ଖୋଲିବ ୨୩୫ କ୍ବାରାଣ୍ଟାଇନ୍ ହୋମ୍
ଅନୁଗୋଳ ଅଫିସ୍, ୧୯।୩: କରୋନା ସନ୍ଦିଗ୍ଧଙ୍କ ନିମନ୍ତେ ପ୍ରତି ଜିଲାରେ ପଞ୍ଚାୟତ ଓ ସଦର ମହକୁମାର ବିଦ୍ୟାଳୟଗୁଡ଼ିକରେ କ୍ବାରାଣ୍ଟାଇନ୍ ହୋମ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳରେ ମୋଟ୍ ୨୩୫ଟି କ୍ବାରାଣ୍ଟାଇନ୍ ହୋମ ଖୋଲିବ ବୋଲି…
କ୍ୱାରାଣ୍ଟାଇନରେ ୨୧ ଜଣ
ଅନୁଗୋଳ ଅଫିସ୍, ୧୯।୩: ବାହାର ରାଜ୍ୟ ତଥା ଦେଶରୁ ଅନୁଗୋଳକୁ ଫେରିଥିବା ମୋଟ ୨୧ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏ ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଏବେ ସୁଦ୍ଧା କେବଳ ଅନୁଗୋଳ ସହରକୁ ୭…
ବିଦେଶ ଫେରନ୍ତାଙ୍କ ତଥ୍ୟ ସଂଗ୍ରହ
ଅନୁଗୋଳ ଅଫିସ୍, ୧୯।୩ : ଅନୁଗୋଳ ଜିଲାରେ କରୋନା ମୁକାବିଲା କରିବାକୁ ଜିଲା ପ୍ରଶାସନ ତପତ୍ର ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସ ସରିବା ପରେ ଅଧିକାରୀମାନେ ସଜାଗ ରହିଛନ୍ତି। ବିଦେଶ ତଥା ଆକ୍ରାନ୍ତ ରାଜ୍ୟ ଫେରନ୍ତାଙ୍କ…
୫ଟଙ୍କା ନେଲା ସାଙ୍ଗ ଜୀବନ
କଣିହାଁ, ୧୯।୩(ଡି.ଏନ.ଏ.) ତାଳଚେର ବ୍ଲକ କଣିହାଁ ଥାନା ଅଧୀନ କୁମୁଣ୍ଡା ପଞ୍ଚାୟତ ଚିତ୍ତଲପୁର ଗ୍ରାମରେ ମଙ୍ଗଳବାର ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ବନ୍ଧୁଙ୍କ ପଥର ମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ହେଲେ…
ବାଟ ଦେଖାଇଛି ତରଭୁଜ ଚାଷ
ପାଲଲହଡ଼ା, ୧୯ା୩ (ଦିବ୍ୟଜ୍ୟୋତି ଦାସ ): ପାଠପଢ଼ା ସରିବା ପରେ ନ ଥିଲା ଚାକିରି ଆଶା। ଚାକିରି ଦୌଡ଼ରୁ ବାହାରି ଚାଷ ମୁହାଁ ହୋଇଥିଲେ। ଏଥିପାଇଁ ସାହାରା ଭାବେ ବାଛିଥିଲେ ଅନ୍ୟ ୪ ଜଣଙ୍କୁ। ୫ ଏକର ଜମିରୁ ଆରମ୍ଭ ହୋଇଥିବା…
ବନ୍ଦ ହେବ ୩୭୬ ପ୍ରାଥମିକ, ଉପ୍ରା ସ୍କୁଲ
ଅନୁଗୋଳ ଅଫିସ୍, ୧୯।୩: ପିଲା ଓ ଶିକ୍ଷକ ଶୂନ୍ୟ ସରକାରୀ ବିଦ୍ୟାଳୟ। ସାରା ରାଜ୍ୟରେ ଅନେକ ବିଦ୍ୟାଳୟରେ ଏପରି ସ୍ଥିତି ଲାଗି ରହିଥିବାବେଳେ ସରକାର ଏଗୁଡିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଫଳରେ ଅନୁଗୋଳ ଜିଲାରେ ପିଲା କମ୍…
୧୭ ୟୁନିଟ୍, ମୂଲ୍ୟାୟନ କରିବେ ୩୪୯ ଜଣ
ଅନୁଗୋଳ ଅଫିସ୍, ୧୯।୩: ଅନୁଗୋଳ ଜିଲାରେ ଗୁରୁବାରଠାରୁ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଏହି ମୂଲ୍ୟାୟନ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ମୋଟ ୧୭ଟି ୟୁନିଟ୍ରେ ୩୪୯ ଜଣ…
ନିର୍ଜୀବ ନନ୍ଦନକାନନ
ବଅଁରପାଳ,୧୯ା୩(ଉପେନ୍ଦ୍ର ରାଉତ) : ହ୍ରାସ ପାଉଛି ଜଙ୍ଗଲ। ଲୋପ ପାଉଛନ୍ତି ବିଭିନ୍ନ ଜୀବଜନ୍ତୁ, ସରୀସୃପ। ତେଣୁ ଜୀବ ପ୍ରତି ଦୟାଭାବ ଓ ବିରଳ ବନ୍ୟଜନ୍ତୁଙ୍କ ସଂରକ୍ଷଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁକୁଡାଙ୍ଗ…
ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ
ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି।…
କରୋନା ସତର୍କତା: ଶୂନ୍ଶାନ ବନ୍ତଳା ସାପ୍ତାହିକ ହାଟ
ବନ୍ତଳା,୧୮।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅଧୀନ ବନ୍ତଳା ସାପ୍ତାହିକ ହାଟକୁ ପୋଲିସ ବୁଧବାର ଭୋର ସମୟରେ ବନ୍ଦ କରିଛି। ସମସ୍ତ ଚାଷୀ ଓ ବେପାରୀମାନଙ୍କୁ ଫେରାଇ ଦେବା ସହ ଚାଷୀମାନେ ନିଜ ଗ୍ରାମ କିମ୍ବା ଜନଗହଳି ନ ଥିବା ସ୍ଥାନରେ…
କରୋନା ଗୁଜବ ପ୍ରଚାରକରି ଜେଲ ଗଲେ ଯୁବକ
ତାଳଚେର,୧୮।୩(ନି.ପ୍ର.): କରୋନା ସମ୍ପର୍କରେ ମିଛ ଖବର ପ୍ରଚାରକରି ସାଧାରଣରେ ଆତଙ୍କ ସୃଷ୍ଟି କରୁଥିବା ଜଣେ ଯୁବକଙ୍କୁ ତାଳଚେର କଲିୟାରୀ ପୋଲିସ ମଙ୍ଗଳବାର ରାତିରେ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଜୟକୃଷ୍ଣ ସାହୁ ଓରଫ୍ ରିଙ୍କୁ। ତାଙ୍କ ଘର ତାଳଚେର…
ବିଷାକ୍ତ ହେଲାଣି ରେଙ୍ଗାଳି ଦକ୍ଷିଣ କେନାଲ ପାଣି
ତାଳଚେର,୧୮ା୩(ନି.ପ୍ର.) – ତାଳଚେର ସହର ଦେଇ ଯାଇଥିବା ରେଙ୍ଗାଳି ଦକ୍ଷିଣ ପାର୍ଶ୍ୱ କେନାଲ ଏବେ ଡ୍ରେନ୍ରେ ପରିଣତ ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେ ଅନୁଗୋଳ ଜିଲାପାଳ, ତାଳଚେର ଉପଜିଲାପାଳ ଏବଂ ଉଠା…

