ଅନୁଗୋଳ

୧୨୭ ପିଲାଙ୍କୁ ପଢାଉଛନ୍ତି ୨ ଶିକ୍ଷକ

ବଇଣ୍ଡା,୧୬।୩(ଡି.ଏନ.ଏ.) ଶିକ୍ଷାର ବିକାଶ ପାଇଁ ସରକାରଙ୍କ ଯୋଜନା ବହୁ ବିଦ୍ୟାଳୟରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁନି। ଭିତ୍ତିଭୂମି, ଶିକ୍ଷକ ଅଭାବ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରୁଥିବାରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବେସରକାରୀ ବିଦ୍ୟାଳୟମୁହାଁ କରାଉଥିବା ଅଭିଯୋଗ ହେଉଛି। ବିଦ୍ୟାଳୟ ଭଳି…

ମ୍ୟାଜିକ୍‌ ବଦଳାଇଛି ଜୀବନ ମୋଡ଼

ଅନୁଗୋଳ ଅଫିସ୍‌, ୧୬।୩ (ଅମିତ କୁମାର ସାମଲ) : ପୋଲିସ ବିଭାଗରେ ଚାକିରି କରି ବି ମନରେ ସନ୍ତୋଷ ନ ଥିଲା। ଚାକିରି ସହ ଅନ୍ୟ କିଛି କରି ଲୋକଙ୍କ ହୃଦୟ ଜିଣିବାକୁ ସେ ଚାହୁଁଥିଲେ। ତେଣୁ ତବଲା, ବେହେଲାଠାରୁ ସଙ୍ଗୀତ…

୨୬ ବର୍ଷ ବୟସରେ ୭୨ ପରିବାରକୁ ରୋଜଗାର

ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ – ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦର ସତ୍ୟବ୍ରତ ପ୍ରଧାନ (୨୬)ଙ୍କୁ ପ୍ରତିଷ୍ଠା ଦେଇପାରିଛି। ମାତ୍ର ୨୬ ବର୍ଷ…

ସୁନ୍ଦରୀର ଚର୍ବି ବଢ଼ାଉଛି ଘୁଷୁରି ମାଂସ

ବନ୍ତଳା, ୧୫ା୩(ଦିନେଶ ଦେହୁରୀ) – ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ ସୁନ୍ଦରୀ ଶରୀରରେ ଚର୍ବି ବଢ଼ାଉଛି ଘୁଷୁରି ମାଂସ। ଏନ୍‌କ୍ଲୋଜରରେ ରହିବା ପରଠାରୁ ସେ…

ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ ଠାରୁ…

ସଂଯୋଗ ନ ଥାଇ ପହଞ୍ଚିଲା ବିଲ୍‌

ବନ୍ତଳା, ୧୫।୩(ଡ଼ି.ଏନ୍‌.ଏ) – ୪ ବର୍ଷ ହେଲା ଟ୍ରାନ୍ସଫର୍ମର ଚୋରି ହୋଇଯାଇଛି। ସେବେଠାରୁ ନୂଆ ଟ୍ରାନ୍ସଫର୍ମର ଲାଗିନି କି ବିଦ୍ୟୁତ୍‌ ସଂଯୋଗ ହୋଇନି। ତଥାପି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚାଷୀଙ୍କ ପାଖକୁ ପଠାଯାଇଛି ବିଲ୍‌। ଏ ନେଇ ଅନୁଗୋଳ ଜିଲା ନୂଆମୌଜା…

ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ୍‌, ୧୪।୩ ଏକ ଡକାୟତି ମାମଲାର ବିଚାର କରି ଅନୁଗୋଳ ଆସିଷ୍ଟାଣ୍ଟ ସେସନ୍‌ସ ଜଜ୍‌ କମ୍‌ ସିଜେଏମ୍‌ କୋର୍ଟ ଅଭିଯୁକ୍ତ ଜରାସିଂହାର କାଳିଆ ଓରଫ ପ୍ରଦୀପ ବେହେରା(୨୮)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା,୧୪।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍‌ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା। ଏ…

ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ

ଛେଣ୍ଡିପଦା,୧୪।୩(ସ୍ବ.ପ୍ର.) ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ ଆବଶ୍ୟକ…

ବିଭାଗୀୟ ତଦନ୍ତ ଆରମ୍ଭ

ବଇଣ୍ଡା,୧୪।୩(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପକ୍କା ରାସ୍ତା ନିର୍ମାଣ କରାଯାଉଛି। ହେଲେ ଉକ୍ତ ରାସ୍ତା ଠିକାଦାର-ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ସଲାସୁତୁରା…

ମହାପ୍ରୟାଣ ଗାଡ଼ିରେ ପରିବା ବୁହା

ଅନୁଗୋଳ ଅଫିସ୍‌, ୧୩।୩ – ମେଡିକାଲରୁ ସମ୍ମାନର ସହ ମୃତଦେହ ପରିବହନ ପାଇଁ ସରକାର ମହାପ୍ରୟାଣ ଗାଡ଼ିର ବ୍ୟବସ୍ଥା କରିଛନ୍ତି। ହେଲେ ପରିଚାଳନାରେ ଅବ୍ୟବସ୍ଥା ଯୋଗୁ ଜରୁରୀ ସେବାରେ ଲାଗିଥିବା ଏହି ଗାଡ଼ି ମଧ୍ୟରୁ କେତେକରେ କଦଳୀ, କଖାରୁ ଆଦି ପନିପରିବା…

ଦକ୍ଷେଶ୍ୱର ଉପ୍ରା ବିଦ୍ୟାଳୟ : ୮ ଶ୍ରେଣୀକୁ ୫ କୋଠରି

ଆଠମଲ୍ଲିକ, ୧୩ା୩(ଡି.ଏନ.ଏ.) – ଶିକ୍ଷାର ବିକାଶ ପାଇଁ ସରକାର ଅଗ୍ରାଧିକାର ଭିତ୍ତିରେ ଯୋଜନା କରୁଥିବା ଡିଣ୍ଡିମ ପିଟୁଥିବାବେଳେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ। ଏହି ବ୍ଲକର ଲିପିଲୋଇ ଗ୍ରାମରେ ଥିବା ଦକ୍ଷେଶ୍ୱର ସରକାରୀ ଉପ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?