ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ
ଅନୁଗୋଳ ଅଫିସ୍, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍ସ ଜଜ୍ କମ୍ ସିଜେଏମ୍ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ ପ୍ରଦୀପ ବେହେରା(୨୮)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।…
ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ
ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା। ଏ…
ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ
ଛେଣ୍ଡିପଦା,୧୪।୩(ସ୍ବ.ପ୍ର.) ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ ଆବଶ୍ୟକ…
ବିଭାଗୀୟ ତଦନ୍ତ ଆରମ୍ଭ
ବଇଣ୍ଡା,୧୪।୩(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପକ୍କା ରାସ୍ତା ନିର୍ମାଣ କରାଯାଉଛି। ହେଲେ ଉକ୍ତ ରାସ୍ତା ଠିକାଦାର-ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତୁରା…
ମହାପ୍ରୟାଣ ଗାଡ଼ିରେ ପରିବା ବୁହା
ଅନୁଗୋଳ ଅଫିସ୍, ୧୩।୩ – ମେଡିକାଲରୁ ସମ୍ମାନର ସହ ମୃତଦେହ ପରିବହନ ପାଇଁ ସରକାର ମହାପ୍ରୟାଣ ଗାଡ଼ିର ବ୍ୟବସ୍ଥା କରିଛନ୍ତି। ହେଲେ ପରିଚାଳନାରେ ଅବ୍ୟବସ୍ଥା ଯୋଗୁ ଜରୁରୀ ସେବାରେ ଲାଗିଥିବା ଏହି ଗାଡ଼ି ମଧ୍ୟରୁ କେତେକରେ କଦଳୀ, କଖାରୁ ଆଦି ପନିପରିବା…
ଦକ୍ଷେଶ୍ୱର ଉପ୍ରା ବିଦ୍ୟାଳୟ : ୮ ଶ୍ରେଣୀକୁ ୫ କୋଠରି
ଆଠମଲ୍ଲିକ, ୧୩ା୩(ଡି.ଏନ.ଏ.) – ଶିକ୍ଷାର ବିକାଶ ପାଇଁ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଥିବା ଡିଣ୍ଡିମ ପିଟୁଥିବାବେଳେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ। ଏହି ବ୍ଲକର ଲିପିଲୋଇ ଗ୍ରାମରେ ଥିବା ଦକ୍ଷେଶ୍ୱର ସରକାରୀ ଉପ୍ରା…
୫ ଜଣିଆ ଡକାୟତ ଦଳ ଗିରଫ
ତାଳଚେର,୧୩ା୩(ନି.ପ୍ର.) – ତାଳଚେର ବ୍ଲକ ଡେରା ନିକଟସ୍ଥ ସୁଭଦ୍ରା ପେଟ୍ରୋଲ ପମ୍ପରୁ ଲୁଟ୍ ଯୋଜନା କରୁଥିବାବେଳେ ଏକ ୫ ଜଣିଆ ଡକାୟତ ଦଳକୁ ମଙ୍ଗଳବାର ସନ୍ଧ୍ୟାରେ କୋଲିୟରୀ ପୋଲିସ ଗିରଫ କରିଛି। ତେବେ ଅନ୍ୟ ଜଣେ ଡକାୟତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।…
ଇସ୍ରୋ ଯିବେ ନବୋଦୟ ଛାତ୍ରୀ
ବନ୍ତଳା, ୧୩।୩(ଡି.ଏନ୍.ଏ)- ଅନୁଗୋଳ ସ୍ଥିତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ମନସ୍ବିନୀ ସାହୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଆୟୋଜିତ ହେବାକୁ ଥିବା ଯୁବ ବିଜ୍ଞାନୀ କାର୍ଯ୍ୟକ୍ରମ-୨୦୨୦(ୱାଇୟୁଭିଆଇକେଏ-୨୦୨୦) ପାଇଁ ପ୍ରଥମ ପର୍ଯ୍ୟାୟରେ ସର୍ବଭାରତୀୟ ସ୍ତରରେ…
ଜୁନ୍ରୁ ଜିଲାରେ ଇ-କାର୍ଯ୍ୟାଳୟ
ଅନୁଗୋଳ ଅଫିସ୍, ୧୩।୩ – ଅନୁଗୋଳ ଜିଲା କାର୍ଯ୍ୟାଳୟରେ ଲାଗୁ ହେବ ଇ-କାର୍ଯ୍ୟାଳୟ। ଏହି ବ୍ୟବସ୍ଥା ଫଳରେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଚିଠି ଧରି ଆଉ ଏ ବିଭାଗରୁ ସେ ବିଭାଗ ବୁଲିବାକୁ ପଡ଼ିବ ନାହିଁ। ଫାଇଲ ବି ନାଲି ଫିତା…
ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୫ ଗିରଫ, ୪ ବାଇକ୍ ଜବତ
ତାଳଚେର,୧୨ା୩(ନି.ପ୍ର.)-ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ତଥା ଯୁବ ଆଇନଜୀବୀ ଦୟାସାଗର ମିଶ୍ରଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ତାଳଚେର ସାମନ୍ତ ସାହିର ରାମ ମହାରଥୀ (୨୨), ମହାଦେବ ବିହାରର ଶାଶ୍ୱତ…
ଆମ୍ବୁଲାନ୍ସ, ରୋଗୀଙ୍କୁ ଛାଡ଼ିଲେନି ଆନ୍ଦୋଳନକାରୀ
ପାଲଲହଡ଼ା, ୧୨ା୩(ଡି.ଏନ.ଏ.): ୬ ଦଫା ଦାବି ନେଇ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର କେନ୍ଦୁପତ୍ର ତୋଳାଳିମାନେ ବୁଧବାର ୪୯ନଂ. ଜାତୀୟ ରାଜପଥର ଶିବ ମନ୍ଦିର ଛକ ଓ ୧୪୯ ନଂ. ବାଇପାସ୍ ରାସ୍ତା ଅବରୋଧ ବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ…
ନାଲ୍କୋ ବସଲା ସାହି ହଟିଂ ନିକଟରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ବଅଁରପାଳ,୧୨।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ନାଲ୍କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ବସଲା ସାହି ନିକଟ ପଡ଼ିଆରୁ ଗୁରୁବାର ଏକ ନବଜାତ ଶିଶୁକନ୍ୟାକୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। କେହି ଯୁବତୀ କିମ୍ବା ମହିଳା ଶିଶୁକୁ ଛାଡ଼ି ପଳାଇଯାଇଥିବା ସନ୍ଦେହ କରାଯାଉଛି। ସୂଚନାନୁଯାୟୀ, ଭୋର…
Archives


