍କ ଧସ୍ତାଧସ୍ତି ହୋଇଛି। ଏହାକୁ...

ଚାଷକୁ ନିଅଣ୍ଟ ଆଉଁଳୀ ପାଣି

ଛେଣ୍ଡିପଦା,୨୫।୬(ସ୍ବ.ପ୍ର.)  ବର୍ଷ ବର୍ଷ ଧରି ଯେଉଁ ଆଉଁଳୀ ପ୍ରକଳ୍ପ ପାଣିରେ ହଜାର ହଜାର ହେକ୍ଟର ଜମିରେ ଫସଲ ହେଉଥିଲା ତାହା ଉପରୁ ଚାଷୀ ଏବେ ଭରସା ତୁଟାଇବାକୁ ବସିଲେଣି। କାରଣ ଉକ୍ତ ପ୍ରକଳ୍ପରୁ ବାହାରିଥିବା କେନାଲର ବିଭିନ୍ନ ଶାଖା କେନାଲ ପୋତି...

ଝରକା ତାଡ଼ି ଲକ୍ଷାଧିକ ଟଙ୍କା, ସୁନାଗହଣା ଚୋରି

ଅନୁଗୋଳ ଅଫିସ,୨୪।୬: ଅନୁଗୋଳ ଜିଲା ଶିମିଳିପଡ଼ା ଗ୍ରାମର ୨ଟି ଘରୁ ମଙ୍ଗଗଳବାର ବିଳମ୍ବତ ରାତିରେ ଚୋରି ହୋଇଥିଲା। ଏ ନେଇ ବୁଧବାର ସକାଳେ ୨ଘର ମାଲିକ ଅଜିତ ପ୍ରଧାନ ଓ ରବିନ୍‌ ପ୍ରତାପ ଦାସ ଅନୁଗୋଳ ଥାନାରେ ଅଭିଯୋଗ କରିଛନ୍ତି।...

୮୯୫ ହେକ୍ଟରରେ ହେବ ବନୀକରଣ

ଅନୁଗୋଳ ଅଫିସ, ୨୪।୬ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଅନୁଗୋଳ ବନଖଣ୍ଡରେ ଚାରା ରୋପଣ ପାଇଁ ପ୍ରସ୍ତୁତି ଚାଲିଛି। ଚଳିତବର୍ଷ ବନଖଣ୍ଡ ପକ୍ଷରୁ ଏଥିପାଇଁ ପାଖାପାଖି ସାଢ଼େ ୧୮ ଲକ୍ଷ ଚାରା ପ୍ରସ୍ତୁତ କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୧୪ ହଜାର...

ସ୍ବଚ୍ଛ ହୋଇପାରିନି ଗୋଛାୟତସାହି

ବଅଁରପାଳ,୨୩ା୬(ଡି.ଏନ.ଏ.) ସ୍ବଚ୍ଛ ଭାରତ ଅଭିଯାନରେ ଅନୁଗୋଳ ଜିଲାର ଅନେକ ଗଁ। ବାହ୍ୟ ମଳମୁକ୍ତ ହୋଇପାରିଛି। ହେଲେ ବଅଁରପାଳ ବ୍ଲକ ବଳରାମପ୍ରସାଦ ପଞ୍ଚାୟତର ୧୫ ନମ୍ବର ୱାର୍ଡ ଗୋଛାୟତସାହି ଏଯାଏ ସ୍ବଚ୍ଛ ହୋଇପାରି ନ ଥିବା ସାହିବାସୀ ଅଭିଯୋଗ କରିଛନ୍ତି। କେବଳ...

ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ: ଲୋକଙ୍କ ପାଖରେ ପହଞ୍ଚାଅ କେନ୍ଦ୍ର ଯୋଜନା

ଅନୁଗୋଳ ଅଫିସ, ୨୩।୬- ମୋଦି ସରକାର ଅନୁଗୋଳ ଜିଲାକୁ ପ୍ରାଥମିକତା ଦେଇ ଆସୁଛନ୍ତି। କମର୍ସିଆଲ କୋଲ୍‌ ମାଇନିଂ ନିୟମରେ ପରିବର୍ତ୍ତନ ଅନୁଗୋଳ ଭଳି ଖଣି ସମୃଦ୍ଧ ଜିଲାକୁ ଲାଭ ଦେବ। ତେଣୁ ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା...

ପରିଣତରେ ପୂରଣ ହୋଇଛି ପିଲାବେଳ ଇଚ୍ଛା

ଅନୁଗୋଳ ଅଫିସ, ୨୨।୬ (ଅମିତ କୁମାର ସାମଲ) : କେମିତି ମପାଯାଏ ଦିନର ତାପମାତ୍ରା। କିପରି ଠିକ୍‌ ଆକଳନ କରାଯାଏ ଖରା, ବର୍ଷା ଓ ଶୀତର। ପାଣିପାଗ ବିଭାଗର ଏହି ନିତିଦିନିଆ କାର୍ଯ୍ୟ କେଉଁ ଉପାୟରେ ପରିଚାଳନା କରାଯାଏ ତାହା ଜାଣିବାକୁ...

ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରୁ ଏକ ମାଖନା ହାତୀର ମୃତଦେହ ଠାବ

ଛେଣ୍ଡିପଦା,୨୦।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲର ଗୁଡିମରାଠାରେ ଶନିବାର ଏକ ମାଖନା ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଛି। ହାତୀଟି ପ୍ରାୟ ୪-୫ ଦିନ ତଳେ ମରିପଡ଼ିିଥିବା ଜଣାପଡ଼ିଛି। ମୃତ ହାତୀଟି ମଖନା ହାତୀ...

ବିଗିଡ଼ିଯାଇଛି ଟ୍ରକ୍‌ ବ୍ୟବସାୟ

ବଅଁରପାଳ,୨୦ା୬(ଡି.ଏନ.ଏ.) – କରୋନା କଟକଣା ପୂର୍ବରୁ ଠିକ୍‌ଠାକ୍‌ ଚାଲିଥିଲା ବ୍ୟବସାୟ। ଟ୍ରକ୍‌ଗୁଡ଼ିକୁ ନିୟମିତ ଲୋଡ୍‌ ମିଳୁଥିବା ବେଳେ ମାସିକ ରୋଜଗାର ମଧ୍ୟ ମନ୍ଦ ନ ଥିଲା। ଋଣ କିସ୍ତି ସହ ଚାଳକ, ହେଲପରଙ୍କୁ ଦରମା ଦେବାରେ ଅସୁବିଧା ହେଉ ନ...

ସୂଚନା ଫଳକରେ ସ୍ବର୍ଗତଙ୍କ ନଁ।, ନମ୍ବର

ବଅଁରପାଳ, ୧୯ା୬(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ଟାଉନଶିପ୍‌ ଥାନାକୁ ମଡେଲ ବା ଆଦର୍ଶ ଥାନା କରାଯାଇଛି। ହେଲେ ଏହା କେମିତିକା ଆଦର୍ଶ ହୋଇପାରିଛି ତାହା ଥାନାର ସୂଚନା ଫଳକକୁ ଦେଖି ଅଭିଯୋଗକାରୀମାନେ ଜାଣିପାରୁଛନ୍ତି। ଥାନା କାନ୍ଥରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲଗାଯାଇଥିବା...

ବସ୍‌କୁ ଯାତ୍ରୀ ଅଭାବ

ଅନୁଗୋଳ ଅଫିସ, ୧୯ା୬ ଲକ୍‌ଡାଉନ ବେଳେ ଯାତ୍ରୀ ପରିବହନ ସେବା ଚାଲୁ କରିବା ନେଇ ବିଭିନ୍ନ ଆଡ଼ୁ ଦାବି ଉଠୁଥିଲା। ସମୟ ସୁବିଧା ଦେଖି ସରକାର କଟକଣା କୋହଳ କଲେ ଓ ବସ୍‌ ସେବାକୁ ଅନୁମତି ଦେଲେ। ହେଲେ ଏବେ...

ଫାର୍ମାସିଷ୍ଟଙ୍କ ଭରସାରେ ୧୨ ପଞ୍ଚାୟତବାସୀ

ବଇଣ୍ଡା, ୧୮ା୬(ଡି.ଏନ.ଏ.)  ସ୍ବାସ୍ଥ୍ୟକେନ୍ଦ୍ର ଅଛି। ହେଲେ ସେବା ଯୋଗାଇବାକୁ ୮ମାସ ହେଲା ଡାକ୍ତର ନାହାନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଜିଲା ପ୍ରଶାସନ ପଦକ୍ଷେପ ନେଉ ନ ଥିବାରୁ ଫାର୍ମାସିଷ୍ଟଙ୍କ ଉପରେ ନିର୍ଭର କରୁଛନ୍ତି ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ...

ଜୀବନ ପରିବର୍ତ୍ତେ ଜୀବିକାକୁ ପ୍ରାଧାନ୍ୟ

ଅନୁଗୋଳ ଅଫିସ, ୧୭।୬ କରୋନା ମହାମାରୀ ସମୟରେ ଜୀବନ ବଡ଼ ନା ଜୀବିକା। ଏ ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇ ନ ଥିବାବେଳେ ଜୀବିକାକୁ ପ୍ରାଧାନ୍ୟ ଦେଇ କର୍ମସ୍ଥଳୀ ଅନୁଗୋଳରେ ପହଞ୍ଚିଛନ୍ତି ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଶମ୍ଭୁନାଥ ଭୂୟାଁ।...

୫ ମାସ ପରେ ହେଲ୍ପ ଡେସ୍କ ଚଳଚଞ୍ଚଳ

ଅନୁଗୋଳ ଅଫିସ, ୧୭।୬ ଚିକିତ୍ସାରେ ସହଯୋଗ ସହ ଚିକିତ୍ସାଳୟର ମାନ ବଢ଼ାଇବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ହେଲ୍ପ ଡେସ୍କ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିଲା। ତେବେ ଦୀର୍ଘ ୫ ମାସ ହେବ ଏହି ହେଲ୍ପ ଡେସ୍କ ଏକପ୍ରକାର କୋମା ଅବସ୍ଥାକୁ...

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ ବସୁଛି। ତେବେ ହାଇସ୍କୁଲ ପଡ଼ିଆରେ ବ୍ୟବସାୟ ପାଇଁ ବିଶେଷକିଛି ସୁବିଧା ନ ଥିବାରୁ...