ଅନୁଗୋଳ

ମୁଖ୍ୟମନ୍ତ୍ରୀ ସଡ଼କ ନିର୍ମାଣ ନିମ୍ନମାନର

ବଇଣ୍ଡା, ୧୨ା୩(ଡି.ଏନ.ଏ.) ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳକୁ ଗମନାଗମନ ସୁବିଧା ପାଇଁ ସରକାର ପକ୍କା ରାସ୍ତା ନିର୍ମାଣର ଯୋଜନା କରିଥିଲେ ହେଁ କେତେଜଣ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ଯୋଗୁ ଲୋକେ ଏହାର ସୁଫଳ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ଅନୁଗୋଳ ଜିଲା…

ଘୁମୁରା, ସାନ୍ତାଳୀ ନୃତ୍ୟରେ ଝୁମିଲେ ଦର୍ଶକ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.) ପାଲଲହଡ଼ାରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସାରେ ବିଭିନ୍ନ ସାଂସ୍କୃତିକ ଦଳର ଲୋକଗୀତ, ଲୋକନୃତ୍ୟରେ ବେଶ୍‌ ଜମିଥିଲା ସାଂସ୍କୃତିକ ଆସର I ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ପରିବେଷିତ ଚାଙ୍ଗୁ ନୃତ୍ୟ, ଘୁମୁରା,…

ଯୁବତୀଙ୍କୁ ନେଇ ବିବାହିତ ଯୁବକ ଫେରାର: ଅଭିଯୋଗ ଆଣିଲେ ସ୍ତ୍ରୀ

ବଅଁରପାଳ,୧୧।୩(ଡିଏନ୍‌ଏ): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା ନିଜେ ଯୁବକଙ୍କ ସ୍ତ୍ରୀ ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ୩ ବର୍ଷ ତଳେ କୈଳାସ…

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ

ତାଳଚେର, ୧୦ା୩(ନି.ପ୍ର.)- ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ଦୟସାଗର ମିଶ୍ରଙ୍କୁ କେତେଜଣ ଦୁର୍ବୁତ୍ତ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ସୂଚନା ମୁତାବକ, ଅପରାହ୍ନରେ ଦୟସାଗର ଅନ୍ୟ ଜଣେ…

ସହର ପ୍ରବେଶ ପଥରେ ଗାଡ଼ି ଯାଞ୍ଚ

ଅନୁଗୋଳ ଅଫିସ୍, ୧୦ା୩- ହୋଲିରେ ଚୋରି, ଡକାୟତି, ଲୁଟପାଟ ତଥା ଦୁର୍ଘଟଣା ରୋକିବାକୁ ଅନୁଗୋଳ ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇଛି। ସହରର ବିଭିନ୍ନ ପ୍ରବେଶ ପଥରେ ପୋଲିସ କର୍ମଚାରୀମାନେ ସମସ୍ତ ଗାଡ଼ିମୋଟର ଯାଞ୍ଚ କରୁଛନ୍ତି ।ରାସ୍ତାରେ ନାକାବନ୍ଦୀ କରାଯାଇ ସଂଶୋଧିତ ଟ୍ରାଫିକ…

ହିଙ୍ଗୁଳା ମନ୍ଦିରରୁ ଚୋରି: ତାଲା ଭାଙ୍ଗି ହୁଣ୍ଡିବାକ୍ସରୁ ଟଙ୍କା ନେଇଗଲେ ଦୁର୍ବୃତ୍ତ

ବଅଁରପାଳ,୧୦।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମ ପ୍ରସାଦଠାରେ ଥିବା ହିଙ୍ଗୁଳା ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ହୁଣ୍ଡି ବାକ୍ସରୁ ଚୋରି କରିଥିବା ନେଇ ସକାଳେ ପୂଜାରୀ ଦେଖି ଗ୍ରାମବାସୀଙ୍କୁ…

ଦୋଳ ଉତ୍ସବରେ ବାଦଦଣ୍ଡ ପ୍ରତିଯୋଗିତା

ବନ୍ତଳା, ୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ସୋମବାର ଦୋଳ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ରାଧାକୃଷ୍ଣ ସ୍ବତନ୍ତ୍ର ବିମାନରେ ଏକ ବିରାଟ ପଟୁଆରରେ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ। ଶିଙ୍ଗ ବାଜା, ଭାଙ୍ଗଡ଼ା ବାଜା, ଘଣ୍ଟ…

‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ସମାଜ ମଙ୍ଗଳ, ଜିଲା ଶିଶୁ…

୬ ଡକାୟତ ଗିରଫ, ଜଣେ ଫେରାର

ଛେଣ୍ଡିପଦା, ୯ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କମ୍ପସଲା ଜଙ୍ଗଲ ନିକଟରେ ଶନିବାର ରାତିରେ ଏକ ଗ୍ୟାଙ୍ଗର ଡକାୟତି ଯୋଜନା ପଣ୍ଡ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ପୋଲିସ ସେଠାରେ ଚଢ଼ାଉ କରିବା ସହ ୬ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ…

ଯାଆଁଳ ଉତ୍ପାଦନ କେନ୍ଦ୍ର ହେଲାଣି ଜଙ୍ଗଲ

ଆଠମଲ୍ଲିକ, ୯ା୩(ଡି.ଏନ.ଏ.) ସରକାରୀ ଉଦାସୀନତା ତଥା ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଚରମ ଅବହେଳା ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାରେ ଥିବା ମାଛ ଯାଆଁଳ କେନ୍ଦ୍ର ଏବେ ଏକପ୍ରକାର ଜଙ୍ଗଲିଆ ପରିବେଶରେ ପରିପୂର୍ଣ୍ଣ ହୋଇଗଲାଣି। ଏଠାରେ ଥିବା ପୋଖରୀଗୁଡିକ…

ଏସ୍‌ସିବିକୁ ମୃତ ଶରୀର ଦାନ

ଅନୁଗୋଳ ସହର,୯ା୩- ବାପାଙ୍କ ଶେଷ ଇଚ୍ଛା ପୂରଣ କରିଛନ୍ତି ତିନି ପୁଅ। ମୃତ୍ୟୁ ପରେ ତାଙ୍କ ଶରୀରକୁ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜକୁ ଦାନ କରିବା ପାଇଁ ବାପା ନାମ ପଞ୍ଜୀକରଣ କରିଥିବାରୁ ତଦନୁଯାୟୀ ଶନିବାର ରାତିରେ ମେଡିକାଲ…

ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌: ଦମ୍ପତିଙ୍କ ଜୀବନଗଲା,ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୮।୩: ଅନୁଗୋଳ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛିି। ଏହି ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିବା ବେଳେ ଅନୁଗୋଳ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri