ଅନୁଗୋଳ

ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ ଠାରୁ…

ସଂଯୋଗ ନ ଥାଇ ପହଞ୍ଚିଲା ବିଲ୍‌

ବନ୍ତଳା, ୧୫।୩(ଡ଼ି.ଏନ୍‌.ଏ) – ୪ ବର୍ଷ ହେଲା ଟ୍ରାନ୍ସଫର୍ମର ଚୋରି ହୋଇଯାଇଛି। ସେବେଠାରୁ ନୂଆ ଟ୍ରାନ୍ସଫର୍ମର ଲାଗିନି କି ବିଦ୍ୟୁତ୍‌ ସଂଯୋଗ ହୋଇନି। ତଥାପି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚାଷୀଙ୍କ ପାଖକୁ ପଠାଯାଇଛି ବିଲ୍‌। ଏ ନେଇ ଅନୁଗୋଳ ଜିଲା ନୂଆମୌଜା…

ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ୍‌, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍‌ସ ଜଜ୍‌ କମ୍‌ ସିଜେଏମ୍‌ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ ପ୍ରଦୀପ ବେହେରା(୨୮)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍‌ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା। ଏ…

ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ

ଛେଣ୍ଡିପଦା,୧୪।୩(ସ୍ବ.ପ୍ର.) ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ ଆବଶ୍ୟକ…

ବିଭାଗୀୟ ତଦନ୍ତ ଆରମ୍ଭ

ବଇଣ୍ଡା,୧୪।୩(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପକ୍କା ରାସ୍ତା ନିର୍ମାଣ କରାଯାଉଛି। ହେଲେ ଉକ୍ତ ରାସ୍ତା ଠିକାଦାର-ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତୁରା…

ମହାପ୍ରୟାଣ ଗାଡ଼ିରେ ପରିବା ବୁହା

ଅନୁଗୋଳ ଅଫିସ୍‌, ୧୩।୩  – ମେଡିକାଲରୁ ସମ୍ମାନର ସହ ମୃତଦେହ ପରିବହନ ପାଇଁ ସରକାର ମହାପ୍ରୟାଣ ଗାଡ଼ିର ବ୍ୟବସ୍ଥା କରିଛନ୍ତି। ହେଲେ ପରିଚାଳନାରେ ଅବ୍ୟବସ୍ଥା ଯୋଗୁ ଜରୁରୀ ସେବାରେ ଲାଗିଥିବା ଏହି ଗାଡ଼ି ମଧ୍ୟରୁ କେତେକରେ କଦଳୀ, କଖାରୁ ଆଦି ପନିପରିବା…

ଦକ୍ଷେଶ୍ୱର ଉପ୍ରା ବିଦ୍ୟାଳୟ : ୮ ଶ୍ରେଣୀକୁ ୫ କୋଠରି

ଆଠମଲ୍ଲିକ, ୧୩ା୩(ଡି.ଏନ.ଏ.) – ଶିକ୍ଷାର ବିକାଶ ପାଇଁ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଥିବା ଡିଣ୍ଡିମ ପିଟୁଥିବାବେଳେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ। ଏହି ବ୍ଲକର ଲିପିଲୋଇ ଗ୍ରାମରେ ଥିବା ଦକ୍ଷେଶ୍ୱର ସରକାରୀ ଉପ୍ରା…

୫ ଜଣିଆ ଡକାୟତ ଦଳ ଗିରଫ

ତାଳଚେର,୧୩ା୩(ନି.ପ୍ର.) – ତାଳଚେର ବ୍ଲକ ଡେରା ନିକଟସ୍ଥ ସୁଭଦ୍ରା ପେଟ୍ରୋଲ ପମ୍ପରୁ ଲୁଟ୍‌ ଯୋଜନା କରୁଥିବାବେଳେ ଏକ ୫ ଜଣିଆ ଡକାୟତ ଦଳକୁ ମଙ୍ଗଳବାର ସନ୍ଧ୍ୟାରେ କୋଲିୟରୀ ପୋଲିସ ଗିରଫ କରିଛି। ତେବେ ଅନ୍ୟ ଜଣେ ଡକାୟତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।…

ଇସ୍ରୋ ଯିବେ ନବୋଦୟ ଛାତ୍ରୀ

ବନ୍ତଳା, ୧୩।୩(ଡି.ଏନ୍‌.ଏ)- ଅନୁଗୋଳ ସ୍ଥିତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ମନସ୍ବିନୀ ସାହୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଆୟୋଜିତ ହେବାକୁ ଥିବା ଯୁବ ବିଜ୍ଞାନୀ କାର୍ଯ୍ୟକ୍ରମ-୨୦୨୦(ୱାଇୟୁଭିଆଇକେଏ-୨୦୨୦) ପାଇଁ ପ୍ରଥମ ପର୍ଯ୍ୟାୟରେ ସର୍ବଭାରତୀୟ ସ୍ତରରେ…

ଜୁନ୍‌ରୁ ଜିଲାରେ ଇ-କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୧୩।୩ – ଅନୁଗୋଳ ଜିଲା କାର୍ଯ୍ୟାଳୟରେ ଲାଗୁ ହେବ ଇ-କାର୍ଯ୍ୟାଳୟ। ଏହି ବ୍ୟବସ୍ଥା ଫଳରେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଚିଠି ଧରି ଆଉ ଏ ବିଭାଗରୁ ସେ ବିଭାଗ ବୁଲିବାକୁ ପଡ଼ିବ ନାହିଁ। ଫାଇଲ ବି ନାଲି ଫିତା…

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୫ ଗିରଫ, ୪ ବାଇକ୍‌ ଜବତ

ତାଳଚେର,୧୨ା୩(ନି.ପ୍ର.)-ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ତଥା ଯୁବ ଆଇନଜୀବୀ ଦୟାସାଗର ମିଶ୍ରଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ତାଳଚେର ସାମନ୍ତ ସାହିର ରାମ ମହାରଥୀ (୨୨), ମହାଦେବ ବିହାରର ଶାଶ୍ୱତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri