ନାରୀ ଜାଣିଛି ସାମର୍ଥ୍ୟ, ସୀମାରେଖା
ବଅଁରପାଳ,୮।୩- ସେ ସୃଷ୍ଟିର ଆଧାର। ପ୍ରକୃତିର ଅନନ୍ୟ ସୌନ୍ଦର୍ଯ୍ୟ। ସେ ମା’ ହୋଇ ଭବିଷ୍ୟତ ଗଢ଼ିପାରେ। ଆଶାର ଆଲୋକ ସାଜିପାରେ। ଭଉଣୀ ହୋଇ ସ୍ନେହ ଅଜାଡ଼ିଦେଇପାରେ। ସ୍ତ୍ରୀ ହୋଇ ସାମର୍ଥ୍ୟ ବଢ଼ାଇପାରେ। ଦିନେ ହାଣ୍ଡିଶାଳରେ ଲୁଚି ବସୁଥିବା ନାରୀ ଆଜି ପାଦ…
ବାସନ ମାଜି ଚଳୁଛନ୍ତି ପୂର୍ବତନ ସରପଞ୍ଚ
ଆଠମଲ୍ଲିକ, ୮ା୩(ଡି.ଏନ.ଏ.) – ଦିନେ ଲୋକଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବା ସହ ସେମାନଙ୍କ ଅସୁବିଧାରେ ପାଖରେ ଛିଡା ହେଉଥିବା ଜଣେ ପୂର୍ବତନ ସରପଞ୍ଚ ଏବେ ଦି ଓଳି ଖାଇବାକୁ ସଂଘର୍ଷ କରୁଛନ୍ତି। ରହିବାକୁ ଘର ଖଣ୍ଡିଏ ନ ଥିବାରୁ ଭଙ୍ଗା…
ମନ ଛୁଇଁଲା ନୃତ୍ୟ, କମେଡି
ପାଲଲହଡ଼ା, ୮ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ର ଶନିବାର ଥିଲା ତୃତୀୟ ସନ୍ଧ୍ୟା। ଆୟୋଜିତ ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ଅଧ୍ୟକ୍ଷ ମୀନକେତନ ଅମାନ୍ତ, ସମ୍ମାନିତ ଅତିଥି…
ପ୍ରତି ବ୍ଲକରେ ୧୫ କିମି ରାସ୍ତା ନିର୍ମାଣ
ଅନୁଗୋଳ ଅଫିସ୍, ୮।୩ – ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଗମନାଗମନକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ଦ୍ୱାରା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୩ର ପ୍ରକଳ୍ପ ୨ ବର୍ଷ ପାଇଁ କାର୍ଯ୍ୟକାରୀ ହେବ। ଓଡ଼ିଶାରେ ଏହି…
ନାଁକୁ ନିଯୁକ୍ତି
ଶିଳ୍ପ କରିଡର ଭାବେ ପରିଚିତ ଅନୁଗୋଳ ଜିଲାରେ ବଢ଼ୁଛି ବେକାରି ସମସ୍ୟା। ୨୦୧୫ରୁ ୨୦୧୯ ଡିସେମ୍ବର ୩୧ ମଧ୍ୟରେ ଜିଲାରେ ୨୪ ହଜାର ୮୯୫ ଜଣ କର୍ମ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକୃତ କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ନିଯୁକ୍ତି ପାଇଛନ୍ତି,…
ବଢ଼ୁଛି ଚୋରା ଡିନାମାଇଟ କାରବାର
ଅନୁଗୋଳ ଅଫିସ୍, ୭।୩ – ଅନୁଗୋଳ ଜିଲାରେ ବଢ଼ୁଛି ଚୋରା ଡିନାମାଇଟ୍ କାରବାର। ଏହାକୁ ବିସ୍ଫୋରଣ କରି ନଦୀ, ଯୋର ଆଦିରୁ ମାଛ ମାରିବା ସହଜ ହେଉଥିବାରୁ ଅଧିକରୁ ଅଧିକ ଲୋକ ଏ ନେଇ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଉଛି। ଫଳରେ…
କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କଲେ ଜିଲାପାଳ
