ଅଭିଯୁକ୍ତଙ୍କୁ ୧୫ ବର୍ଷ କାରାଦଣ୍ଡାଦେଶ
ଅନୁଗୋଳ ଅଫିସ, ୬।୩ – ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ସହ ଗର୍ଭବତୀ କରିବା ମାମଲାର ବିଚାର କରି ଅନୁଗୋଳ ସ୍ପେଶାଲ ପୋକ୍ସୋ ଜଜ୍ ପ୍ରଭାକର ଗଣ୍ଠିଆ ଗୁରୁବାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ…
ନାଲିଫିତା ତଳେ ନିରାକରଣ ନିଷ୍ପତ୍ତି
ତାଳଚେର,୬ା୩(ନି.ପ୍ର.) – ରାଜ୍ୟ ସରକାରଙ୍କ ରାଜସ୍ବ ତାଲିକାରେ ନମ୍ବର ଓ୍ବାନ ସ୍ଥାନରେ ଥିବା ଅନୁଗୋଳ ଜିଲାର ତାଳଚେର ଶିଳ୍ପାଞ୍ଚଳ ପ୍ରଦୂଷଣରେ ମଧ୍ୟ ଏକ ନମ୍ବର ସ୍ଥାନ ଦଖଲ କଲାଣି। ହେଲେ ଏଥିପ୍ରତି ନା ରାଜ୍ୟ ସରକାରଙ୍କ ଦୃଷ୍ଟି ଅଛି ନା ତାଳଚେର…
ବଳାତ୍କାର ଅଭିଯୋଗ, ଯୁବକ ଗିରଫ
ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଚିତ୍ତରଞ୍ଜନ ୩ ମାସ ହେଲା…
ଘର ଭାଙ୍ଗିବା ସହ ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା
ବଇଣ୍ଡା,୫।୩(ଡି.ଏନ୍.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଘର ଭାଙ୍ଗିବା ସହ ଜଣେ ବୃଦ୍ଧାଙ୍କୁ କଚାଡ଼ି ମାରିଦେଇଛି। ସୂଚନାଯୋଗ୍ୟ, ଦନ୍ତାଟି ବୁଧବାର ରାତିରେ କମରେଇ ଗାଁକୁ ପଶି ଆସି ରବି…
ଅନ୍ୟ ଟ୍ୟାଙ୍କରରେ ଭରାଗଲା ଗ୍ୟାସ୍
ବଇଣ୍ଡା, ୫ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ନିକଟ ୫୫ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ଏକ ପ୍ରୋପେନ ଗ୍ୟାସ୍ ବୋଝେଇ ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍ ନେଇ ଯେଉଁ ଆତଙ୍କ ସୃଷ୍ଟି ହୋଇଥିଲା। ବୁଧବାର ଅପରାହ୍ନରେ ତାହାର…
ଝଡ଼ତୋଫାନ, କୁଆପଥର ବର୍ଷା
ଆଠମଲ୍ଲିକ, ୪ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରରେ ବୁଧବାର ଅପରାହ୍ନରେ ହଠାତ୍ ପ୍ରବଳ ବେଗରେ ପବନ ମାଡ଼ିଆସିବା ସହ କୁଆପଥର ବର୍ଷା ହୋଇ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ସ୍ଥାନରେ ଗଛ ଉପୁଡି ପଡିବା ସହ ବିଦ୍ୟୁତ୍ ତାର ଛିଣ୍ଡି…
କରୋନା: ଖୋଲିଲା ଆଇସୋଲେଟେଡ୍ ୱାର୍ଡ
ଅନୁଗୋଳ ଅଫିସ୍, ୫।୩ – କରୋନା ଭାଇରସ୍କୁ ନେଇ ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ପରିସ୍ଥିତିକୁ ଦେଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସୋଲେସନ୍ ୱାର୍ଡ ଖୋଲାଯାଇଥିବା…
ପୁସ୍ତକମେଳାକୁ ନେଇ ସାହିତି୍ୟକ ମହଲରେ ଅସନ୍ତୋଷ
ଅନୁଗୋଳ ଅଫିସ୍, ୫।୩ – ଅନୁଗୋଳରେ ଚାଲିଥିବା ଜିଲାସ୍ତରୀୟ ପୁସ୍ତକମେଳାକୁ ନେଇ ଅନେକ ସାହିତି୍ୟକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ପ୍ରଶାସନ ବ୍ୟାନରରେ ଏକ ଏନ୍ଜିଓ ପକ୍ଷରୁ ଏହାର ଆୟୋଜନ କରାଯାଇଥିବା ବେଳେ ବହୁ ଷ୍ଟଲ ଫାଙ୍କା ପଡ଼ିଛି। ଅଧିକ ସଂଖ୍ୟକ…
ବିଦ୍ୟୁତ୍ ଫାଶରେ କୁଟୁରା, ଗୟଳ ଶିକାର
ବନ୍ତଳା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅଧୀନରେ ସୋମବାର ଓ ମଙ୍ଗଳବାର ୧୧ କେଭି ତାରରେ ହୁକ ପକାଇ ଏକ କୁଟୁରା ଓ ଗୟଳ ଶିକାର କରାଯାଇଥିବା ଅଭିଯୋଗ ହୋଇଛି। ଜଗନ୍ନାଥପୁର ଗ୍ରାମ ଛୁଟା ମୁଣ୍ଡା ରିଜର୍ଭ…
ଖୁଚୁରା ମଦ ଦୋକାନ ଖୋଲିବାକୁ ବିରୋଧ
ଛେଣ୍ଡିପଦା,୪।୩(ସ୍ବ.ପ୍ର.) – ଛେଣ୍ଡିପଦା ଥାନା ପାଟକୁମୁଣ୍ଡା ପଞ୍ଚାୟତ ଭାଲୁଖାଇଢ଼ିପ ଠାରେ ପ୍ରସ୍ତାବିତ ଖୁଚୁରା ମଦ ଦୋକାନ ପାଇଁ ପ୍ରକାଶିତ ବିଜ୍ଞପ୍ତିକୁ ବିରୋଧ କରିଛି ଭାଲୁଖାଇଢ଼ିପ ଆଞ୍ଚଳିକ ମହିଳା ମଞ୍ଚ। ଏ ନେଇ ମଙ୍ଗଳବାର ମଞ୍ଚ ସଭାନେତ୍ରୀ ଟୁନୀ ସାହୁଙ୍କ ଆବାହକତ୍ୱରେ ୧୯ଟି…
ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ୍
ଆଠମଲ୍ଲିକ,୪।୩(ଡି.ଏନ.ଏ.)-୨୦୧୬ରେ ୩ ଶିଶୁପୁତ୍ରଙ୍କୁ କୂଅରେ ଫିଙ୍ଗି କରାଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ମଙ୍ଗଳବାର ଅନୁଗୋଳ ଜିଲା ଆଠମଲ୍ଲିକ ଆଡିଶନାଲ୍ ସେସନ୍ ଜଜ୍ ଏସ୍.ଆର୍. ସାମନ୍ତ ଅଭିଯୁକ୍ତା ମା’ ଶୋଭାଙ୍ଗିନୀ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ…
ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ
ଅନୁଗୋଳ ଅଫିସ୍, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା ଅଞ୍ଚଳର ଶତ୍ରୁ ମୋହନ ପ୍ରଜାପତି(୩୩)ଙ୍କୁ ମଙ୍ଗଳବାର ଅନୁଗୋଳ ପୋଲିସ ଗିରଫ କରିଛି। ସମସ୍ତ ଟଙ୍କା…
Archives


