ଛେଣ୍ଡିପଦାରେ ଜନତା କର୍ଫ୍ୟୁର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସବୁ ବନ୍ଦ
ଛେଣ୍ଡିପଦା,୨୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଜରପଡା, ଛେଣ୍ଡିପଦା ଓ ନିଶା ଶିଳ୍ପାଞ୍ଚଳ ଥାନା ପକ୍ଷରୁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ଏ ନେଇ ଛେଣ୍ଡିପଦା ବ୍ଲକରେ ବହୁ ଦୋକାନ ବଜାର ବନ୍ଦ…
ଖୁଣ୍ଟ ଅଛି, ବିଦ୍ୟୁତ୍ ନାହିଁ
ବଅଁରପାଳ, ୨୨ା୩(ଡି.ଏନ.ଏ.) – ବଅଁରପାଳ ବ୍ଲକ କନ୍ୟାବେଡା ତେଲିସାହି ଓ ଭୋଇ ସାହି ବାସିନ୍ଦାଙ୍କ ମୌଳିକ ସମସ୍ୟା ସୁଧାରୁନି ପ୍ରଶାସନ। ସାହିରେ ବିଜୁଳି, ପାନୀୟ, ସ୍ବାସ୍ଥ୍ୟ, ଶିକ୍ଷା ଭଳି ସୁବିଧା ସୁଯୋଗରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ବଞ୍ଚିତ ହେଉଥିଲେ ହେଁ…
ମନ୍ଦିରରେ ଚାଲିଥିଲା ପ୍ରସାଦ ସେବନ
ଅନୁଗୋଳ ଅଫିସ୍, ୨୨।୩: ମନ୍ଦିର ମଧ୍ୟକୁ ଭକ୍ତଙ୍କ ପ୍ରବେଶ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ସତ୍ତ୍ୱେ ଅନୁଗୋଳ ସହରରେ ଥିବା ଆଖଣ୍ଡଳମଣି ମନ୍ଦିରରେ ଶନିବାର ଅନ୍ନପ୍ରସାଦ ସେବନ ଚାଲିଥିବା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ଅନୁଗୋଳ ଉପଜିଲାପାଳ ବାସୁଦେବ…
କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ
ଅନୁଗୋଳ ଅଫିସ୍, ୨୨।୩ – କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ, କଲେଜ, ଶପିଂମଲ୍, ଫିଲ୍ମ ହଲ୍, ଧର୍ମାନୁଷ୍ଠାନ ଆଦି ଜିଲା ପ୍ରଶାସନ ପକ୍ଷରୁ…
ଲକ୍ଡାଉନ୍ ହେଲା ଅନୁଗୋଳ ଜିଲା
ଅନୁଗୋଳ ଅଫିସ୍, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର ଲକ୍…
ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା
ବଇଣ୍ଡା,୨୨।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ ପାଣି ଦୂଷିତ ହେବା ସହ ଶତାଧିକ ମାଛ ମରି ଭାସୁଛନ୍ତି। ଏ ନେଇ…
ବାହାରୁ ଆସିଥିବା ଲୋକଙ୍କୁ ନେଇ ଭୟ
ଅନୁଗୋଳ ଅଫିସ୍, ୨୧।୩ କରୋନାକୁ ନେଇ କଟକଣା ବଢ଼ୁଥିବା ବେଳେ ସହରଠାରୁ ଗଁା ଯାଏ ସବୁଠି ଏବେ ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ଏପରି କି ସଂକ୍ରମଣର କୌଣସି ଲକ୍ଷଣ ନ ଥିଲେ ମଧ୍ୟ ଜଣେ ଅନ୍ୟ ଜଣଙ୍କୁ ସନ୍ଦିଗ୍ଧ ବୋଲି…
୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା
ଅନୁଗୋଳ ଅଫିସ୍, ୨୧।୩ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସମସ୍ତ ଛାତ୍ରାବାସକୁ ଆସନ୍ତା ୨୫ ତାରିଖଠାରୁ ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ କରାଯାଇଛି।…
କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ
ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ କୋଟିଏରୁ ଅଧିକ ଟଙ୍କାର କଦଳୀ ଫସଲ ଉଜୁଡି ଯାଇଛି। ଫଳରେ ଚାଷୀମାନେ ବିଭିନ୍ନ…
ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଛେଣ୍ଡିପଦା,୨୦।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁବେ ଗାଁ ଅନନ୍ତା ସାହିର ଏକ ପାଳଗଦା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୁକ୍ରବାର ସକାଳେ ଏଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ…
ମାଈ ହାତୀ ମୃତଦେହ ଉଦ୍ଧାର
ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ ପି, ବାଘମୁଣ୍ଡା ବିଟର ଫରେଷ୍ଟର ଓ ବନକର୍ମଚାରୀ ପହଞ୍ଚି ମୃତଦେହ ଜବତ…
ବିବାଦୀୟ ସ୍ଥାନରେ ଦୋକାନ ଅନୁମତି
ଅନୁଗୋଳ ଅଫିସ୍, ୧୯।୩: ଅନୁଗୋଳ ବସ୍ଷ୍ଟାଣ୍ଡ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖ ଏକ ବିବାଦୀୟ ସ୍ଥାନରେ ଦୋକାନ ଖୋଲିବାକୁ ପୌରପାଳିକା ପକ୍ଷରୁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି। ପୂର୍ବରୁ ସେହି ସ୍ଥାନରେ ଏକ ଦୋକାନ ଖୋଲିବାକୁ ନେଇ ବିବାଦ…