ଅନୁଗୋଳ ଅଫିସ, ୭।୩ – ଅନୁଗୋଳ ଜିଲା ସ୍ବାସ୍ଥ୍ୟମିଶନ ଦ୍ୱାରା ଜିଲାସ୍ତରୀୟ ଆଶା ଓ ଗଁ। କଲ୍ୟାଣ ସମିତି ସମ୍ମିଳନୀ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ…
ନିୟମିତ ପଞ୍ଜୀକରଣ, ନବୀକରଣ କର
ଅନୁଗୋଳ ଅଫିସ୍,୭।୩ – ଅନୁଗୋଳ ଶ୍ରମ ଜିଲାର ୫ଟି ବ୍ଲକର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଶୁକ୍ରବାର ଅନୁଗୋଳ ପୌରପାଳିକା ଟାଉନ୍ ହଲ ଠାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ମୁଖ୍ୟଅତିଥି ଭାବେ…
ନୃତ୍ୟରେ କମ୍ପିଲା ମୁକ୍ତାକାଶ ରଙ୍ଗମଞ୍ଚ
ପାଲଲହଡା,୭ା୩(ଡି.ଏନ.ଏ) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ଲୋକ ମହୋତ୍ସବ ମାଲ୍ୟଗିରି ମହୋତ୍ସବର ଶୁକ୍ରବାର ଥିଲା ଦ୍ୱିତୀୟ ସା। ଏହି ଅବସରରେ ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ମାଲ୍ୟଗିରି ମୁକ୍ତାକାଶ ରଙ୍ଗମଞ୍ଚ। ପାଲଲହଡା ବିଧାୟକ…
ପାଇପ୍ ଫାଟି ମାଡ଼ିଗଲା ପାଉଁଶ ପାଣି
ତାଳଚେର,୭ା୩(ନି.ପ୍ର.) – ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍)ର ଆଶ୍ ପାଇପ୍ ଶୁକ୍ରବାର ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟି ଯିବାରୁ କେତେଜଣଙ୍କ ଘର ସହ ଚାଷ ଜମିରେ ପାଉଁଶ ପାଣି ମାଡ଼ିଯାଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର…
ଆଶ୍ପାଇପ୍ ଫାଟି ଘର ଭିତରେ ପଶିଲା ପାଉଁଶ ପାଣି: କ୍ଷତିପୂରଣ ନ ମିଳିଲେ ରାଜରାସ୍ତାକୁ ଓହ୍ଲାଇବେ ଗ୍ରାମବାସୀ
ତାଳଚେର,୬।୩(ନି.ପ୍ର.): ଏନ୍ଟିପିସି ପରିଚାଳନାଧୀନ ଟିଟିପିଏସ୍ର ଆଶ୍ପାଇପ୍ ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟିବାରୁ ପାଉଁଶ ପାଣି ରାସ୍ତା ଓ ଲୋକଙ୍କ ଘର ଭିତରେ ମାଡ଼ିଯାଇଛି। ଏନେଇ ଗ୍ରାମବାସୀ ଏକ ପ୍ରକାରର ଭୟଭୀତ ଅବସ୍ଥାରେ ଅଛନ୍ତି । ଘଟଣାସ୍ଥଳରେ ଜଗନ୍ନାଥପୁର ସରପଞ୍ଚ,ପୋଲିସ ଓ କମ୍ପାନୀ…
ଡେପୁଟେଶନରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ
ବନ୍ତଳା, ୬ା୩(ଡି.ଏନ.ଏ.) – ରୁଗ୍ଣ ହୋଇପଡିଛି ଅନୁଗୋଳ ଜିଲା ବନ୍ତଳା ସରକାରୀ ପ୍ରାଣୀ ଚିକିତ୍ସାଳୟ। ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନ ଥିବାରୁ ଚାଷୀମାନେ ସେମାନଙ୍କ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା କରାଇପାରୁନାହାନ୍ତି। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡୁଥିଲେ…
Archives


